-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||     

HOME   ଜିଲ୍ଲା

*ଗୁରୁତର ହର୍ଷବର୍ଦ୍ଧନଙ୍କୁ ଜିଲ୍ଲା ପ୍ରଶାସନ ଉଦ୍ୟମରେ ଚିକିତ୍ସା ପାଇଁ ପଠା ଗଲା କଟକ ବଡ଼ ମେଡ଼ିକାଲ*- *ଜିଲ୍ଲାପାଳ ଓ ଶତାଧିକ ଶୁଭେଚ୍ଛୁ ପହଞ୍ଚି ଶୁଭ କାମନା ଜଣାଇଲେ*-

22-Oct-2025



ସୁବର୍ଣ୍ଣପୁର,(ମନୋରଞ୍ଜନ  ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଙ୍କ ଉପସ୍ଥିତିରେ ହୃଦରୋଗ ଓ ସ୍ନାୟୁ ସମ୍ବନ୍ଧୀୟ ରୋଗରେ ଗୁରୁତର ଭାବେ ପୀଡ଼ିତ ଥିବା ହର୍ଷବର୍ଦ୍ଧନ (୧୫) କୁ ସୁବର୍ଣ୍ଣପୁର ରୁ କଟକ ଏସସିବି ମେଡିକାଲରେ କୁ ଉଚ୍ଚ ଚିକିତ୍ସା ପାଇଁ ସ୍ଥାନାନ୍ତରିତ  କରାଯାଇଛି l ଆଜି ସକାଳୁ ୮ ଟା ବେଳେ ମେଡିକାଲ ଟିମ୍ ଓ ଆମ୍ବୁଲାନ୍ସ କର୍ମଚାରୀ କଟକ ବଡ଼ ଡ଼ାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ୪.୩୦ ରେ ପହଞ୍ଚିବା ପରେ ହର୍ଷ ବର୍ଦ୍ଧନ କୁ ତୁରନ୍ତ ଭର୍ତ୍ତି କରାଯିବା ସହ ପ୍ରାଥମିକ ଚିକିତ୍ସା ଆରମ୍ଭ ହୋଇଛି l କଟକ ଏସ ସି ବି ମେଡିକାଲ୍ ର ପ୍ରାକ୍ତନ ଅଧିକ୍ଷୀକ ବରିଷ୍ଠ ଡ. ଦତ୍ତେଶ୍ୱର ହୋତା ଓ କାଡିଓଲୋଜୀ ବିଭାଗ ର ମୁଖ୍ୟ ଡ଼. ମନୋଜ ପଟ୍ଟନାୟକ ଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଡ଼ାକ୍ତର ମାନେ ସ୍ୱାସ୍ଥ୍ୟ ଅନୁଧ୍ୟାନ କରୁଛନ୍ତି l କଟକ ସ୍ଥାନାନ୍ତରିତ ବେଳେ ଆଜି ଜିଲ୍ଲାପାଳ ଙ୍କ ସହ ଡାକ୍ତରୀ ଦଳ, ଓଡିଶା ସାମ୍ୱାଦିକ ସଂଘ ର ଉପଦେଷ୍ଟା ପର୍ଶୁରାମ ମିଶ୍ର ଙ୍କ ସମେତ ସମସ୍ତ କର୍ମକର୍ତ୍ତା,  ପ୍ରାକ୍ତନ ଅଧ୍ୟକ୍ଷ ପ୍ରକାଶ ସାହୁ, କାଉନ ସିଲର ଗଙ୍ଗା ତରିଆ, ଅନେକ ସ୍ୱେଚ୍ଛାସେବୀ ତଥା ବୁଦ୍ଧିଜିବୀ ପ୍ରଦୀପ ପୁରୋହିତ, ଜ୍ୟୋତି ରଞ୍ଜନ ପଟ୍ଟନାୟକ ତଥା ଶତାଧିକ ସ୍ଥାନୀୟ ବାସିନ୍ଦା ସାଇ ପଡିଶା ଉପସ୍ଥିତ ରହି ହର୍ଷ ବର୍ଦ୍ଧନ ଙ୍କ ଆଶୁ ଅରୋଗ୍ୟ ପାଇଁ ଶୁଭ କାମନା କରିଥିଲେ l ସୂଚନା ଯୋଗ୍ୟ ଯେ ହର୍ଷବର୍ଦ୍ଧନ ଙ୍କ ବାପା ଯୁଧିଷ୍ଠିର ସାହୁ ଦୀର୍ଘ ୩୦ ବର୍ଷ ହେବ ପେପର ହକର ତଥା ଏକ ଗଣମାଧ୍ୟମ ପ୍ରତିନିଧି ଭାବରେ ବର୍ତ୍ତମାନ କାର୍ଯ୍ୟରତ ଥିବାବେଳେ ଆର୍ଥିକ ସ୍ୱଚ୍ଛଳ ନ ଥିବା ଯୋଗୁଁ ପରିବାର ଭାଙ୍ଗି ପଡିଥିଲେ l ପରେ ଖବର ପାଇ ସୁବର୍ଣ୍ଣପୁର ଜିଲ୍ଲାପାଳ, ଏସପି , ,  କଟକ ବଡ଼ ଡ଼ାକ୍ତରଖାନା ର ଡାକ୍ତର ଦତ୍ତେଶ୍ୱର ହୋତା ଓ ଓଡ଼ିଶା ସାମ୍ୱାଦିକ ସଂଘ ସଦସ୍ୟ ହର୍ଷବର୍ଦ୍ଧନ ଙ୍କ ଘରକୁ ଯାଇ ଦୀର୍ଘ ପନ୍ଦର ଦିନ ଧରି ଯୋଗାଯୋଗ ରଖି ଏ ପରିବାର କୁ ସାହାସ ଯୋଗାଇ ଥିଲେ l କଟକ ବଡ଼ ଡ଼ାକ୍ତରଖାନାର ଡାକ୍ତରୀ ଦଳ ସହ ଉଚ୍ଚ ଚିକିତ୍ସା ପାଇଁ ବିଚାର ବିମର୍ଶ କରିବା ପରେ ଆଜି କଟକ ବଡ଼ ଡ଼ାକ୍ତରଖାନା କୁ ପଠାଯାଇ ଚିକିତ୍ସା ଆରମ୍ଭ କରାଯାଇଥିବା ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026

You Might Also Like