-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଚକ୍ରାନ୍ତ,ନେଇଗଲେ ହାଇସ୍କୁଲ ଜମି,ପଟା ଖାରଜ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

23-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଅନୁଷ୍ଠାନ ନା ରେ ଥିବା ଜମିକୁ କିପରି ଦଖଲ ପାଇଁ ଦିଆଗଲା ଏବଂ ଦଖଳକାରୀଙ୍କୁ କିପରି ସେହି ଜମିର ପଟ୍ଟା ମିଳିଲା ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ ଏଥିରେ କୁଆଡେ ରାଜସ୍ବ ବିଭାଗର କେତେକ ଦୁର୍ନୀତି ଖୋର କର୍ମଚାରୀଙ୍କ ହାତ ରହିଛି ବୋଲି ସାଧାରଣରେ ଆଲୋଚନା ହେଉଥିବା ଶୁଣିବାକୁ ମିଳୁଛି।ଯାହା ଫଳରେ ମିଳିଥିବା ଲୋକଙ୍କ ଠାରୁ ଉକ୍ତ ପଟ୍ଟାକୁ ତୁରନ୍ତ ଖାରଜ କରିବା ନେଇ ଆଜି ଶତାଧିକ ଲୋକ ଏକ ଶୋଭାଯାତ୍ରାରେ ବିନିକା ତହସିଲ କାର୍ଯ୍ୟାଳୟକୁ ଆସିତହସିଲଦାରଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।ଘଟଣାରୁ ପ୍ରକାଶ ଯେ ବିନିକା ବ୍ଲକ ଅନ୍ତର୍ଗତ ସିନ୍ଦୂରପୁର ଠାରେ ୧୯୮୦ମସିହାରେ ଗୋପାଳଜୀ ହାଇସ୍କୁଲ ଆରମ୍ଭ ହେଲା ।ସ୍କୁଲ ଚଳାଇବାକୁ ନେଇ ଦେଖା ଦେଇଥିବା ଆର୍ଥିକ ସଙ୍କଟ ଦୂର ପାଇଁ ଏକ ସରକାରୀ ପ୍ଲଟ ଦଖଲ କରି ଚାଷ କରାଗଲା ସେଥିରୁ ଯାହା ବି ଉପାର୍ଜନ ହେଲା ସ୍କୁଲ କାମରେ ଲାଗିଲା। ପରବର୍ତ୍ତୀ ସମୟରେ ଦାଖଲ ପ୍ଲଟ ଚକବନ୍ଦୀ କୁ ଗଲା ଓ ୧୪୫୦ପ୍ଲଟ ନାମରେ ଖାତାରେ ରହିଲା ଯାହାକି ୨୦୨୫ ରବି ଚାଷ ପର୍ଯ୍ୟନ୍ତ ଅଧୀନରେ ରହିଥିଲା ।ଇତି ମଧ୍ୟରେ ସିନ୍ଦୂରପୁର ଆର ଆଇ ଖରିଫ ଚାଷ ନକରିବାକୁ ମନା କରି ଗତ ୨୭/୭/୨୦୨୫ରେ ଅମିନ କୁ ଉକ୍ତ ସ୍ଥାନକୁ ପଠାଇ ଦଖଲ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।ହାଇସ୍କୁଲ ପରିଚାଳନା କମିଟି ପୂର୍ବତନ ସମ୍ପାଦକ ଉକ୍ତ ବିଷୟରେ ଜାଣିବା ପରେ କୁଆଡେ ଆର ଆଇ ଓ ଅମିନ ଦଖଲକାରିଙ୍କୁ ଜମି ନଦେଇ ଫେରାଇ ଦେଇଥିଲେ। ତାର କିଛିଦିନ ପରେ ଉକ୍ତ ପ୍ଲଟ କୁ ୧୨ଜଣଙ୍କୁ ଦଖଲ ଦେଇଥିବା ପ୍ରକାଶ କରିଥିଲେ ।ତେବେ ଏନେଇ ପୁଙ୍ଖାନୁପୁଙ୍ଖ ଭାବରେ ତର୍ଜମା କଲାପରେ ପ୍ଲଟ ରେ ଥିବା ଜମି ଦଖଲ ସମ୍ପୂର୍ଣ୍ଣ ବେଆଇନ ହୋଇଛି। ଯାହାକି ଯେଉଁ ବ୍ୟକ୍ତି ବିଶେଷ ଙ୍କୁ ଉକ୍ତ ପ୍ଲଟରେ ଜମି ଦିଆଯାଇଛି ସେହି ବ୍ୟକ୍ତି ମାନେ ପୂର୍ବରୁ ସରକାରୀ ଘର ପାଇଛନ୍ତି ପୁଣି କେତେକ ସରକାରୀ ଜମି ଦଖଲରେ ରହି ଆସୁଛନ୍ତି। ତେଣୁ ପ୍ରକୃତ ତଦନ୍ତ କରାଯିବା ସାଙ୍ଗକୁ ବିନା ଦସ୍ତାବିଜ ରେ  ତିଆରି ହୋଇଥିବା ସମସ୍ତ ପଟ୍ଟା କୁ ଖାରଜ  କରାଯାଇ ହାଇସ୍କୁଲରୁ ଜମି ହସ୍ତାନ୍ତର କରିବା ଦିଗରେ ପଦକ୍ଷେପ ନେବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି। ଗ୍ରାମର ସଚେତନ ନାଗରିକ ରାମଦାସ ପଣ୍ଡାଙ୍କ ନେତୃତ୍ୱରେ ଶତାଧିକ ଲୋକ ବେନର,ପ୍ଳା କାର୍ଡ ସହ ସ୍ଲୋଗାନ ଦେଇ ଏକ ଶୋଭାଯାତ୍ରାରେ ବିନିକା ସହର ପରିକ୍ରମା କରି ସ୍ଥାନୀୟ ତହସିଲ କାର୍ଯ୍ୟାଳୟକୁ ପହଞ୍ଚିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like