-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା*

22-Oct-2025



(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ନିର୍ବାଚନମଣ୍ଡଳୀର ଡାବୁଗାଁ ବ୍ଳକ ରେ ଆଜି ବିଜେଡି ର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି l ବଡ଼ଓଲମା ଗ୍ରାମ ପଞ୍ଚାୟତ ଠାରୁ ଗ୍ରାମ ପରିକ୍ରମା କରିଦାବ୍ରିଗୁଡା(ଭାଲୁଗୁଡା)ପର୍ଯ୍ଯନ୍ତ ବିଜେଡି ର ଜନସମ୍ପର୍କ ପଦଯାତ୍ରାହୋଇଥିଲା l ଉକ୍ତ ପଦଯାତ୍ରାରେ ଡାବୁଗାଁ ବିଜେଡ଼ି ବ୍ଳକ ସଭାପତି ସୁରେନ୍ଦ୍ର କୁମାର ମିଶ୍ର ଙ୍କ ବଳିଷ୍ଟ ନେତୃତ୍ଵରେ ମୁଖ୍ୟ ଅତିଥି ଲୋକପ୍ରିୟ ବିଧାୟକ ମନୋହର ରନ୍ଧାରୀ, ସମ୍ମାନୀତ ଅତିଥି ଡାବୁଗାଁ ବ୍ଳକ ଅଧ୍ଯକ୍ଷା ବୀଣା ମାଝୀ ଓ ଉପାଧ୍ଯକ୍ଷ ସଦାନନ୍ଦ ନାୟକ,ବିଧାୟକ ପ୍ରତିନିଧି ଏମ୍ ବୁଲୁ ରାଓ,ଜିଲ୍ଲା ପରିଷଦ ସଭ୍ଯ ଧନ ସିଂ ଭତ୍ରl ଓ ଗୁପ୍ତ ବିଶୋୟୀ , ବରିଷ୍ଟ ବିଜେଡି ନେତା ଏମ୍ ଅlପା ରାଓ,ଦୟାନିଧି ଭତ୍ରl,ରାମ କୁମାର ଗଣ୍ଡ, ରମେଶ ଚନ୍ଦ୍ର ମାଝୀ,ସାଲିମ ଧର ଭତ୍ରl,ବବୁଲ ତ୍ରିପାଠୀ, ଲଇଖଣ ପନକl,ଶିବ ପ୍ରସାଦ ମିଶ୍ର,ହିରଣ୍ୟ ମାଝୀ,  ଜି. ରାଜଶେଖର ରାଓ, ଗେଦୁ ପଟ୍ଟନାୟକ,ସୁବାସ ବିଶୋୟୀ, ଉପେନ୍ଦ୍ର ବିଶୋୟୀ, ଜଳନ୍ଧର ବିଶୋୟୀ,ସଦାଶିବ ବିଶୋୟୀ, ଶୁଭଜିତ୍ ବେହୁରିଆ,ସୁକୁ ଭତ୍ରl, ବିପିନ ଡଙ୍ଗରି,ବିଜୟ ଭତ୍ରl, ଟି. ଯୁଗୁନୁ ବାବୁ,ଶୋଭା ହରିଜନ, ଡାବୁଗାଁ ନିର୍ବାଚନମଣ୍ଡଳୀ ର ଡାବୁଗାଁ, ପାପଡାହାଣ୍ଡି, କୋଷାଗୁମୁଡା ବ୍ଳକ ବିଜେଡି ର ସମସ୍ତ ସରପଞ୍ଚ,ସମିତି ସଭ୍ଯ ସଭ୍ଯା, ୱାର୍ଡ ମେମ୍ବର ପ୍ରମୂଖ ବହୁ କର୍ମୀ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ l ଅନ୍ୟୁନ ୫୦୦୦ ରୁ ଉର୍ଦ୍ଧ୍ବ ବିଜେଡି କର୍ମୀ ଉକ୍ତ ପଦଯାତ୍ରା ରେ ସାମିଲ ହୋଇ ଗାଁ ଗାଁ ରେ ବିଜେଡି ର ନୀତି ଆଦର୍ଶ ଓ ଜନହିତକର ଯୋଜନା ଉପରେ ଅବଗତ କରାଇଥିଲେ l ଜନସାଧାରଣ ଅବଗତ ହୋଇ ବିଜେଡି ନୀତି ଆଦର୍ଶ କୁ ସ୍ୱାଗତ କରି ବିଜେଡି ସୁପ୍ରିମୋ ନବୀନ ବାବୁଙ୍କ ଜୟ ଜୟ ଗାନ କରିଥିଲେ l ଭାଲୁଗୁଡା ଗ୍ରାମର ଶ୍ରୀ ଶ୍ରୀ ସୁନା ଦେଇ ମା ତେଲେଙ୍ଗାଣୀ ମନ୍ଦିର ପାର୍ଶ୍ବରେ ଥିବା ପଡିଆରେ ଏକ ବିରାଟ ସଭାର ଆୟୋଜନ କରାଯାଇ ଡାବୁଗାଁ ବିଜେଡି ସଭାପତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଲୋକପ୍ରିୟ ବିଧାୟକ ପ୍ରତି ପରିବାରର ମୁଣ୍ଡ ପିଛା ୫ କେଜି ବଦଳରେ ୧୦ କେଜି ଚାଉଳ, ୬୦ ବର୍ଷର ଲୋକଙ୍କୁ ୩୦୦୦ ଟଙ୍କା ପେନସନ୍,ପ୍ରତି ପରିବାରକୁ ସରକାରଙ୍କ ଯୋଜନା ରେ ଆବାସ ଗୃହ, ପ୍ରତି ଘରକୁ ସ୍ଵଚ୍ଛ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଇବା ନିମନ୍ତେ ଚେଷ୍ଟା ଅବ୍ୟାହତ ରଖି ଜନସାଧାରଣଙ୍କ ସେବା କରିବା ବ୍ରତ ହେଉଛି ମୋର ଲକ୍ଷ୍ୟ ବୋଲି ସୂଚନା ଦେଇଥିଲେ l ଉପସ୍ଥିତ ସମସ୍ତେ ଲୋକପ୍ରିୟ ବିଧାୟକଙ୍କ ବକ୍ତବ୍ୟରେ କରତାଳିରେ ଉଛୁଳି ଉଠିଥିଲା ସଭା ସ୍ଥଳ l ଡାବୁଗାଁ ବିଜେଡି ସଭାପତି ଶ୍ରୀ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଲୋକପ୍ରିୟ ବିଧାୟକ ସମସ୍ତ ଉପସ୍ଥିତ ମହିଳା ମାନଙ୍କ ପାଇଁ ଉପହାର ସ୍ଵରୂପ ଶାଢୀ ଖଣ୍ଡିଏ ଖଣ୍ଡିଏ ପ୍ରଦାନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026

You Might Also Like