-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||     

HOME   ଜିଲ୍ଲା

ଅକ୍ଟୋବର ୨୬ରେ ପିତାମ୍ବର ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ

23-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳର ବିଶିଷ୍ଟ ଫୁଟବଲ ତାରକା ତଥା ଚାଷ ଚାଷୀର ଦରଦୀ ବନ୍ଧୁ ସ୍ବର୍ଗତ ପିତାମ୍ବର ପ୍ରଧାନଙ୍କୁ ମନେ ପକାଇବା ପାଇଁ  ପ୍ରତିବର୍ଷ ଆୟୋଜିତ ହୋଇ ଆସୁଛି ଫୁଟବଲ ମ୍ୟାଚ୍। ଚଳିତ ମାସ ୨୬ତାରିଖରେ ଶଙ୍କରା ସ୍ଥିତ ବୀର ସୁରେନ୍ଦ୍ର ସାଏ ଖେଳ ପଡ଼ିଆରେ ହେବାକୁ ଯାଉଛି ଏହି ୧୩ ତମ ଦିନିକିଆ ଟୁର୍ଣ୍ଣାମେଣ୍ଟ ।ୟଙ୍ଗ ଷ୍ଟାର ଆସୋସିଏସନର  ଆନୁକୁଲ୍ୟରେ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ମେଘେଲା,କଦଳୀପାଲି,ପପଙ୍ଗା, ଚରଦା,ନକଟାସର,ସାରସମାଳ,ବୀରମହାରାଜପୁର,ପିତେଇପାଲି ପ୍ରମୁଖ ଦଳ ଭାଗନେବେ । ପ୍ରତିଯୋଗୀତାକୁ ସଫଳ କରିବା ନେଇ ଯୁବ ଆଇନଜୀବୀ ତଥା ତାଙ୍କ ସୁପୁତ୍ର ଜୟ ପ୍ରକାଶ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଏଥିରେ ପୂର୍ବତନ ସମିତିସଭ୍ୟ ଦାଶରଥି ନନ୍ଦ,ନରସିଂହ ସେଠୀ,ସୁକାନ୍ତ ବାଘ,ବାବୁଲାର ସାହୁ,ଆନନ୍ଦ ବଢାଇ,ବିକାଶ ଭୋଇ,ସନ୍ତୋଷ ମୁଣ୍ଡା,ମିଲୁ ମେହେର,ବୁଲୁ ପ୍ରଧାନ,ପ୍ରସନ୍ନ ସାହୁ,ବିଜୁ ବାଘ,ସଞ୍ଜୀବ ସାହୁ, ଶୁଭମ ଦଣ୍ଡସନା,ଭାଗିରଥି ବାଘ,ପବିତ୍ର ରାଉତ,ସୀତାରାମ ଥାଟ୍ଟି,ଅନିଲ ପ୍ରଧାନ,ଖୁସିରାମ ପ୍ରଧାନ ପ୍ରମୁଖ ଯୋଗଦେଇ ଟୁର୍ଣ୍ଣାମେଣ୍ଟ ଆୟୋଜନର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ଟୁର୍ଣ୍ଣାମେଣ୍ଟରେ ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026

You Might Also Like