-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

*ଶୋକାକୁଳ ପରିବେଶ ରେ ହେଲା ସ୍ବର୍ଗତ ଦଶରଥ ମେହେର ଙ୍କ ଅନ୍ତିମ ସଂସ୍କାର*- *ସୋନପୁର ଠାରେ ଯୋଗ ସେବା ସମିତି ଦେଲେ ଶ୍ରଦ୍ଧାଞ୍ଜଳୀ*-

23-Oct-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଅନ୍ତର୍ଗତ ଖମ୍ବେଶ୍ୱରୀ ପାଲି ଗାଁ ର ବିଶିଷ୍ଟ ବ୍ୟକ୍ତି ତଥା ବୁଣାକାର ଦଶରଥ ମେହେର (୭୪ ) ଙ୍କ ଭୁବନେଶ୍ୱର ସମ୍ ହସପିଟାଲ ରେ ଚିକିତ୍ସାଧିନ ଅବସ୍ଥାରେ ଗତ ୨୧ ତାରିଖ ପୂର୍ବାହ୍ନ ରେ ପରଲୋକ ଘଟିଛି l ଶ୍ରୀ ମେହେର ଜଣେ ଶାନ୍ତ, ସରଳ, ଅମାୟିକ ବ୍ୟକ୍ତିତ୍ଵ ଥିବା ବେଳେ ସେ ଜଣେ ସଫଳ ଚାଷୀ, ରାମାୟଣ ପାଠକ, ଓ ବାନ୍ଧ କଳାରେ ନିପୂଣ  ଥିଲେ l ଏ ଖବର ପହଁଚିବା ପରେ ଖମ୍ବେଶ୍ୱରୀ ପାଲି ଗାଁ ସମେତ ସୋନପୁର ର ମାଣିକେଶ୍ଵରୀ ପ୍ଲଟ, ଉଦୟ ନଗର ଅଞ୍ଚଳ ରେ ଓ ଫରେଷ୍ଟ ପାର୍କ ର ଦିବ୍ୟ ଉର୍ଯ୍ୟା ଯୋଗ ସେବା ସମିତି ଓ ବିଭିନ୍ନ ସ୍ବେଛାସେବୀ ସଂଗଠନ ରେ ଶୋକ ଖେଳି ଯାଇଛି l  ଭୁବନେଶ୍ୱର  ହସ୍ପିଟାଲ୍ ରୁ ଫେରିବା ବେଳେ ୨୧ ତାରିଖ ରାତି ୧୦ ଟା ବେଳେ ସୋନପୁର ବ୍ଲକ ଛକ ଠାରେ ଯୋଗ ସେବା ସମିତି, ରକ୍ତ ଦାତା ସଂଘ, ସ୍ଵଚ୍ଛ ଭାରତ ସଙ୍ଗଠନ କର୍ମକର୍ତା ଓ ଉପସ୍ଥିତ ବହୁ ବୁଦ୍ଧିଜୀବୀ ସ୍ବର୍ଗତ ମେହେର ଙ୍କୁ ଅନ୍ତିମ ଦର୍ଶନ ଓ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ l ଓ ଯୋଗ ସେବା ସମିତି ର ସକ୍ରିୟ ସଦସ୍ୟ ତଥା ପଞ୍ଚାୟତ ନିର୍ବାହୀ ଅଧିକାରୀ ଦୁର୍ଯୋଧନ ମେହେର ଙ୍କ ଧର୍ମ ପତ୍ନୀ ରୁକ୍ମିଣୀ ମେହେର ଙ୍କୁ ଅନୁଷ୍ଠାନ ପକ୍ଷରୁ ସମବେଦନା ଜଣାଇଥିଲେ l ଶ୍ରୀମତୀ ମେହେର ନିଜ ସଙ୍ଗଠନ ର ଆତ୍ମୀୟ ସ୍ୱଜନ ଙ୍କୁ ଦେଖି ପିତା ଙ୍କୁ ହରାଇଥିବା ଦୁଃଖ ରେ ରାସ୍ତା ଉପରେ ଜୋର୍ ରେ କାନ୍ଦି ପକାଇଥିଲେ ଓ ବାପା ଙ୍କୁ ଶେଷ ସମ୍ମାନ ଦେଇ ଥିବାରୁ ସଂଗଠନ ପାଖରେ ମୁଁ ଋଣି ହୋଇ ରହିବି ବୋଲି କହିଥିଲେ l ଅନୁଷ୍ଠାନ ର କର୍ମକର୍ତା ମଧ୍ୟ ଏ ଦୁଃଖରେ ଭାଙ୍ଗି ପଡ଼ି ଶ୍ରୀମତୀ ମେହେର ଙ୍କୁ ସାନ୍ତ୍ଵନା ଜଣାଇ ସଂଘ ପକ୍ଷରୁ ସାହସ ଯୋଗାଇଥିଲେ l ଖମ୍ବେଶ୍ୱରୀ ପାଲି ଗାଁ ରେ ସ୍ୱର୍ଗତ ମେହେର ଙ୍କ ମର ଶରୀର ପହଁଚିବା ପରେ ଏକ ଶୋକାକୁଳ ପରିବେଶ ରେ ଶହ ଶହ ଲୋକେ ଶ୍ରୀ ମେହେର ଙ୍କୁ ଅନ୍ତିମ ଦର୍ଶନ କରିଥିଲେ l ବାଗଦୁଲି ନିକଟସ୍ଥ କୁକୁଡ଼ା ଜୋର ଶ୍ମଶାନ ଘାଟରେ ସ୍ୱର୍ଗୀୟ ମେହେର ଙ୍କ ଅନ୍ତିମ ସଂସ୍କାର କରା ଯାଇଥିଲା l  ଅନ୍ତିମ ସଂସ୍କାର ରେ ବଡ଼ ପୁଅ ଆନନ୍ଦ ମେହେର ପିତା ଙ୍କୁ ମୁଖାଗ୍ନୀ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like