-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର "ସମ୍ଭବ"ର ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଉଦଘାଟିତ

23-Oct-2025



ବରଗଡ଼(ପ୍ରେରଣା ଖବର): ପି ଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦମପୁରରେ ଜିଲ୍ଲାସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର "ସମ୍ଭବ"ର ଶୁଭ ଉଦଘାଟନ ହୋଇଯାଇଛି। ସ୍ଥାନୀୟ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଇଓ ଲୋକନାଥ ଭୋଇ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ରାଜବୋରାସମ୍ୱର ହାଇସ୍କୁଲର ପ୍ରଧାନ ଶିକ୍ଷକ ନିରାଲମ୍ବ ପଟେଲ, ପେଡାଗୋଜି କୋର୍ଡିନେଟର

ପୁଷ୍ପାଞ୍ଜଳି ଦାଶ ଏବଂ ପ୍ରଶିକ୍ଷକ ଭାବରେ ଝାରବନ୍ଧ ବ୍ଲକ ଶିକ୍ଷା ଅଧିକାରୀ ଶୁଭମ୍ ପତି,ଜନତା ହାଇସ୍କୁଲ ଭୁକ୍ତାର ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ, ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ ବରଗଡ଼ର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା,ପୁରୁଷୋତ୍ତମ ହାଇସ୍କୁଲ ରୁଚିଦାର ପ୍ରଧାନଶିକ୍ଷକ ଅଜୟ କୁମାର ମେହେର, ତୋରା ହାଇସ୍କୁଲର ପ୍ରଧାନଶିକ୍ଷକ ସଙ୍ଗୀତା ମିଶ୍ର, ,ପଣ୍ଡକିପାଲି ହାଇସ୍କୁଲର ଶିକ୍ଷକ ପୁସ୍ତମ୍ ବିଶି ଯୋଗ ଦେଇଥିଲେ।ଏହି ପ୍ରଶିକ୍ଷଣ ଶିବିରରେ ଜାତୀୟ ଶିକ୍ଷାନୀତି ୨୦୨୦ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ,ମାନ ନିର୍ଦ୍ଧାରଣ, ନେତୃତ୍ୱ ବିକାଶ, ସାମାଜିକ, ଆବେଗିକ ଓ ନୈତିକ ବିକାଶ, ଅନ୍ତର୍ନିବେଶୀ ଶିକ୍ଷା ଓ ସମତା, ଶିକ୍ଷାରେ ସୂଚନାଓ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର, ସାଇବର ସୁରକ୍ଷା , ବିଦ୍ୟାଳୟ ଓ ଆର୍ଥିକ ପରିଚାଳନା, ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା, ବିପର୍ଯ୍ୟୟ ପରିଚାଳନା, ବିଦ୍ୟାଳୟ ଓ ଗୋଷ୍ଠୀ ସମ୍ପର୍କ,

ଉପସ୍ଥାପନ ଅବଧାରଣ ବୃଦ୍ଧି ଓ ପାଠ ତ୍ୟାଗୀର ନିରାକରଣ, ଧନ୍ଦାମୂଳକ ଶିକ୍ଷା, ବିଦ୍ୟାଳୟ ବିକାଶ ଯୋଜନା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇ ମାଧ୍ୟମିକ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି କରାଯିବାର କାର୍ଯ୍ୟକ୍ରମ ରହିଛି।ଏହି ପ୍ରଶିକ୍ଷଣ ଶିବିରରେ ଗାଈସିଲେଟ୍ ବ୍ଲକ୍, ରାଜବୋରାସମ୍ୱର,ଝାରବନ୍ଧ ଓ ପାଇକମାଳ ବ୍ଲକର ସମସ୍ତ ହାଇସ୍କୁଲ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like