-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ ର ଶୁଭାରମ୍ଭ*- *ସମସ୍ତ ଙ୍କ ଉଦ୍ୟମ ହେଲେ ସାଇବର ନିୟନ୍ତ୍ରଣ ହୋଇ ପାରିବ*- *ଆଇଜି -ହିଂମାଶୁ ଲାଲ୍* -

23-Oct-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଟାଉନ୍ ହଲ ଠାରେ ଜିଲ୍ଲା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ ର ଶୁଭାରମ୍ଭ ହୋଇ ଯାଇଛି l ମୁଖ୍ୟ ଅତିଥି ଭାବରେ ଏଠାରେ ଉତ୍ତରାଞ୍ଚଳ ଆଇ ଜି ଶ୍ରୀ ହିମାଂଶୁ ଲାଲ୍ ଯୋଗ ଦେଇ ଭିଡିଓ କଲ୍, ହ୍ୱାଟସପ୍ କଲ୍, ଫେସ୍ ବୁକ୍ କଲ୍ ପ୍ରତି ଆପଣ ମାନେ ସଜାଗ ରୁହନ୍ତୁ, ମଝିରେ ମଝିରେ ଆପଣ ଅନ ଲାଇନ ବ୍ୟାଙ୍କିଙ୍ଗ ରେ ପାସ୍ ୱାର୍ଟ ଚେଞ୍ଜ କରନ୍ତୁ, ତଥାପି ଯଦି କୌଣସି ଫ୍ରଡ ର ଶିକାର ହେଉଛନ୍ତି ତାହେଲେ ଗୁଗୁଲ୍, ଫେସ୍ ବୁକ୍, ହ୍ୱାଟ୍ସ ସପ୍ ମଧ୍ୟମରେ  ତୁରନ୍ତ ଅଭିଯୋଗ କରିପାରିବେ ବୋଲି କହିଥିଲେ l ଯଦି ଏଥିରେ ଫେଲ୍ ମାରନ୍ତି ତାହେଲେ 1930 କୁ ତୁରନ୍ତ କଲ୍ କରି ଅଭିଯୋଗ କରିବାକୁ କହିଥିଲେ l ଓ ଏହି ସାଇବର କ୍ରାଇମ କୁ ନିୟନ୍ତ୍ରଣ କରିବାକୁ ହେଲେ ସମସ୍ତ ଲୋକ ଙ୍କ ସହଯୋଗ ଜରୁରୀ ବୋଲି କହିଥିଲେ l ସୁବର୍ଣ୍ଣ ପୁର ଏସପି ଶ୍ରୀ ନାରାୟଣ ନାଏକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି ଉତ୍ସବ ରେ ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଯୋଗ ଦେଇ A/1 ଯୁଗରେ ସବୁ ସମ୍ଭବ ,  ସେଥିପାଇଁ ଆମେ ଲୋଭ ର ବଶବର୍ତ୍ତୀ ନ ହୋଇ ପୁରା ସତର୍କ ହେବା ଜରୁରୀ ବୋଲି କହିଥିଲେ l

ଏବଂ ପୂର୍ବରୁ ତାଙ୍କ ନିଜର ଫେସ୍ ବୁକ୍ ହେକ୍କ ହୋଇଥିବା ଓ କିଛି ଲୋକ ଠକେଇ ହୋଇ ଥିବା ନିଜର ଅନୁଭୂତି କୁ ସେୟାର କରି ଉପସ୍ଥିତ ହଜାର ଛାତ୍ର ଛାତ୍ରୀ  ବୁଦ୍ଧିଜୀବୀ ଙ୍କୁ ସଚେତନ କରିଥିଲେ l ଅନ୍ୟତମ ଅତିଥି ଭାବରେ ସି ଡି ଏମ୍ ପି ଏଚ୍ ଓ ଉଷାରାଣୀ ଦାଶ, ପୌର ପରିଷଦ ଅଧ୍ୟକ୍ଷା ତାମସି ତାମସ୍ମିତା ନାଏକ , ବ୍ୟାଙ୍କ ଅଫ ବରୋଦା ମ୍ୟାନେଜର ଅକ୍ଷୟ କବାର, ଅତିରିକ୍ତ ଏସପି କେ କେ ହରି ପ୍ରସାଦ ଯୋଗ ଦେଇ ଡିଜିଟାଲ ଯୁଗରେ ସମସ୍ତେ ଶିକ୍ଷିତ ହେବା, ସ୍ମାର୍ଟ ହେବା ଠାରୁ ଅଧିକ ଡିଜିଟାଲ ସୁରକ୍ଷିତ ରହିବାକୁ ପଡିବ ବୋଲି କହିଥିଲେ l ନିମନ୍ତ୍ରିତ ଅତିଥି ଭାବରେ ଏ ଡି ଏମ୍ ଅଞଳିନା ପଧାନ ଯୋଗ ଦେଇ ଥିଲେ l ଉଦ୍ଘୋଷିକା ସସ୍ମିତା ପରମଗୁରୁ ସଭା କୁ ସଂଯୋଜନା କରିଥିଲେ l ଏଥି ରେ ବିଭିନ୍ନ ସ୍କୁଲ କଲେଜ ର ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like