-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||     

HOME   ଜିଲ୍ଲା

ଯାଦବଙ୍କ ବାଡ଼ିଖେଲ ଧୂମଧା୍ମ ରେ ପାଳିତ

24-Oct-2025



ସିନାପାଲି- ( ଚିନ୍ତାମଣି ନେତାମ )ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ରାଣିମୁଣ୍ଡା ପଂଚାୟତ  ମହେଶ୍ୱର ଗ୍ରାମର ହଂସ ପରିବାର ପକ୍ଷରୁ ପାରାମ୍ପରିକ ବାଡ଼ିଖେଲ ଆଖ ପାଖ ଗ୍ରାମମାନଙ୍କ ଠାରେ ଦେଖିବାକୁ ମିଳିଛି l ପୌରାଣିକ କିମ୍ବଦନ୍ତୀ ଅନୁସାରେ ଭଗବାନ ଶ୍ରୀକୃଷ୍ଣ ବାଲ୍ୟକାଳେ ସଖା ମାନଙ୍କ ସହିତ ମିଶି ଏହି ବାଡ଼ି ଖେଳ ଖେଳୁ ଥିଲେ l ଏହି ବାଡ଼ିଟି କେନ୍ଦୁଗଛର ହୋଇଥିବାବେଳେ ବାଡି଼କୁ ରଙ୍ଗ ବେରଙ୍ଗ କରି ବିଚିତ୍ର କରାଯାଇଥାଏ  l ଏହି ଖେଳର ବିଶେଷତ୍ୱ ରହିଛି କି ଏହାକୁ କୋଡିଏ ବର୍ଷ ପରେ ଗୋଟିଏ ପାଟ ବୋଲି ଗଣା  ଓ  ଏହି ବାଡ଼ି ଖେଳଟି ବାହାରି ଥାଏ  l ଏଥିରେ ମହେଶ୍ୱର ଗ୍ରାମର କେଶବ ହଂସ ( ପୁଝାରୀ ), ଦ୍ରୌପଦୀ ହଂସ, ଶୁଭନ ହଂସ, ଭୁଜ ହଂସ, ନିରଞ୍ଜନ ହଂସ, ଲବ ହଂସ, କୁରେଶ୍ୱର ହଂସ, ଭଜନ ହଂସ, ଚକ୍ରଧର ହଂସ, ତପି ହଂସ,ଅଭିରାମ ହଂସ, ବଳଦେବ ହଂସ, ଶୋଭା ହଂସ, ଜଗବନ୍ଧୁ ହଂସ, ଲୋକନାଥ ହଂସ, ସୁରେଶ ହଂସ, ରଞ୍ଜନ ହଂସ,ପରିବାର ଉପସ୍ଥିତ ରହି ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026
  ଜିଲ୍ଲା  
ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   26-Apr-2026
  ଜିଲ୍ଲା  
ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   26-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   26-Apr-2026
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026

You Might Also Like