-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

୩୭ତମ କଲରାକୋଠା କାଳୀପୂଜା ତୃତୀୟ ସଂଧ୍ୟା– ମହିଷାସୁରଙ୍କ ସ୍ବର୍ଗପୁର ଆକ୍ରମଣ ନାଟକ ମଞ୍ଚସ୍ଥ

23-Oct-2025



କଣ୍ଟାମାଳ(ଜୟକୁମାର ମହାରଣା): ବୌଦ୍ଧ ଜିଲ୍ଲ କଣ୍ଟାମାଳ ବ୍ଳକ କଲରାକୋଠା ୟୁଥ ଫ୍ରେଣ୍ଡସ ଆସୋସିଏସନ ଦ୍ୱାରା ଆୟୋଜିତ ୩୭ତମ ଶାରଦୀୟ କାଳୀପୂଜାର ତୃତୀୟ ସନ୍ଧ୍ୟାରେ ଆୟୋଜିତ ମହିଷାଶୁର ଦରବାର ର ରଙ୍ଗସଭାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ,କମେଡି କିଙ୍ଗ ରୂପେଶ ଜୋଜୋ ଓ ରିୟା ଙ୍କ ହସ କଥା ଦର୍ଶକ ଙ୍କୁ ହସର ଖୋରାକ ଯୋଗାଇଥିଲା l  ଏଥିସହ ମହିଷାସୁରଙ୍କ ସ୍ବର୍ଗପୁର ଆକ୍ରମଣ ଓ ଇନ୍ଦ୍ରଙ୍କ ପଳାୟନ, ଶୁମ୍ଭ ନିଶୁମ୍ଭଙ୍କୁ ଇନ୍ଦ୍ରପଦ ରେ ଅବସ୍ଥାପିତ ଏବଂ ସମୁଦ୍ର ମନ୍ଥନରୁ ଜାତ ସମସ୍ତ ପଦାର୍ଥ ଉଚ୍ଚଶ୍ରବl ହସ୍ତୀ, ଅମୃତ କଳସ ଏବଂ ରମ୍ଭା ମେନକା ଙ୍କୁ ବଳପୂର୍ବକ ହାତେଇବା ଆଦି ନାଟକ ମଞ୍ଚସ୍ଥ ହୋଇଛି l  ତୃତୀୟ ସନ୍ଧ୍ୟାରେ ଆୟୋଜିତ ମହିଷାଶୁର ଦରବାରରେ ରାଜକୀୟ ଅତିଥିଭାବେ  ସାମ୍ବାଦିକ ଜୟ କୁମାର ମହାରଣା, ଆଇନଜୀବୀ ମଣ୍ଟୁ ସାହୁ, ପଶ୍ଚିମ ଓଡ଼ିଶାର ହାସ୍ୟକାର ରୂପେଶ ଜୋଜୋ ଓ ରିୟା ପ୍ରମୁଖ ଯୋଗଦେଇ ସାନ୍ଧ୍ୟ କାର୍ଯ୍ୟକ୍ରମ କୁ ଉଦଘାଟନ କରିବା ସହ ଗ୍ରାମାଞ୍ଚଳ ରେ ଆୟୋଜିତ ଏହି ବିରାଟ କାର୍ଯ୍ୟକ୍ରମର ଉଦ୍ୟକ୍ତା ମାନଙ୍କ ପ୍ରଚେଷ୍ଠାକୁ ପ୍ରଶଂସା କରିଥିଲେ l  ମହିଷାସୁର ଦରବାର ରେ ଆୟୋଜିତ ରଙ୍ଗସଭା କୁ ଧାରଣୀସେନ ସାହୁ ପରିଚାଳନା କରିଥିବାବେଳେ କମିଟି ସଭାପତି ପ୍ରଫୁଲ୍ଲ ସାହୁ, ସମ୍ପାଦକ ପ୍ରକାଶ ରଣା ପ୍ରମୁଖ ସହଯୋଗ କରିଥିଲେ   l  ପୂଜକ ଭାବେ ସୁବାସ ରଥ ପୂଜାକାର୍ଯ୍ୟ ତୁଲାଇଥିବା ବେଳେ ଗୁରୁ ଓ କର୍ଣ୍ଣ ସାହୁ ସହଯୋଗ କରିଛନ୍ତି  l   ତୃତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ମହିଷାସୁରଙ୍କ ସ୍ବର୍ଗପୁର ଆକ୍ରମଣ ନାଟକରେ ମହିଷାଶୁର ଭୂମିକାରେ ଅଭିନୟ କରୁଥିବା ବର୍ଷିଆନ କଳାକାର ସୁଶିଲ କୁମାର ମେହେର ଙ୍କ ଉଚ୍ଚ କୋଟିର ଅଭିନୟ କୁ ସାଧାରଣରେ ଭୁୟସୀ ପ୍ରଶଂସା

କରିଥିଲେ l ମହାମନ୍ତ୍ରୀ ଭୂମିକାରେ ଦଶରଥ ଦନ୍ତା, ସେନାପତି/ଚକ୍ଷୁର - ଭାଗିରଥି ହୋତା, ଶୁମ୍ଭ - ରାମ ଗୋପାଳ ପୁରୋହିତ, ନିଃଶୁମ୍ଭ ସାତ୍ଵିକ ମୁଗୁରି, ସୁରେଶ ମେହେର-ନାରଦ ଓ ନରସିଂହ ରଥ -ଇନ୍ଦ୍ର, ଉମାକାନ୍ତ ହାତୀ -ପ୍ରହରୀ, କାଞ୍ଚନ ଲୁହା -ଦୁର୍ଗା, ପାଟରାଣୀ ଇନ୍ଦ୍ରାବତୀ- ବେବିନା ସମେତ ଟୁଇଙ୍କିଲି, ପୂଜା, କୃତିକା ଆଦି ଅଭିନୟ କରିଥିଲେ  l  ପୋଲିସ ଓ ପୂଜା କମିଟି ସଦସ୍ୟଙ୍କ  ଉଦ୍ୟମରେ ଶାନ୍ତିଶୃଙ୍ଖଳାର ସହିତ ଦର୍ଶକ ବିଳମ୍ୱିତ ରାତ୍ର ପର୍ଯ୍ୟନ୍ତ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like