-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ଶିକ୍ଷକ କୁନୁ ପଣ୍ଡାଙ୍କ ପରଲୋକ,ଅଞ୍ଚଳରେ ଶୋକର ଛାୟା

22-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ଏନଏସି ଅନ୍ତର୍ଗତ ଉଲ୍ଲେ ଗ୍ରାମର ସମ୍ମାନିତ ଓ ଜନପ୍ରିୟ ଅବସରପ୍ରାପ୍ତ ଶିକ୍ଷକ କୁନୁ ପଣ୍ଡାଙ୍କ(୮୪) ଆଜି ବାର୍ଦ୍ଧକ୍ୟ ଜନିତ ରୋଗରେ ଦେହାବସାନ ଘଟିଛି।ଖବର ପ୍ରଚାରିତ ହେବାମାତ୍ରେ ସମଗ୍ର ବିନିକା  ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ଶ୍ରୀକୁନୁ ପଣ୍ଡାଙ୍କ ଜନ୍ମ ୧ ଜାନୁଆରୀ ୧୯୪୨ରେ ହୋଇଥିଲା। ସେ ତାଙ୍କ ଜୀବନର ବଡ଼ ଅଂଶ ଶିକ୍ଷାକ୍ଷେତ୍ରକୁ ଉପହାର ଦେଇଥିଲେ।ପ୍ରକାଶ ଥାଉକି ଏହି ବ୍ଲକ ଅନ୍ତର୍ଗତ ତୁଲୁଣ୍ଡୁପାଲି,ଚରଦା, ଫୁଲମୁଠୀ,ମଉଳିମାଲ,ଅନ୍ତର୍ଡ଼ା ଓ ବାବୁପାଲି ଅଞ୍ଚଳରେ ଶିକ୍ଷକ ଭାବେ କାର୍ଯ୍ୟରତ ରହି ସମସ୍ତଙ୍କ ପ୍ରିୟ ହୋଇଥିଲେ । ତାଙ୍କ ନିଷ୍ଠା, ପଡେଇବାର ଦକ୍ଷତା,ସେବା ଓ ଉପଦେଶ ଅନେକ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଜୀବନ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିଲେ। ସେହିପରି ନିଜସ୍ଵ ଉଦ୍ୟମରେ ଦୀର୍ଘ ୪୦ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ଭାଗବତ ପାଠ କରି ଭାଗବତ କୋଠୀ ପରିଚାଳନା କରି ଆସୁଥିଲେ । ଆଧ୍ୟାତ୍ମିକ ମାର୍ଗ ନେଇ ଯାହାକି ଆଜି ବି ତାହା ସମସ୍ତଙ୍କ ସାକ୍ଷୀ ହୋଇରହିଛି ।ସ୍ବର୍ଗତ 
କୁନୁଙ୍କ ମରଶରୀରକୁ ଏକ ଶୋଭାଯାତ୍ରାରେ ନିକଟ ପାପକ୍ଷୟ ଘାଟକୁ ନିଆଯାଇଥିଲା ।ସେଠାରେ ବଡ଼ପୁଅ ଅରୁଣ ପଣ୍ଡା ମୁଖାଗ୍ନି ଦେଇଥିଲେ। ତାଙ୍କ ପରିବାର କହିଲେ ସ୍ତ୍ରୀ,ସାନପୁଅ ଅର୍ଜୁନ ପଣ୍ଡା, ପୁତ୍ରବଧୂ,ନାତି ଓ ନାତୁଣୀ ଅଛନ୍ତି।
ତାଙ୍କ ଦେହାବସାନରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିବାବେଳେ ସ୍ଥାନୀୟ ଲୋକେ ଓ ପୂର୍ବତନ ଶିଷ୍ୟମାନେ ତାଙ୍କ ପରିବାରଙ୍କୁ ସାନ୍ତ୍ୱନା ଜଣାଇଛନ୍ତି ଓ ତାଙ୍କ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026

You Might Also Like