-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

*ସୁକାନ୍ତି ଏକାଡେମୀ ଓ ଇଣ୍ଟର ନ୍ୟାସନାଲ ସ୍କୁଲ ର ବାର୍ଷିକୋତ୍ସବ ପାଳିତ - ଶିକ୍ଷା ସହିତ ସହାନୁଭୂତି, ଭାବପ୍ରବଣତା , ଓ ମାନବିକତା ବଜାୟ ରଖିବା ଜରୁରୀ* - *ଜିଲ୍ଲାପାଳ*

24-Oct-2025



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ବ୍ଳକ୍ ଧୂବାମୁଣ୍ଡା ସ୍ଥିତ ସୁକାନ୍ତି ଗ୍ରୁପ ଅଫ୍ ଇନଷ୍ଟିଚ୍ୟୁସନ ଅଧୀନରେ ଥିବା ସୁକାନ୍ତି ଏକାଡେମୀ ଓ ସୁକାନ୍ତି ଇଣ୍ଟରନ୍ୟାସନାଲ ସ୍କୁଲର ବାର୍ଷିକୋତ୍ସବ ‘ ଉତ୍କର୍ଷ-୨୦୨୫’ ସୁକାନ୍ତି ଏକାଡେମୀ ପରିସରରେ ଶୁକ୍ରବାର ସନ୍ଧ୍ୟାରେ ମହା ସମାରୋହରେ ପାଳିତ ହୋଇଯାଇଛି । ସୁକାନ୍ତି ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନର ସମ୍ପାଦିକା କମଳିନୀ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସୋନପୁର ଜିଲ୍ଲାପାଳ ଡ଼.ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  ଶିକ୍ଷା ସହ ଜୀବନ ରେ ସବୁ କିଛି ଶିଖିବାର ଅଛି , ଛାତ୍ର ଛାତ୍ରୀ ଅଭିଭାବକ ସମସ୍ତେ ଶିକ୍ଷକ ଙ୍କ ଉପରେ ଖୁବ୍ ଭରସା ଓ ନିର୍ଭର କରିଥାନ୍ତି  ବୋଲି ମତ ରଖି ଥିବା ବେଳେ ଶିକ୍ଷା ସହିତ ସହାନୁଭୂତି, ଭାବପ୍ରବଣତା ଓ  ମାନବିକତା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ କରି ଥିଲେ l ଓ ଜୀବନ ଟା ବହୁତ ଛୋଟ ତେଣୁ ନିଜ ଜୀବନ କୁ, ମା କୁ, ମାଟି କୁ ଓ ସଂସ୍କାର ଆଦର୍ଶ କୁ ଆଖି ଆଗରେ ରଖି ବାଟ ଚାଲିବାକୁ ହେଵ ବୋଲି  କହିଥିଲେ l ସୁକାନ୍ତି ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନର ଚେୟାରମ୍ୟାନ ବିଶ୍ଵନାଥ ତ୍ରିପାଠୀ ସ୍ୱାଗତ ଭାଷଣ ଦେଇଥିଲେ । ସୁକାନ୍ତି ଇଣ୍ଟରନ୍ୟାସନାଲ ସ୍କୁଲର ଅଧ୍ୟକ୍ଷ ସନ୍ତୋଷ କୁମାର ଦାଶ , ସ୍କୁଲର ଏବଂ ସୁକାନ୍ତି ଏକାଡେମୀର ଅଧ୍ୟକ୍ଷ ଅମିତ କର  ଏକାଡେମୀ ର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ଗୀତିସୁଦ୍ଧା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ  । ଏହି କାର୍ଯ୍ୟକ୍ରମରେ ଚଳିତ ବର୍ଷ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବିଦ୍ୟାର୍ଥୀ ବା କୃତୀ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇଥିଲା । ସେହିପରି ଜାତୀୟ ସ୍ତରରେ ତାଇକୋଣ୍ଡୋ ପ୍ରତିଯୋଗିତା ରେ ସଫଳତା ହାସଲ କରିଥିବା ନବମ ଶ୍ରେଣୀର ଛାତ୍ରୀ ସୁଶ୍ରୀ ଆଦର୍ଶ ନାଏକ ତଥା ଜିଲ୍ଲା ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ୫ମ ଶ୍ରେଣୀର ଛାତ୍ର ଆଦିତ୍ୟ ନାରାୟଣ ଦାଶ ଙ୍କୁ ସମ୍ୱର୍ଦ୍ଧିତ କରା ଯାଇଥିଲା ।

ସୁକାନ୍ତି ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ର ପ୍ରୀତିଶ ନାୟକ, ସୁକାନ୍ତି ଏକାଡେମୀର ସଙ୍ଗୀତା ତ୍ରିପାଠୀ, ଆକୃତ ସାହୁ, ସାକ୍ଷୀ ରାଉତ, ପ୍ରିନ୍ସ ଭୋଇଙ୍କୁ ଷ୍ଟୁଡେଣ୍ଟ ଅଫ ଦ ଇୟର ଭାବରେ ପୁରସ୍କୃତ କରାଯାଇଥିଲା। ଏହା ବ୍ୟତୀତ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶୃଙ୍ଖଳିତ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ଏବଂ ଦଶମ ସବିଏସ୍‌ସି ବୋର୍ଡ ପରୀକ୍ଷାରେ ୯୦% ରୁ ଅଧିକ ମାର୍କ ରଖିଥିବା ୧୦ ଜଣ ଛାତ୍ରଛାତ୍ରୀଙ୍କୁ ତଥା ଦ୍ଵାଦଶ ଶ୍ରେଣୀର ୦୩ ଜଣ ବିଦ୍ୟାର୍ଥୀଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like