-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

କଲରାକୋଠା ମହିଷାଶୁର ଦରବାର ଚତୁର୍ଥ ସଂଧ୍ୟା– ଦେବତାଙ୍କ ଆହ୍ୱାନ କ୍ରମେ ମା ଦୁର୍ଗାଙ୍କ ଜନ୍ମ

24-Oct-2025



କଣ୍ଟାମାଳ(ଜୟକୁମାର ମହାରଣା): କଣ୍ଟାମାଳ ବ୍ଳକ ୟୁଥ ଫ୍ରେଣ୍ଡସ ଆସୋସିଏସନ କଲରାକୋଠା ଦ୍ୱାରା ଆୟୋଜିତ ୩୭ତମ ଶାରଦୀୟ କାଳୀପୂଜା ଅବସରରେ ଆୟୋଜିତ ମହିଷାସୁର ଦରବାର ର ଚତୁର୍ଥ ସନ୍ଧ୍ୟାର ରଙ୍ଗସଭାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମହିଷାଶୁର ଦରବାରରେ ରାଜକୀୟ ମୁଖ୍ୟଅତିଥି ଭାବେ

କଣ୍ଟାମାଳ ବିଧାୟକ ଶ୍ରୀଯୁକ୍ତ କହ୍ନାଇ ଚରଣ ଡାଙ୍ଗ ଓ ସମ୍ମାନୀତ ଅତିଥି ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥ, ୨ନଂ ଜୋନ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ, ଋଣ୍ଡିମହୁଲ ସରପଞ୍ଚ ପଞ୍ଚାନନ ସାହୁ, ଯୁବନେତା ଓମ ପ୍ରକାଶ ମିଶ୍ର, ଶିକ୍ଷାବିତ ନୀଳାଞ୍ଚଳ ଭୋଇ,ସମାଜସେବୀ ସତ୍ୟନାରାୟଣ ମାଝି,ଦେବେନ୍ଦ୍ର କୁଦେଇ,ଖମନମୁଣ୍ଡା ସରପଞ୍ଚଶ୍ରୀମତୀ ଅଳକା ପ୍ରଧାନ  ପ୍ରମୁଖ ଯୋଗଦେଇ ଦରବାରର ଆୟୋଜନ ଓ ଅଂଚଳର ମହାନ କଳା ସଂସ୍କୃତି ସମ୍ପର୍କରେ ବକ୍ତବ୍ୟ ରଖିଥିଲେ l ଧାରଣୀସେନ ସାହୁ ଦରବାର ପରିଚାଳନା କରିଥିଲେ  l  ଏହିଅବସରରେ ମହିଷାସୁର ଙ୍କ ଦ୍ୱାରା ସମସ୍ତ ଅତିଥିମାନଙ୍କୁ ଉପଢୌକନ ଓ ମାନପତ୍ର ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା  l ଚତୁର୍ଥ ସନ୍ଧ୍ୟାରେ ମହିଷାସୁରଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ଦେବତାଗଣ ବ୍ରହ୍ମା, ବିଷ୍ଣୁ ଓ ମହେଶ୍ୱରଙ୍କୁ ଗୁହାରି କରିବାପରେ ସମସ୍ତ ଦେବତାମାନଙ୍କ ଆହ୍ୱାନ କ୍ରମେ

ମହିଷାମର୍ଦ୍ଧିନୀ ମା ଦୁର୍ଗା ଙ୍କ ଜନ୍ମ ତଥା ଆବିର୍ଭାବ ହୋଇଥିବା ନାଟକ ମଞ୍ଚସ୍ଥ ହୋଇଥିଲା  l  ମହିଷାସୁର ଭୂମିକାରେ ସୁଶୀଲ କୁମାର ମେହେର ଙ୍କ ଅଭିନୟ କୁ ଦର୍ଶକମାନେ ଭୁୟସୀ ପ୍ରଶଂସା କରିଥିଲେ  l  କମିଟି ସଭାପତି ପ୍ରଫୁଲ୍ଲ ସାହୁ, ସମ୍ପାଦକ ପ୍ରକାଶ ରଣା ସମେତ ପୂଜା କମିଟି ସଦସ୍ୟ ଓ ପୋଲିସ ଙ୍କ ଉଦ୍ୟମରେ ଶାନ୍ତିଶୃଙ୍ଖଳାର ସହିତ ଦର୍ଶକମାନେ ବିଳମ୍ୱିତ ରାତ୍ର ପର୍ଯ୍ୟନ୍ତ ମିନାବଜାର ବୁଲିବା ସହ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like