-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଦେଶ ବିଦେଶ

୩୦ ଜାନୁୟାରୀ ଅନଶନରୁ ଓହରିଲେ ଆନ୍ନା ହଜାରେ!

29-Jan-2021



ପୁଣେ (ପ୍ରେରଣା ଖବର) : ସାମାଜିକ କର୍ମୀ ଆନ୍ନା ହଜାରେ କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଘୋଷଣା କରିଥିବା ୩୦ ଜାନୁୟାରୀ ଅନଶନରୁ ଓହରି ଯାଇଛନ୍ତି। ଶନିବାର କରିବାକୁ ଥିବା ଅନଶନ ନେଇ ସେ ଶୁକ୍ରବାର ଘୋଷଣା କରିଛନ୍ତି । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ପଡନବୀଶଙ୍କ ଉପସ୍ଥିତିରେ ସେ କରିଥିବା ଘୋଷଣାରେ ନିଷ୍ପତ୍ତିରୁ ଓହରି ଯାଉଥିବା କହିଛନ୍ତି । 
ସେ କହିଛନ୍ତି ଯେ ଦୀର୍ଘ ସମୟ ଧରି ସେ ଅନେକ ପ୍ରସଙ୍ଗରେ ଆନ୍ଦୋଳନ କରିଆସିଛନ୍ତି। ଶାନ୍ତି ପୂର୍ବକ ବିକ୍ଷୋଭ ଅପରାଧ ନୁହେଁ। ମୁଁ ଗତ ୩ ବର୍ଷ ହେଲା କୃଷକଙ୍କ ପ୍ରସଙ୍ଗ ଉପସ୍ଥାପନ କରିଆସୁଛି। ସେମାନେ ଆତ୍ମହତ୍ୟା କରୁଛନ୍ତି, କାରଣ ସେମାନେ ଫଳାଉଥିବା ଫସଲ ଲାଗି ଉପଯୁକ୍ତ ମୂଲ୍ୟ ପାଉନାହାନ୍ତି। ତେବେ ସରକାର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୫୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସରକାରଙ୍କ ପତ୍ର ମୋତେ ମିଳିଛି ବୋଲି ସେ କହିଛନ୍ତି।
ଏବେ କେନ୍ଦ୍ର ସରକାର ତାଙ୍କର ୧୫ଟି ପ୍ରସଙ୍ଗ( ଚାଷୀଙ୍କ ଲାଗି ଆନ୍ନା ହଜାରେଙ୍କ ଦାବି) ଉପରେ କାର୍ଯ୍ୟ କରିବାକୁ ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଏଣୁ ଶନିବାର ଅନଶନ ବାତିଲ କରିବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି। ସୂଚନା ଯୋଗ୍ୟଯେ ଚଳିତମାସ ପ୍ରାରମ୍ଭରେ ଆନ୍ନା ହଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଜାନୁୟାରୀ ଶେଷରେ ତାଙ୍କ ଜୀବନର ଶେଷ ଅନଶନ କରିବେ ବୋଲି ସୂଚିତ କରିଥିଲେ।
ହଜାରେ ଅନଶନ ନ କରନ୍ତୁ ଚାହିୁଁଥିଲେ ସରକାର
ତେବେ ଆନ୍ନା ହଜାରେ ଅନଶନ ନ କରନ୍ତୁ ବୋଲି ସରକାର ଚାହୁଁ ଥିଲେ। ଏଥିଲାଗି ମହାରାଷ୍ଟ୍ର ବିଧାନସଭାର ପୂର୍ବତନ ଅଧ୍ୟକ୍ଷ ହରିଭାଉ ବାଗଡେ, ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀଶ, ବିଜେପି ନେତା ରାଧାକୃଷ୍ଣ ବିଖେ ପାଟିଲ ପ୍ରମୁଖ ତାଙ୍କୁ ଭେଟି ଆନ୍ଦୋଳନ ନ କରନ୍ତୁ ବୋଲି ଅନୁରୋଧ କରିଥିଲେ।

ଚିଠାପ୍ରସ୍ତାବରେ ମନେଇବାକୁ ଉଦ୍ୟମ କରିଥିଲେ ସରକାର
ଆନ୍ନା ହଜାରେ ଆନ୍ଦୋଳନ ନ କରନ୍ତୁ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ତୋମାର ଦେବେନ୍ଦ୍ର ଫଡନବୀଶ ଓ ଗିରିଶ ମହାଜନଙ୍କୁ ଭେଟି ଏକ ଚିଠା ପ୍ରସ୍ତୁତ କରିଥିଲେ। ଆନ୍ନା ହଜାରେ ଡ୍ରାଫଟ ପଢି ଏଥିରେ ଥିବା ଦୋଷ ବାହାର କରିଥିଲେ। ତେବେ ଏଗୁଡିକୁ ସରକାର ସୁଧାର କରିବାକୁ ପ୍ରତିଶ୍ରୁତି ଦେବାରୁ ସେ ଆନ୍ଦୋଳନରୁ ଓହରି ଯାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like