-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀଙ୍କ ଉପରେ ତଥାକଥିତ ଗୋ-ରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||     

HOME   ଜିଲ୍ଲା

୨୪ରେ ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର - ୨୦୨୪ ପ୍ରଦାନ ସମାରୋହ; ଅନୁବାଦକ ସମ୍ମିଳନୀ ଏବଂ ଅଭିବ୍ୟକ୍ତି କାର୍ଯ୍ୟକ୍ରମ ୨୫ରେ

22-Oct-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ଆସନ୍ତା ୨୪ ତାରିଖରେ ସାହିତ୍ୟ ଏକାଡେମୀର ମର୍ଯ୍ୟାଦାଜନକ ଅନୁବାଦ ପୁରସ୍କାର ୨୦୨୪ ପ୍ରଦାନ  ସମାରୋହ କୋଲକାତାରେ ଅନୁଷ୍ଠିତ ହେବ l ୨୪ ଅକ୍ଟୋବର ୨୦୨୫ ସନ୍ଧ୍ୟା ୫.୦୦ ଟାରେ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀ ଭାଷା ଭବନ ପ୍ରେକ୍ଷାଳୟ, ଜାତୀୟ ପାଠାଗାର, କୋଲକାତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମାରୋହରେ ସାହିତ୍ୟ ଏକାଡେମୀର ସଭାପତି ଡକ୍ଟର ମାଧବ କୌଶିକ ପୁରସ୍କାର ପ୍ରଦାନ କରିବେ। ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ବିଦ୍ୱାନ ପ୍ରଫେସର ସୁକାନ୍ତ ଚୌଧୁରୀ ଯୋଗଦେବେ। ସାହିତ୍ୟ ଏକାଡେମୀର ଉପାଧ୍ୟକ୍ଷ ପ୍ରଫେସର କୁମୁଦ ଶର୍ମା ମଧ୍ୟ ଏହି ଅବସରରେ ଯୋଗଦେବେ ଏବଂ ସମାପନ ମନ୍ତବ୍ୟ ଦେବେ।

୨୫ ଅକ୍ଟୋବର ୨୦୨୫ରେ ସକାଳ ୧୦ ଟାରେ ସାହିତ୍ୟ ଏକାଡେମୀ କାର୍ଯ୍ୟାଳୟ ସ୍ଥିତ ପ୍ରେକ୍ଷାଳୟରେ ସକାଳ  ଅନୁବାଦକ ସମ୍ମିଳନୀ ଏବଂ ଅପରାହ୍ନ ୨.୩୦ ଟାରେ ଅଭିବ୍ୟକ୍ତି କାର୍ଯ୍ୟକ୍ରମ  ଆୟୋଜିତ ହୋଇଛି। ସାହିତ୍ୟ ଏକାଡେମୀର ଉପାଧ୍ୟକ୍ଷ ପ୍ରଫେସର କୁମୁଦ ଶର୍ମା ଅନୁବାଦକ ସମ୍ମିଳନୀର ଅଧ୍ୟକ୍ଷତା କରିବେ ଯେଉଁଠାରେ ପୁରସ୍କାର ବିଜେତାମାନେ ଅନୁବାଦକ ଭାବରେ ସେମାନଙ୍କର ଯାତ୍ରା ଏବଂ ଅନୁବାଦର ସୃଜନଶୀଳ ପ୍ରକ୍ରିୟା ବିଷୟରେ ଆଲୋଚନା କରିବେ। ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର ୨୦୨୪ ବିଜେତା ହେଉଛନ୍ତି - ଅଞ୍ଜନ ଶର୍ମା (ଅହମିୟା), ବାସୁଦେବ ଦାସ (ବଙ୍ଗଳା), ଉତ୍ତରା ବିସ୍ମୁଥୁରି (ବୋଡୋ), ଅର୍ଚ୍ଚନା କେସର (ଡୋଗ୍ରି), ଅନିସୁର ରହମାନ (ଇଂରାଜୀ), ରାମନିକ ଅଗ୍ରୱାତ (ଗୁଜୁରାଟୀ), ମଦନ ସୋନି (ହିନ୍ଦୀ), ମହମ୍ମଦ ଆତସ (କାଶ୍ମୀରୀ), ମିଲିନ୍ଦ ମହମଲ (କୋଙ୍କଣୀ), କେଶକର ଠାକୁର (ମୈଥିଲି), କେ. କୁମାରନ୍ (ମାଲୟାଲମ୍), ସୋଏମ୍ବାଚା ଇନ୍ଦ୍ରକୁମାର (ମଣିପୁରୀ), ସୁଦର୍ଶନ ଅଠାବାଲେ (ମରାଠୀ), ଅମର ବାନିଆ ‘ଲୋହୋରୋ’ (ନେପାଳୀ), ସୁଭାଷ ଚନ୍ଦ୍ର ଶତପଥି (ଓଡିଆ), ଚନ୍ଦନ ନେଗି (ପଞ୍ଜାବୀ), ସୋହାନ୍ଦନ ଚରଣ (ରାଜସ୍ଥାନୀ), ସୋମନାଥ ଦାଶ (ସଂସ୍କୃତ) ସ୍ବର୍ଗତ ଶୋଭା ଲାଲଚାନ୍ଦନୀ (ସିନ୍ଧି), ପି ବିମଳା (ତାମିଲ), ତୁର୍ଲାପାଟୀ ରାଜେଶ୍ୱରୀ (ତେଲୁଗୁ) | କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି ସାହିତ୍ୟ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋ-ରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026

You Might Also Like