-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||     

HOME   ଜିଲ୍ଲା

କାଳୀ ପୂଜା ମହୋତ୍ସବ ଅବସରରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ

22-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) 
 ୫୭ତମ କାଳୀ ପୂଜା ଅବସରରେ ସହୀଦ ପ୍ରତାପ ନାଏକ ଓ ଯବାନ ସଚିନ କୁମାର ସାହୁ ଙ୍କ ସ୍ମୃତି ଅବସରରେ ଆଜି ସୋନପୁର ମଝିପଡା ନାମ ମଣ୍ଡପ ଠାରେ ରାମଧୁନ୍ କ୍ଳବ ପକ୍ଷରୁ ଏକ ରକ୍ତଦାନ ଶିବିର ଓ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଟିତ ହୋଇଥିଲା। ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞଳିନା ପଧାନ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ସୋନପୁର ଏସ ଡି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ପୌର ପରିଷଦ ନିର୍ବାହୀ ଅଧିକାରୀ ୠଷି ମାଝୀ, ଏ ଡି ଏମ ଓ ଡା. ଦୁର୍ଗା ଦତ୍ତ ଦାଶ, ସମାଜସେବୀ ଶ୍ରବତ୍ସ ମଲ୍ଲିକ, ପୁର୍ବତନ କାଉନସିଲର କଇରୁ ସ୍ବାଇଁ , ବରିଷ୍ଠ ନାଗରିକ ସଂଘ ଉପଦେଷ୍ଟା ଆର୍ତ୍ତ ତ୍ରାଣ ବାବୁ, ସଂପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ , ଏ ଡି ପି ଏଚ୍ ଓ ରମେଶ ସ୍ୱାଇଁ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରି ଆୟୋଜକ ଙ୍କ ଏ କାର୍ଯ୍ଯ କୁ ପ୍ରଶଂସା କରି ଥିଲେ। ସମୁଦାୟ ୨୯  ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ବେଳେ ଆଜି ୪୪ ରୁ ଉର୍ଦ୍ଧ୍ବ ଲୋକ ଙ୍କ ଚକ୍ଷୁ ପରୀକ୍ଷା କରା ଯାଇଛି। ସେଥି ମଧ୍ୟରୁ ୮ ଜଣ ରୋଗୀ ଙ୍କ ଅସ୍ତ୍ରୋ ପ୍ରଚାର ପାଇଁ ପଠାଯାଇଛି।, କ୍ଳବର  ସଦସ୍ୟ ଲଡ଼ୁ କିଶୋର ମଲ୍ଲିକ, ସନ୍ତୋଷ ପାଢ଼ୀ, ମଞ୍ଚରେ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଆୟୋଜକ କମିଟି ପରାମର୍ଶ ଦାତା ପୀୟୂଷ ପଣ୍ଡା, ବିକାଶ ପଣ୍ଡାଙ୍କ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିବା ବେଳେ ମନୋରଞ୍ଜନ ତ୍ରୀପାଠୀ ଅତିଥି ସ୍ଵାଗତ କରି ସଭା ସଂଯୋଜନା କରିଥିଲେ। ପୂଜା କମିଟି ସଭାପତି ପୁରେନ୍ଦ୍ର ନାଏକ, ସମ୍ପାଦକ ସୁରଜ୍ ସାହୁ, କୋଷାଧ୍ୟକ୍ଷ ବୁବୁନ ନାୟକ  ସହଯୋଗ କରିଥିଲେ। ରିପୁନ ନାଏକ, ଦିଲ୍ଲୀପ ସାହୁ, ବାଳ ଗୋପାଳ ମିଶ୍ର, ରାଜ କୁମାର୍ ନାଏକ, ଶ୍ରୀକାନ୍ତ ନାଏକ, ଚନ୍ଦନ ସାହୁ, ହୃଷୀକେଶ ପଣ୍ଡା, ଲଡ଼ୁ କିଶୋର ମଲ୍ଲିକ ପ୍ରମୂଖ ସହଯୋଗ କରିଥିଲେ l ଡ଼ା ସରୋଜ ପଟେଲ, ବ୍ଲଡ ବ୍ୟାଙ୍କ ଟେକ୍ନି ସିଆନ ଜଗତ ଦରୁୱାନ, ସୁଦାମ ବିଶ୍ଵାଳ, ଯୁଧିଷ୍ଠିର ନାଏକ , ଟଙ୍କ ଧର କର୍ଣ୍ଣ ପ୍ରମୁଖ ରକ୍ତ ଦାତାଙ୍କ ଠାରୁ ରକ୍ତ ସଂଗ୍ରହ କରିଥିବା ବେଳେ କ୍ଳବ୍ ଓ ପୂଜା କମିଟି ର ସମସ୍ତ ସଭ୍ୟ ସହଯୋଗ କରିଥିଲେ। ରକ୍ତ ଦାତା ଆୟୋଜକ ତଥା ସମାଜ ସେବୀ ମନୋଜ ପଣ୍ଡା, ସହୀଦ ସଚିନ ଙ୍କ ବାପା ଶ୍ରୀ ପ୍ରଦୀପ ସାହୁ, ଓ ସହୀଦ ପ୍ରତାପ ଙ୍କ ଭାଇ ପ୍ରଦୀପ ନାଏକ  ଙ୍କୁ ଅତିଥି ଙ୍କ ଦ୍ୱାରା ସମ୍ୱର୍ଦ୍ଧିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026

You Might Also Like