-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

*କୋଷାଗୂମୁଡା ବ୍ଲକରେ ଶ୍ରମିକ ବଦଳରେ ମେସିନ୍ କରୁଛି କାମ*

23-Oct-2025



(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଳକ ସନ୍ତୋଷ ପୁର ପଞ୍ଚାୟତର ଡଙ୍ଗରୀ ଗୁଡ଼ା ଗ୍ରାମ ଠାରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ମନରେଗା) କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଏହି ଯୋଜନାର ମୂଳ ଲକ୍ଷ୍ୟ ଅର୍ଥାତ୍ ଶ୍ରମିକଙ୍କୁ କାମ ଯୋଗାଇବା କିନ୍ତୁ ଶ୍ରମିକ ବଦଳରେ କାମ କରୁଛି ମେସିନ୍‌। ଖବର ଅନୁଯାୟୀ, ସନ୍ତୋଷ ପୁର ପଞ୍ଚାୟତ ର ଆର୍ଡି ରାସ୍ତା ଠାରୁ ଡଙ୍ଗରୀଗୁଡା ଭାୟା ଶିରାଗୁଡା  ଗ୍ରାମ ଠାରେ ମନରେଗା ଯୋଜନାରେ ୧୦ ଲକ୍ଷ  ଟଙ୍କା ବ୍ୟୟରେ  ଏକ ମାଟି ମୋରମ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି । ଏହି କାର୍ଯ୍ୟ ବିଭାଗୀୟ ନିଜସ୍ୱ କାର୍ଯ୍ୟାଦେଶରେ ହେଉଥିବା। ବେଳେ,  କୋଷାଗୁମୁଡା ବ୍ଲକର ଠିକାଦାର ମାନେ ନିୟମ ଉଲଂଘନ କରି ସରକାରୀ ଯନ୍ତ୍ରୀ ଙ୍କ ସହ ମଧୁଛନ୍ଦ୍ରିକାରେ। ମେସିନ୍ ବ୍ୟବହାର କରି ମନରେଗା ଯୋଜନାରେ ଆସୁଥିବା ଅର୍ଥ କୁ ହରିଲୁଟ୍ କରୁଥିବା ଦେଖିବାକୁ ମିଳିଛି। ସରକାରଙ୍କ ସ୍ପଷ୍ଟ ନିର୍ଦ୍ଦେଶ ଥିବା ସତ୍ତ୍ବେ କାର୍ଯ୍ୟସ୍ଥଳୀରେ ଶ୍ରମିକଙ୍କୁ କାମ ମିଳୁନାହିଁ। ବରଂ ସମସ୍ତ କାର୍ଯ୍ୟ ମେସିନ୍, ଜେସିପି ଇତ୍ୟାଦି ଦ୍ଵାରା କରାଯାଉଛି। ନିମ୍ନମାନର କାର୍ଯ୍ୟ: ରାସ୍ତାରେ କେବଳ ଖାଲି ମାଟି ପକାଇ କାର୍ଯ୍ୟ ଚାଲୁଥିବାରୁ ଏହା ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ସୂଚନାଫଳକ ରେ କାର୍ଯ୍ୟ ଆରମ୍ଭ ଓ ଶେଷ ତାରିଖ ନଥିବା ଜନସାଧାରଣ ଅଭିଯୋଗ କରିଛନ୍ତି ଯେ, କାଗଜପତ୍ରରେ ଶ୍ରମିକ କାର୍ଯ୍ୟ କରିଥିବା ଦର୍ଶାଇ ଚଞ୍ଚକତା କରାଯାଉଛି ଏବଂ ଅସଲରେ ସମ୍ପୂର୍ଣ କାମ ମେସିନ୍‌ରେ କରାଯାଇ ସରକାରଙ୍କ ଲକ୍ଷାଧିକ ଟଙ୍କା ହରିଲୁଟ୍ କରୁଛନ୍ତି ‌ସରକରୀ ଯନ୍ତ୍ରୀ ଓ ଠିକାଦାର।। ପୂର୍ବରୁ ମଧ୍ୟ ଏହି ପଞ୍ଚାୟତରେ କୋଟି କୋଟି ଟଙ୍କାର ଅନିୟମିତତା ହୋଇଥିବା ନେଇ ଆଲୋଚନା ହେଉଛି । ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ପଚାରିବାରେ ସେ ସୂଚନାଫଳକ ମାରିବାକୁ କୁହାଯାଇଥିବା ଏବଂ ଗ୍ରାମବାସୀ ରାସ୍ତା କାର୍ଯ୍ୟ କରୁଥିବା କହି ସଫେଇ ଦେଇଛନ୍ତି । ତେବେ ଜନସାଧାରଣଙ୍କ ମତରେ, କାର୍ଯ୍ୟସ୍ଥଳୀରେ ଉପଯୁକ୍ତ ତଦନ୍ତ କରାଗଲେ ହିଁ ପ୍ରକୃତ ସତ୍ୟ ଲୋକଲୋଚନକୁ ଆସିବ। ତେଣୁ ଏହି ବ୍ୟାପକ ଦୁର୍ନୀତିର ଉଚ୍ଚସ୍ତରୀୟ ତଦନ୍ତ କରାଯିବା ସହ ଦୁର୍ନୀତିରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଜନସାଧାରଣ ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଛନ୍ତି।

*ବିଦ୍ର'-ଠିକାଦାର ଏବଂ ବିଭାଗୀୟ ଯାନ୍ତ୍ରିଙ୍କ ମଧୁଚନ୍ଦ୍ରିକାରେ ଚାଲିଛି କାମ ପ୍ରଶାସନ ନିରବ*


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like