-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ପୋଲିସ ବିଭାଗ ପକ୍ଷରୁ ସାଇବରଅପରାଧ “ସଚେତନତା ହିଁ ସୁରକ୍ଷା” କର୍ମଶାଳା

23-Oct-2025



ବଲାଙ୍ଗୀର(ପ୍ରେରଣା ଖବର):  ବଲାଙ୍ଗୀର ଜିଲ୍ଲା ପୋଲିସର ସାଇବରସେଲ ପକ୍ଷରୁ ଆଜି ବିଭିନ୍ନ ସ୍କୁଲକଲେଜର ଛାତ୍ରଛାତ୍ରୀ ଙ୍କୁ ନେଇ ଏକ ସାଇବରଅପରାଧ ସଚେତନତା ହିଁ ସୁରକ୍ଷା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସାଇବର ଅପରାଧିମାନେ କିଭଳି ଲିଙ୍କ ପଠାଇ ବ୍ୟାଙ୍କ ଆକାଉଣ୍ଟ ତଥା ମୋବାଇଲ ଆକାଉଣ୍ଟକୁ ହ୍ୟାକ କରି ଟଙ୍କା ଲୁଟିଥାନ୍ତି ସେ ବିଷୟରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯାଇଥିଲା । ଭୀମଭୋଇ ମେଡିକାଲକଲେଜର ସଭାକକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପାଳ ଗୌରବ ଶୀବାଜୀ ଇସଲୱାର ଓ ସମ୍ମାନୀତ ଅତିଥି ଭାବରେ ଏସପି ଅଭିଲାଷ ଜୀ ଯୋଗଦେଇଥିଲେ । କ୍ରାଇମ ଡିଏସପି କମଳଲୋଚନ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସାଇବର ସେଲର ଇନ୍ସପେକ୍ଟର ଭାରତୀ ନାଏକ ସାଇବର ଅପରାଧର ବିଭିନ୍ନ ଦିଗଉପରେ ଆଲୋଚନା କରିଥିଲେ । ବିଭିନ୍ନ ସମୟରେ ଅଜଣା ମୋବାଇଲନମ୍ବର କଲ ତଥା ଲିଙ୍କଗୁଡିକରୁ ସତର୍କ ରହିବାକୁ ସେ ପରାମର୍ଶ ଦେଇଥିଲେ । ଜନସଚେତନତା ହିଁ ସାଇବର ଅପରାଧରୁ ସୁରକ୍ଷା ଦେଇପାରିବ ବୋଲି ଜିଲ୍ଲାପାଳ ଶ୍ରୀ ଇସଲୱାର

କହିଥିଲେ । ଠିକ ସେହିପରି ଏସପି ତାଙ୍କ ବକ୍ତବ୍ୟରେ ବିଭିନ୍ନ ପ୍ରକାର ସାଇବର ଅପରାଧ ବିଷୟରେ କହିବା ସହିତ ମୁଖ୍ୟତଃ ଅଧିକ ଆୟକରୁଥିବା ବ୍ୟାଙ୍କରେ ଟଙ୍କା ରଖୁଥିବା ଗ୍ରୁପକୁ କିଭଳି ସାଇବର ଠକଗୁଡିକ ଟାର୍ଗେଟ କରିଥାନ୍ତି ସେ ବିଷୟରେ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସଦର ଅତିରିକ୍ତ ଏସପି ହିମାଂଶୁ ବେହେରା,ଅତିରିକ୍ତ ଏସପି ଗୁଣନିଧି ମଲ୍ଲିକ, ସଦରଏସଡିପିଓ ସରୋଜକୁମାର ଉପାଧ୍ୟାୟ,ଆଶିଷ୍ଟାଣ୍ଟ କମାଣ୍ଡାଣ୍ଟ ଶରତ ସୁନା,ଇନ୍ସପେକ୍ଟର ତାରାବତୀ ପଧାନ, ଇନ୍ସପେକ୍ଟର ଅନିତା ପଧାନ,ଟାଉନଥାନା ଆଇଆଇସି ଅବନୀ ସାହୁ ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ସହଯୋଗ କରିଥିଲେ । ଏହି ଅବସରରେ ଜିଲ୍ଲାପାଳ ଓ ଏସପି ଏକ ସାଇବର ସଚେତନତାରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like