-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଫଳ ରୂପାୟନ ପାଇଁ ସ୍ବତନ୍ତ୍ର ଗ୍ରାମସଭା

23-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ବୀରମହାରାଜପୁର ବ୍ଲକ ଅନ୍ତର୍ଗତ  ଉଫୁଲା ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀୟା କର୍ମୀ ଙ୍କ ସଭାପତିତ୍ବରେ ଏକ ୨୧ ଜଣିଆ ଗ୍ରାମ୍ୟ ସ୍ତରୀୟ ଅଭିସରଣ କମିଟି ଗଠନ କରାଯାଇଛି। ବୀରମହାରାଜ ପୂର୍ ବ୍ଲକ୍ କଲ୍ୟାଣ ସମ୍ପ୍ରସାରଣ ଅଧିକାରୀ ସତ୍ୟନାରାୟଣ ପଧାନ ସଭା ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ସରପଞ୍ଚ ଶ୍ରୀୟା କର୍ମୀ ଗୌଡ କେଳା ରାଜସ୍ବ ଗ୍ରାମ ସମସ୍ତ ଟଫସିଲ ଭୁକ୍ତ ଆଦିବାସୀ ବାସ କରୁଥିବା ପଡା ର ପିଇବା ପାଣି ଯୋଗାଣ,ଗ୍ରାମ୍ୟ ସଂଯୋଗିକରଣ, ଜୀବିକା ର ମାନବୃଦ୍ଧି,ମହିଳା ସଶକ୍ତିକରଣ, ଶିକ୍ଷା,ସ୍ବାସ୍ଥ୍ୟ, ପରିମଳ ଓ ଗୋଷ୍ଠୀ ସମସ୍ୟା , ସାମାଜିକ ସୁରକ୍ଷା ଓ ଗ୍ରାମୀଣ ଆବାସ ସମ୍ପର୍କିତ ସମସ୍ୟା ଓ ଉନ୍ନୟନ ପ୍ରସ୍ତବ୍ ଆଗତ କରିବାକୁ ଉପସ୍ଥିତ ଗ୍ରାମବାସୀ ମାନଙ୍କୁ ଅନୁରୋଧ କରିଥିଲେ। ୱର୍ଡ ସଭ୍ୟ ସୁଶାନ୍ତ ଜଗଦଲା ଓ ଗ୍ରାମବାସୀ, ରଘୁନାଥ ପୁର୍ ସମସ୍ତ ପଡା ବସି ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ।ବ୍ଲକ୍ ଏପିଓ ଅମୃତାଂଶୁ ପାତ୍ର,ପଞ୍ଚାୟତ କାର୍ଯ୍ଯ ନିର୍ବାହୀ ଅଧିକାରୀ, ଏ ଡି ଇ ଓ ଙ୍କ ସମେତ ସାଂସଦ ପ୍ରତିନିଧି ନଳିନୀ ପଣ୍ଡା, ବିଜେପି ଜିଲ୍ଲା ସଭାପତି ବେଣୁଧର ଦାଶ ତାଙ୍କର ମତ ରଖି ଥିଲେ। ଗ୍ରାମ୍ୟ ଅଙ୍ଗନବାଡ଼ି କର୍ମୀ, ଶିକ୍ଷକ,ମହିଳା ସ୍ବୟଂ ସହାୟିକା ଦଳ ସଭ୍ୟା ଓ ଗ୍ରାମବାସୀ ଯୋଗଦେଇ ଆଲୋଚନା ରେ ଅଂଶ ଗ୍ରହଣ କରି ଉଭୟ କେନ୍ଦ୍ର ଓ ରାଜ୍ୟସରକାର ଙ୍କ  ମନୋନୀତ ଗୌଡ କେଳା ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଗଠନ ରେ ଭାଗିଦାରୀ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like