-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||     

HOME   ଜିଲ୍ଲା

ଡୁଆଝର ପ୍ରାଥମିକ କୃଷି ସମବାୟ ସମିତିର ନୂତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ଶୁଭେନ୍ଦ୍ର କୁମାର ତାଣ୍ଡିଙ୍କ ପଦଗ୍ରହଣ

23-Oct-2025



ନୂଆପଡ଼ା  (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ଖରୀଆର ବ୍ଲକର ଡୁଆଝର ପ୍ରାଥମିକ କୃଷି ସମବାୟ ସମିତିରେ ଗତକାଲି ଅକ୍ଟୋବର ୨୨ ତାରିଖରେ ତିନି ବର୍ଷ ଖାଲି ପଡ଼ିଥିବା ସେକ୍ରେଟାରୀ ପଦବୀରେ ଗୁଡଭେଳି ଗ୍ରାମ ନିବାସୀ ସ୍ୱର୍ଗୀୟ ନେହେରୁ ଲାଲ ତାଣ୍ଡିଙ୍କ ଏକମାତ୍ର ପୁତ୍ର ଶୁଭେନ୍ଦ୍ର କୁମାର ତାଣ୍ଡି, ଯିଏ ଶୁଭମ ତାଣ୍ଡି ନାମରେ ପରିଚିତ ସେ ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ଯୋଗଦାନ କରି ପଦଗ୍ରହଣ କରିଛନ୍ତି। ଏହି  ଅବସରରେ  ସୁଶାନ୍ତ ମାଝୀ, ଡିକୁ ଜଗତ, ନାଥୁରାମ ଜଗତ ଓ ସମସ୍ତ କାର୍ଯ୍ୟାଳୟ କର୍ମଚାରୀଙ୍କ ଉପସ୍ଥିତିରେ ପୂର୍ବତନ କାର୍ଯ୍ୟ ନିର୍ବାହୀ ଅଧିକାରୀ ଥବିର ତାଣ୍ଡି ପଦ ଗ୍ରହଣ କରାଇଥିଲେ। ସମସ୍ତେ ନୂତନ ମୁଖ୍ୟ କାର୍ଯ୍ୟନିର୍ବାହୀଙ୍କୁ ସାଦରେ ସ୍ୱାଗତ କରି ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ।
ଶ୍ରୀ ଶୁଭେନ୍ଦ୍ର କୁମାର ତାଣ୍ଡି ଜଣେ ପରିଚିତ ସମାଜସେବୀ, ଯିଏ ନୁଆପଡା ଜିଲ୍ଲାରେ ନିଜର ସେବାକାର୍ଯ୍ୟ ମାଧ୍ୟମରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରି ଅନେକ ସ୍ଥାନରେ ସମ୍ମାନିତ ମଧ୍ୟ ହୋଇଛନ୍ତି । ତାଙ୍କର ସଂଗଠନ  ପିପୁଲ୍ସ ହୋପ ଫାଉଣ୍ଡେସନ ମାଧ୍ୟମରେ ରକ୍ତଦାନ, ସଚେତନତା, ଜନସେବା ଓ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଅବଦାନ ରହିଛି ।  ସେବାମୂଳକ ମନୋଭାବ ଓ ଦକ୍ଷତା ତାଙ୍କୁ ଏକ ଦକ୍ଷ ଓ ପ୍ରତିବଦ୍ଧ ସମାଜସେବୀ ଭାବେ ପରିଚିତ କରାଇଛି।
ପଦଗ୍ରହଣ ପରେ ଶ୍ରୀ ତାଣ୍ଡି କହିଥିଲେ - ମୋର ପ୍ରଥମ ଲକ୍ଷ୍ୟ ହେଉଛି କୌଣସି ପ୍ରକାର ପକ୍ଷପାତ ନକରି କୃଷକମାନଙ୍କୁ ସମସ୍ତ ସୁବିଧା ଯୋଗାଇବା, ଋଣ ବଣ୍ଟନରେ ପାରଦର୍ଶିତା ଆଣିବା ଓ ସମିତିର ସର୍ବାଙ୍ଗୀନ ବିକାଶ ପାଇଁ କାର୍ଯ୍ୟ କରିବା । ମୁଁ ନିଷ୍ଠା ଓ ଶ୍ରଦ୍ଧା ସହ ଏହି ଦାୟିତ୍ୱ ନିର୍ବାହ କରିବି ବୋଲି ସ୍ପଷ୍ଟ ମତ ପ୍ରଦାନ କରିଛନ୍ତି ।
ଡୁଆଝର ପ୍ରାଥମିକ କୃଷି ସମବାୟ ସମିତି  ସଭାପତି  ଯୁବରାଜ ଜଗତ ଓ ସ୍ଥାନୀୟ ସଦସ୍ୟ ତଥା କୃଷକମାନେ ଶ୍ରୀ ତାଣ୍ଡିଙ୍କ ନୂତନ ଦାୟିତ୍ୱ ଗ୍ରହଣକୁ ସ୍ୱାଗତ କରିଛନ୍ତି। ସମସ୍ତେ ତାଙ୍କ ନେତୃତ୍ୱରେ ସମିତିର ଉନ୍ନତି ଓ କୃଷକମାନଙ୍କ ମଙ୍ଗଳ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତର ଆଶା ବ୍ୟକ୍ତ କରି ଶୁଭକାମନା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026

You Might Also Like