-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ପତିତପାବନ ଏକାଡେମୀ ଠାରେ କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ     

22-Oct-2025



ବଲାଙ୍ଗୀର: ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥିଭାବେ ବଲାଙ୍ଗୀର ସଦର୍ ବିଇଓ  ଶ୍ରୀ ନୀଳମଣି ପଟେଲ ଓ ସମ୍ମାନିତ ଅତିଥି ରୂପେ  ବଲାଙ୍ଗୀର ଏବିଇଓ ସନ୍ଧ୍ୟାରାଣୀ ଧରୁଆ ମଞ୍ଚାସୀନ ଥିଲେ l ପିପି ଏକାଡେମୀ ପ୍ରଧାନ ଶିକ୍ଷକ ଦ୍ଵିତି ରଞ୍ଜନ ମହାଲିଙ୍ଗ  ଓ ସିଆରସିସି ଶ୍ରୀମତୀ ରଶ୍ମିତା ମହାନ୍ତିଙ୍କ ମିଳିତ ତତ୍ତ୍ଵାବଧାନରେ ଆୟୋଜିତ ଏହି ଉତ୍ସବରେ ସିଆରସିସି ଶ୍ରୀମତୀ ବିଜୟିନୀ ଦାନୀ ଯୋଗ ଦେଇଥିଲେ l ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ସୃଜନଶୀଳତାର ବିକାଶ ପାଇଁ   ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଚଳିତ ବର୍ଷ ସୁରଭିର ବିଷୟବସ୍ତୁ  ଥିଲା 'ମୋ ସ୍ୱପ୍ନର ଓଡ଼ିଶା ୨୦୩୬' । ଏଥିରେ ଭିନ୍ନକ୍ଷମ ପ୍ରତିଯୋଗୀ ମାନେ ମଧ୍ୟ ଅଂଶଗ୍ରହଣ କରି ନିଜର ପ୍ରତିଭାର ପଦର୍ଶନ କରି ଥିଲେ l ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନେ ବ୍ଲକସ୍ତରୀୟ କାର୍ଯ୍ୟକ୍ରମକୁ ମନୋନୀତ ହୋଇଛନ୍ତି l ଏହି ସମସ୍ତ କାର୍ଯ୍ୟକ୍ରମକୁ ସୁନୀତା ବିଶ୍ଵାଳ ଓ ଅନିଲ ସରଭଙ୍ଗ ପରିଚାଳନା କରିଥିଲେ l ଏଥିରେ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀଙ୍କ ସମେତ ଲର୍ଣ୍ଣିଙ୍ଗ ଲିଙ୍କସ୍ ଫାଉଣ୍ଡେସନ(ରୋଡ଼ ଟୁ ସ୍କୁଲ)ର   ରିସୋର୍ସ ପର୍ସନ ମାନେ ଯୋଗ ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like