-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||     

HOME   ଜିଲ୍ଲା

"ସୁରଭି "ରେ "ମୋ ସ୍ୱପ୍ନର ଓଡ଼ିଶା" -୨୦୩୬-ସି.ଆର.ସି.ସି .ସ୍ତରୀୟ ଶିଶୁ ମହୋତ୍ସବ

23-Oct-2025



(ପ୍ରିୟଦର୍ଶିନୀ ପାତ୍ର)
  ପାପଡା ହାଣ୍ଡି ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ସାଧନ କେନ୍ଦ୍ର -ସେମଳା ,ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ  ସାଗର ଆନୁକୂଲ୍ୟରେ ସରକାରୀ ପ୍ରାଥମିକ  ବିଦ୍ୟାଳୟ  ବୁଟିଆ ଗୁଡ଼ାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ପ୍ରତିଭାର ମହୋତ୍ସବ ସୁରଭି ରେ ମୋ ସ୍ୱପ୍ନର ଓଡ଼ିଶା -୨୦୩୬ ରେ  ସୁରଭି  ଉନ୍ମୋଚନ ରେ ପ୍ରଥମେ ଧୂପ,ଦୀପ, ଚନ୍ଦନ ,ଫୁଲ ସହ ଅଗ୍ରପୂଜ୍ୟ  ଗଣେଶ ଙ୍କୁ ମନ୍ତ୍ର ମାଧ୍ୟମରେ ଆହ୍ୱାନ କରାଯାଇଥିଲା।ମୁଖ୍ୟ ଅତିଥି ରୂପେ ଚନ୍ଦ୍ର ପୁର ସରପଞ୍ଚ ବୈଜୟନ୍ତ ମାଝୀ, ମୁଖ୍ୟ ବକ୍ତା ଭାବେ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବେହେରା ନିର୍ମଳ କୁମାର, ସମ୍ମାନୀୟ ଅତିଥି ରୂପେ ରମେଶ ଵେନିଆ, କାର୍ଯ୍ୟ କ୍ରମ ର ଉଦୋକ୍ତା ଓ ସମ୍ପାଦକ ସି.ଆର.ସି.ସି .ବାବୁଲାଲ ସାଗର  ମଞ୍ଚାସୀନ ଥିଲେ। ସି.ଆର.ସି.ସି .ସମସ୍ତ ଛାତ୍ରଛାତ୍ରୀ , ଶିକ୍ଷକ , ଅଭିଭାବକଙ୍କୁ ସ୍ୱାଗତ ସହ ମୋ ସ୍ୱପ୍ନର ଓଡ଼ିଶା -୨୦୩୬ ରେ ବାବଦରେ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ରେ ନେଇଥିବା ପଦକ୍ଷେପରେ ସମସ୍ତଙ୍କ ଅଂଶୀଦାର ର ଲୋକ ପ୍ରିୟ ମୁଖ୍ୟମନ୍ତ୍ରୀ ଓ ଯଶସ୍ୱୀ ପ୍ରଧାନ ମନ୍ତ୍ରୀଙ୍କ ସ୍ୱପ୍ନର ଓଡ଼ିଶା ଗଠନ ପାଇଁ ବକ୍ତବ୍ୟ ରଖିଥିଲେ। ଶିକ୍ଷା ବିଭାଗର ସୁରଭିର କାର୍ଯ୍ୟକ୍ରମ କୁ ସୁପରିଚାଳନା ପାଇଁ ସି.ଆର.ସି.ସି .ତରଫରୁ ଶିକ୍ଷକଙ୍କୁ ଦାୟିତ୍ୱ ବଣ୍ଟନ ସହ ପ୍ରତିଯୋଗିତା ପରିଚାଳନା ସହ ପ୍ରଥମ ,ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ସଫଳ ତମ ଛାତ୍ରଛାତ୍ରୀ ଙ୍କ ତାଲିକା ପ୍ରଦାନ ପାଇଁ ସୂଚ଼ନା କରାଯାଇଥିଲା। ସୁରଭିରେ କୁଇଜ,ଗୀତ, ସାଂସ୍କୃତିକ କାର୍ଯ୍ୟକ୍ରମ,ହସ୍ତାକ୍ଷର, ଶ୍ରୁତଲିଖନ,ସୃଜନଶୀଳ ଲିଖନ,ପିଏମ ପୋଷଣ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପିଲାଙ୍କୁ ବ୍ଲକ ସ୍ତରୀୟ ସୁରଭି ରେ ଯୋଗଦାନ ପାଇଁ ଘୋଷଣା କରାଯାଇଥିଲା।ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ପିଲାଙ୍କ ପାଇଁ ସାର୍ଟିଫିକେଟ ପ୍ରଦାନ ସମାରୋହ ଅନୁଷ୍ଠିତ ହେଇଥିଲା। ସୁରଭି ର ଆକର୍ଷଣ ରେ ସଂଗୀତ ରେ ସମସ୍ତେ ଝୁମିଲେ ଓ ସଂଗୀତର ତାଳେ ତାଳେ ଲୋକକଳା ରେ ଲୋକ ନୃତ୍ୟରେ ସମସ୍ତଙ୍କ ଭିତରେ ପିଲାଙ୍କ ନୃତ୍ୟ ରେ ଖୁସିପ୍ରକଟ କରି ପୁରସ୍କାର ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମ କୁ   ଶର୍ମିଷ୍ଠା ବିଲିୟାର ସିଂ ମଞ୍ଚ ସୁ ପରିଚାଳନା ପାଇଁ ସହଯୋଗ କରିଥିଲେ। ବିଭିନ୍ନ ବିଦ୍ୟାଳୟରୁ ପ୍ରଧାନ ଶିକ୍ଷକମାନଙ୍କର ଯୋଗଦାନ ସହ କାର୍ଯ୍ୟକ୍ରମକୁ ସଫଳତା ହାସଲ ପାଇଁ ସହଯୋଗ କରଥିବା ରୁ  ସି.ଆର.ସି.ସି .ବାବୁଲାଲ ସାଗର ଧନ୍ୟବାଦ ଅର୍ପଣ ସହ ସୁରଭି କାର୍ଯ୍ୟକ୍ରମ କୁ ସମାପ୍ତ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026

You Might Also Like