-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

୧୧ତମ ଭୀମପାହାଡ ମହୋତ୍ସବ ଦ୍ୱୀତିୟ ଦିବସ, ଭୀମପାହାଡର ଐ୍ୟତିହ୍ୟ କିମ୍ବଦନ୍ତୀ ଉପରେ ଗବେଷଣା ଆବଶ୍ୟକ

24-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଭୀମପାହାଡ ପାଦଦେଶରେ ଗିରୀଗୋବର୍ଦ୍ଧନ ପୂଜା ଉପଲକ୍ଷେ ଚାଲିଥିବା ୧୧ତମ ଭୀମପାହାଡ ମହୋତ୍ସବ ଗୁରୁବାର ଥିଲା ଦ୍ୱୀତିୟ ସଂନ୍ଧ୍ୟା । ଗବେଷକ ତଥା ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଦ୍ୱୀତିୟ ସଂନ୍ଧ୍ୟାରେ ମୂଖ୍ୟ ଅତିଥିô ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ,ସମ୍ମାନୀତ

ଅତିଥିଭାବେ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ମୂଖ୍ୟବକ୍ତା ଭାବେ ବିଷ୍ଣୁପ୍ରସାଦ କେଡିଆ, ନିମନ୍ତ୍ରୀତ ଅତିଥିଭାବେ ସ୍ଥାନୀୟ ବିଡିଓ ପ୍ରୀୟରଞ୍ଜନ କୁମାର ପ୍ରମୁଖ ଯୋଗଦେଇ ଦେଓଗାଁ ବ୍ଲକର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଏହି ପର୍ଯ୍ୟଟନସ୍ଥଳୀ ର ସର୍ବାଙ୍ଗିନ ବିକାଶ ଦିଗରେ ଦଳମତ ନିର୍ବିଶେଷରେ ଉଦ୍ୟମ କରିବା ଜରୁରୀ ବୋଲି ମତପ୍ରକାଶ କରିଥିଲେ । ଏଠାରେ ଆଦିମକାଳରୁ ପୂଜା ପାଇଆସୁଥିବା ଆଦିବାସୀଙ୍କ ଆଦିଦେବତା ଭୀମାବୁଢା,ଭାରତୀୟ ମୁକ୍ତି ସଂଗ୍ରାମସହିତ ଜଡିତଥିବା ସ୍ୱାଧିନତା ସଂଗ୍ରାମୀ ସହିଦ ଧରମସିଂ ମାଝୀ ମାନଧାତା,ରେଣ୍ଡୋ ମାଝୀ,ଚକୋରା ବିଶୋଇଙ୍କ ବିଷୟରେ ଅଧିକ ଗବେଷଣାର ଆବଶ୍ୟକତା ରହିଛି । ଏହାସହିତ ଭୀମପାହାଡରେ ରହିଥିବା ଐ୍ୟତିହ୍ୟ କିମ୍ବଦନ୍ତୀ ଓ ଶିଳାଳିପି ଗୁଡିକର ଆହୁରୀ ଗବେଷଣା କରାଗଲେ ଅନେକ ତଥ୍ୟ ଉନ୍ମୋଚନ ହୋଇପାରନ୍ତା ବୋଲି ଗୁରୁତ୍ୱାରୋପ କରିଥିଲେ । ଏ ଅବସରରେ ମହଲାଇ ପଞ୍ଚାୟତ କଟାପାଲି ଗାଁର ସ୍ୱର୍ଗତ ସହିଦ ସୁଧିର କୁମାର ତ୍ରୀପାଠୀ ଓ ଯୁବ କଳାକାର ଭାବେ ବରକାନୀ ଗାଁର ସୁନୀଳ କୁମାର ମେହେରଙ୍କୁ ଭୀମପାହାଡ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ମହୋତ୍ସବ କମିଟୀ ର ଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କମିଟୀର ସଭାପତି ପ୍ରମୋଦ କୁମାର ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ ।  ପରେ ଅର୍ଜୁନ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୁଇଁନ୍ତଲାର ଘୁଙ୍ଗୁରୁ କଳାପରିଷଦ, ସୋନପୁରର ପଏଁରୀ ଓ ବଲାଙ୍ଗିରର କୋଶଳ ଫୋକଏକାଡେମୀ ଦ୍ୱାରା ପାରମ୍ପରିକ ଲୋକକଳା ସମସ୍ତ ଦର୍ଶକ ଙ୍କୁ ବାନ୍ଧିରଖିଥିଲା । ପ୍ରତ୍ୟହ ବରିଷ୍ଠ କଳାକାର ରବିନ୍ଦ୍ର କୁମାର ସାହୁ ଓ ସାଥିଙ୍କ ଦ୍ୱାରା କଂସ ଦରବାର ଚାଲିଥିବା ବେଳେ୨୪ପ୍ରହରୀ ନାମଯଜ୍ଞ ଓ ମୀନାବଜାର ମୂଖ୍ୟ ଆକର୍ଷଣ

ସାଜିଛି । କାର୍ଯ୍ୟକ୍ରମକୁ ଭୀମପାହାଡ ମହୋତ୍ସବ କମିଟୀର ସଭାପତି ପ୍ରମୋଦ କୁମାର ବହିଦାର, କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ, ସଂପାଦକ ଗୋବର୍ଦ୍ଧନ ସାହୁ, ନନ୍ଦିକିଶୋର ନାଏକ,ପୂର୍ବତନ ସରପଞ୍ଚ ବାଳକ ପଧାନ,ରୂପାଧର ପୁଟା, ଦୟାସାଗର ନାଏକ, ପିତାମ୍ବର ପଧାନ ,ଉପଦେଷ୍ଟା ଶୈଳେନ୍ଦ୍ରକୁମାର ସାହୁଙ୍କ ସମେତ ଗିରୀଗୋବର୍ଦ୍ଧନ ପୂଜା କମିଟୀର ସମସ୍ତ କର୍ମକର୍ତ୍ତା ତଥା ଅଞ୍ଚଳବାସୀ ସହଯୋଗ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like