-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

*ଶ୍ରୀ ଗୋପାଲ୍ଜୀ ମନ୍ଦିର ଓ ମହାନଦୀ ର ପ୍ରାକୃତିକ ଦୃଶ୍ୟ ଦେଖି ବିଭୋର ହେଲେ ଜିଲ୍ଲାପାଳ*-

23-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଚିତ୍ରୋତ୍ପଳା ମହାନଦୀ ର ଐତିହାସିକ ସୋନପୁର ର ରାଜବାଟି  ସଂଲଗ୍ନ  ଶ୍ରୀ ଗୋପାଲ୍ଜୀ ମନ୍ଦିର ର ନବୀ କରଣ କରି ରାଜ୍ୟ ତଥା ଦେଶ ବିଦେଶର ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ଭରପୁର ଭିତ୍ତିଭୂମି ଥିବା ବିଷୟ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଏହି ସର୍ବ ପୁରାତନ ମନ୍ଦିର ପରିଦର୍ଶନ ସମୟରେ ନିଜେ ଅନୁଭଵ କରିଥିଲେ l ଏଥି ପାଇଁ ଯୁଦ୍ଧ କାଳୀନ ଭିତ୍ତିରେ ଏ ପ୍ରାଚୀନ ମନ୍ଦିର ର ନବୀକରଣ କାର୍ଯ୍ଯ ହାତକୁ ନେବା ପାଇଁ  ପୌର ପ୍ରଶାସନ, ବୁଦ୍ଧିଜୀବୀ , ସାମ୍ୱାଦିକ , ମନ୍ଦିର ପରିଚାଳନା କମିଟି ପକ୍ଷରୁ  ଜିଲ୍ଲାପାଳ ଙ୍କୁ ଦାବୀ କରାଯାଇଛି l ଏଠି ବିଦେଶୀ ପକ୍ଷୀ ଙ୍କ କଳ କଳ ରାବ  ସହ ବନ୍ୟା ସମୟର ମହାନଦୀ ,ତେଲ ନଦୀ ଓ କର୍ପୁର ନଦୀ ତ୍ରିବେଣୀ ସଙ୍ଗମ ର କୂତ୍ରିମ ଦୃଶ୍ୟ ଚିଲିକା ହ୍ରଦ ଭଳି ଦୃଶ୍ୟମାନ ହେଉଥିବା ଅବଗତ ଓ ଅନୁଭବ କରି ଥିଲେ l କାରଣ ଏହି ପ୍ରକାର ପ୍ରାକୃତିକ ଦୃଶ୍ୟ କୁ ଉପଭୋଗ କରିବା ପାଇଁ ସମଗ୍ର ଓଡ଼ିଶାରେ ଏହା ଏକ ସ୍ବତନ୍ତ୍ର ସ୍ଥାନ ଓ  ବିରଳ ବୋଲି ଜିଲ୍ଲାପାଳ ମତ ପ୍ରକାଶ କରିଥିଲେ l  ଏ ମହାନଦୀ ର ପ୍ରାକୃତିକ ଦୃଶ୍ୟ ଓ ପୁରୁଣା ରାଜ ବାଟି କୁ ଦେଖି ନିଜେ ବିଭୋର ହୋଇ ଫଟୋ ଉତ୍ତୋଳନ କରି ଥିଲେ l ଶୀତ ଓ ଗ୍ରୀଷ୍ମ ଋତୁରେ ବିଦେଶୀ ପକ୍ଷୀ ଙ୍କ ପାଇଁ ଫଟୋ ଉତ୍ତୋଳନ ଲାଗି ମହାନଦୀରେ ପରିବେଶ ପ୍ରେମୀ ଓ ପର୍ଯ୍ୟଟକ ଙ୍କ ଭିଡ଼ ଲାଗି ଥାଏ l

ମହା ନଦୀ ମଧ୍ୟ ଭାଗରେ ଥିବା ପ୍ରତ୍ୟକ୍ଷ ଦେବୀ ମା ଲଙ୍କେଶ୍ବରୀ ଙ୍କ ଦର୍ଶନ ଓ ନଦୀର ବିଭିନ୍ନ ସ୍ପଟ ରେ ପିକନିକ୍ ପାଇଁ ପ୍ରତ୍ୟହ ଦୂର ଦୁରାନ୍ତର ହଜାର ହଜାର ଲୋକ ଙ୍କ ଭିଡ଼ ଲାଗି ଥାଏ l ଜିଲ୍ଳା ପ୍ରଶାସନ ଓ ରାଜ୍ୟ ପ୍ରଶାସନ ର ମିଳିତ ଉଦ୍ୟମ ରେ ଏଠାରେ ଯଦି ଏକ ଭବ୍ୟ ପ୍ରକଳ୍ପ ନିର୍ମାଣ ହେବ ତାହେଲେ ଏ ମନ୍ଦିର , ରାଜବାଟି ଅଞ୍ଚଳ ରାଜ୍ୟ ର ଏକ ଖୁବ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ର ଭାବେ ସ୍ଥାନ ପାଇବ , ପର୍ଯ୍ୟଟକ ଙ୍କ ଭିଡ଼ ହେବ ବୋଲି ବୁଦ୍ଧିଜୀବୀ ପ୍ରକାଶ କରିଛନ୍ତି l  ଜିଲ୍ଲା ପ୍ରଶାସନ ମାଧ୍ୟମରେ ରାଜ୍ୟ ସରକାର ଙ୍କ ଠାରେ ପ୍ରସ୍ତାବ ରଖିବାକୁ ଅନୁରୋଧ କରିଥିଲେ l  ଏବଂ ଦୀର୍ଘ ୩୨ ବର୍ଷ ଧରି ସି ବି ଆଇ ମାଲଖାନା ରେ  ଜବତ ହୋଇ ରହିଥିବା, ଅପୂଜା ଥିବା ଶ୍ରୀ ଗୋପାଲ ଜୀ ମନ୍ଦିର ର ୧୨ ଗୋଟି ପ୍ରାଚୀନ ମୂର୍ତ୍ତି କୁ ଫେରାଇ ଆଣିବା କୁ ଉପସ୍ଥିତ ବୁଦ୍ଧିଜୀବୀ ମିଡିଆ ଜିଲ୍ଲାପାଳ ଙ୍କୁ ଅନୁରୋଧ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like