-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

୧୧ତମ ଭୀମପାହାଡ ମହୋତ୍ସବ ଉଦ୍‌ଘାଟିତ,ବଲାଙ୍ଗିରର ଏକତା କଳାପରିଷଦ ଓ ମଳମଣ୍ଡାର ବଜାଶାଳ ଦ୍ୱାରା ଦୁଲୁକିଲା ମଞ୍ଚ

23-Oct-2025



ବଲାଙ୍ଗୀର/ଦେଓଗାଁ (ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଭୀମପାହାଡ ପାଦଦେଶରେ ଗିରୀଗୋବର୍ଦ୍ଧନ ପୂଜା ଉପଲକ୍ଷେ ୪ ଦିନ ଧରି ଅନୁଷ୍ଠିତ ହେବାକୁଥିବା ୧୧ତମ ଭୀମପାହାଡ ମହୋତ୍ସବ ବୁଧବାର ସଂନ୍ଧ୍ୟାରେ ଉଦ୍‌ଘାଟିତ ହୋଇଯାଇଛି । ଏହିଦିନ ସଂନ୍ଧ୍ୟାରେ ମହୋତ୍ସବ କମିଟୀ ର ଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ ମୂଖ୍ୟ ଅତିଥିô ଭାବେ ମୁଖ୍ୟ ଅତିଥି ଭାବେ ସଇଁନ୍ତଲାର ବ୍ଲକ ଉପାଧ୍ୟକ୍ଷ ଗୁଣସାଗର ମାଝୀ, ସ୍ଥାନୀୟ ପଞ୍ଚାୟତର ସରପଞ୍ଚ ଜାନକୀ ସାହୁ , ବରିଷ୍ଠ ସାମ୍ବାଦିକ  ପୂର୍ଣ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ । ପାରମ୍ପାରିକ ଲୋକକଳା କୁ ଉଜ୍ଜିବିତ କରିରଖିବା ପାଇଁ ମହୋତ୍ସବ ଏକ ମାଧ୍ୟମ ବୋଲି ମତବ୍ୟକ୍ତ କରିବାସହ ଏହି ଐ୍ୟତିହାସିକ

ଭୀମପାହାଡକୁ ତତ୍କାଳୀନ ରାଜ୍ୟ ସରକାର ପର୍ଯ୍ୟଟନସ୍ଥଳୀର ମାନ୍ୟତା ପ୍ରଦାନ କରିବାପରେ ଦେଓଗାଁ ବ୍ଲକର ୧୩ନଂ ଜୋନର ମକୁନ୍ଦପୁର, ଉପରଝର, ମହଲାଇ ସମେତ ଆଖପାଖ ପଞ୍ଚାୟତର ସାମାଜିକ ଓ ଅର୍ଥନୈତିକ ବିକାଶ ହୋଇପାରିଛି । ଏଣୁ ଏହି ପର୍ଯ୍ୟଟନସ୍ଥଳୀର ଉନ୍ନୟନ ଦିଗରେ ଆହୁରୀ ଅନେକକାମ କରିବାର ଆବଶ୍ୟକତା ରହିଛି ବୋଲି ମତପ୍ରକାଶ କରିଥିଲେ । ଏ ଅବସରରେ ବିଲାସପୁର ଗାଁର ବରିଷ୍ଠ କଳାକାର ଶ୍ରୀପତୀ ଖାଡିଆ ଙ୍କୁ ଭୀମପାହାଡ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ମଧୂସୁଦନ ନାଏକ ଙ୍କ ସଂଯୋଜନାରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ବଲାଙ୍ଗିର ଏକତା କଳାପରିଷଦ ଦ୍ୱାରା ପାରମ୍ପାରିକ ଲୋକକଳା ସମ୍ବଳପୁରୀ ନୃତ୍ୟ ପରିବେଷଣ ହୋଇଥିବା ବେଳେ ମଲମଣ୍ଡାର ବଜାଶାଳ ଅନୁଷ୍ଠାନ ଦ୍ୱାରା ପାରମ୍ପାରିକ ବଜାରେ ମଞ୍ଚ ଦୁଲୁକି ଉଠିଥିଲା । ଏ ଅବସରରେ ବରିଷ୍ଠ କଳାକାର ରବିନ୍ଦ୍ର କୁମାର ସାହୁ ଓ ସାଥିଙ୍କ ଦ୍ୱାରା କଂସ ଦରବାର ଆରମ୍ଭ ହୋଇଥିଲା । ଏହଦିନ ସଂନ୍ଧ୍ୟାରେ କୁଲୁତାପଡା ପଞ୍ଚାୟତ ଶୁଲିଆପୀଠରୁ ମଶାଳ ଆସିବାପରେ ମଶାଲକୁ ଆଦିବାସୀ ସଂଗଠନର କର୍ମକର୍ତ୍ତା ମାନେ ଯୋଗଦେଇ ମଶାଲକୁ ସ୍ୱାଗତ କରିଥିଲେ । ଗିରୀଗୋବର୍ଦ୍ଧନ

ପୂଜା କମିଟୀ ଆନୂକୁଲ୍ୟରେ ଚାଲିଥିବା ଗିରୀଗୋବର୍ଦ୍ଧନ ପୂଜା ଉପଲକ୍ଷେ ୨୪ପ୍ରହରୀ ନାମଯଜ୍ଞ ର ନାମାରମ୍ଭ ହୋଇଥିବା ବେଳେ ମୀନାବଜାର ମୂଖ୍ୟ ଆକର୍ଷଣ ସାଜିଛି । କାର୍ଯ୍ୟକ୍ରମକୁ ଭୀମପାହାଡ ମହୋତ୍ସବ କମିଟୀର ସଭାପତି ପ୍ରମୋଦ କୁମାର ବହିଦାର, ଅଭିମନ୍ୟୁ ମାଝୀ, ଗୋବର୍ଦ୍ଧନ ସାହୁ, ନନ୍ଦିକିଶୋର ନାଏକ,ପୂର୍ବତନ ସରପଞ୍ଚ ବାଳକ ପଧାନ,ରୂପାଧର ପୁଟା, ଦୟାସାଗର ନାଏକ, ପିତାମ୍ବର ପଧାନଙ୍କ ସମେତ ଗିରୀଗୋବର୍ଦ୍ଧନ ପୂଜା କମିଟୀର ସମସ୍ତ କର୍ମକର୍ତ୍ତା ତଥା ଅଞ୍ଚଳବାସୀ ସହଯୋଗ କରୁଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like