-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଉଦଯାପିତ "ପାଉଁଶରୁ ଫୁଲ" ନାଟକ ଶ୍ରେଷ୍ଠ ବିବେଚିତ"

23-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। "ମାନବ ଜାତିର ହିତରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା"ବିଷୟ ଉପରେ ଛାତ୍ରଛାତ୍ରୀ ମାନେ ସେମାନଙ୍କର ନାଟକ ପରିବେଷଣ କରିଥିଲେ। ବିଚାରକ ରୂପେ ଅବସରପ୍ରାପ୍ତ ଶିକ୍ଷକ ତଥା ନାଟ୍ୟକାର ନୀଳାଞ୍ଚଳ ଚିର୍ଗୁନ ଓ ମିର୍ଧାପାଲି ହାଇସ୍କୁଲ ର ପ୍ରଧାନ ଶିକ୍ଷକ ସରୋଜ ନାୟକ ଯୋଗଦେଇଥିଲେ।ବିଜ୍ଞାନ ନିରୀକ୍ଷକ ନବଘନ ସାହୁ ସମସ୍ତ କାର୍ଯ୍ୟକୁ ପରିଚାଳନା କରିବା ସହ ଜିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ର ଆଭିମୁଖ୍ୟ ଓ ପ୍ରତିଯୋଗିତା ର

ନିୟମାବଳୀ ଉପରେ ଆଲୋକପାତ କରିଥିଲେ। ଏହି ପ୍ରତିଯୋଗିତାରେ ଅଏଁଲାଚୁଆଁ ହାଇସ୍କୁଲ ର ନାଟକ ପାଉଁଶ ରୁ ଫୁଲ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବୁବେଲ ହାଇସ୍କୁଲ ର ନାଟକ କୃଷକର ସପନ ଚାଷ ରେ ପରିବର୍ତ୍ତନ ଦ୍ଵିତୀୟ ସ୍ଥାନ ଓ ଲୋଇସିଂହା ବ୍ଲକ ଓଏଭି, ଝାରମୁଣ୍ଡା ର ନାଟକ ସ୍ମାର୍ଟ ଏଗ୍ରୀକଲଚର ତୃତୀୟ ସ୍ଥାନ ଅଧିକାର କରିଥିଲେ। ଶ୍ରେଷ୍ଠ ନିର୍ଦେଶକ ଭାବେ ଶ୍ରୀକୃଷ୍ଣ ପଟେଲ ଓ ଶ୍ରେଷ୍ଠ ସଂଳାପ ଲେଖକ ଭାବେ ଶର୍ମିଷ୍ଠା ହୋତା ଙ୍କୁ ପୁରସ୍କୃତ କରାଯାଇଥିଲା।ପୁରସ୍କାର ବିତରଣୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଯୋଗଦେଇ ଆମର ଦୈନନ୍ଦିନ ଜୀବନର ପ୍ରତ୍ୟେକ କ୍ଷେତ୍ରରେ ବିଜ୍ଞାନ ଆମ ଜୀବନକୁ ସହଜ କରିବା ସହ ମାନବତାର ରକ୍ଷକ ଭାବେ ଠିଆ ହୋଇଛି ବୋଲି କହିବା ସହ ବିଜ୍ଞାନ ର ଅବଦାନ ଅବିସ୍ମରଣୀୟ ବୋଲି କହିଥିଲେ। ଏଡିଇଓ ରୀନା କୁମାରୀ

ବେହେରା,ବଲାଙ୍ଗୀର ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ, ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର ପ୍ରମୁଖ ମଂଚାସୀନ ଥିଲେ। କାର୍ଯ୍ୟକ୍ରମ ର ସଂଯୋଜନା ବିଜ୍ଞାନ ଶିକ୍ଷକ ରାମଗୋପାଳ ଖମାରୀ ଶର୍ମା କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଜୟକୃଷ୍ଣ ନାଏକ। ପ୍ରଥମ ସ୍ଥାନ ଅଧିକାର କରିଥିବା ନାଟକ ଆସନ୍ତା ୨୫ତାରିଖରେ ବୌଦ୍ଧ ଜିଲ୍ଲା ର ଟାଉନ ହଲ ଠାରେ ଅନୁଷ୍ଠିତ ହେବାକୁ ଥିବା ଜୋନାଲ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like