-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ପଦ ହରାଇଲେ ହୀରାପୁର ନାଏବ ସରପଞ୍ଚ

24-Oct-2025



 

ଲୋଇସିଂହା, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ହୀରାପୁର ପଂଚାୟତରେ ସ୍ବତନ୍ତ୍ର ବୈଠକ  ତଥା ନାଏବ ସରପଂଚ ମିଥିଳା ବେହେରାଙ୍କ ବିରୋଧ ରେ ଅନାସ୍ଥା ଭୋଟ ଅନୁଷ୍ଠିତ ହୋଇଯାଇଛି l ହୀରାପୁର ସରପଂଚ ରମାକାନ୍ତ ବିଶ୍ବାଳ ସମେତ ୧୧ ଜଣ ୱାର୍ଡ ସଭ୍ୟାସଭ୍ୟ ଭାଗ ନେଇଥିଲେ। ଏଥିରେ ନାଏବ ସରପଂଚଙ୍କ  ସପକ୍ଷ ରେ ମାତ୍ର ଗୋଟିଏ ଭୋଟ ପଡିଥିବା ବେଳେ ବାକି ନଅ ଟି ଭୋଟ ବିରୋଧ ରେ ପଡିଥିବା ମାଜିଷ୍ଟେଟ ଦାୟିତ୍ଵ ନିର୍ବାହ କରୁଥିବା ଲୋଇସିଂହା ତହସିଲଦାର ଟିକନୁ ପୁଟା ଙ୍କ ସୂତ୍ରରୁ ପ୍ରକାଶ। ଏହି ସ୍ଵତନ୍ତ୍ର ବୈଠକ ତଥା ଅନାସ୍ଥା ଭୋଟ ବେଳେ ଜିପିଓ କିଶୋରଚନ୍ଦ୍ର ମାନସିଂହ, ପଂଚାୟତର ପିଇଓ ଉପସ୍ଥିତ ଥିଲେ l ଶାନ୍ତି ଶୃଙ୍ଖଳା ପାଇଁ ଲୋଇସିଂହା ଥାନା ଏସଆଇ ମନୋଜ ମୁଣ୍ଡା ଙ୍କ ସମେତ 1 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ।  2025 ଅକ୍ଟୋବର ମାସରେ  ନାଏବ ସରପଞ୍ଚ ଙ୍କ କାର୍ଯ୍ୟକଳାପ ରେ ଅସନ୍ତୁଷ୍ଟ ହୋଇ ବିରୋଧ ରେ ୱାର୍ଡ ସଭ୍ୟାସଭ୍ୟ ଜିଲ୍ଲା ପ୍ରଶାସନ ନିକଟରେ ଲିଖିତ ଭାବେ ଜଣାଇଥିଲେ। କୋର୍ଟ ଯୋଗୁଁ ଏହା ସ୍ଥଗିତ ଥିଲା। କୋର୍ଟ ନିର୍ଦ୍ଦେଶ କ୍ରମେ ଅନାସ୍ଥା ଭୋଟ ଅନୁଷ୍ଠିତ ହୋଇଥିବା ଜିପିଓ ଶ୍ରୀ ମାନସିଂହ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like