-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଗାଇଖାଇ ଛକ ରେ ଗିରିଗୋବର୍ଦ୍ଧନ ପୂଜା ମହା ସମାରୋହରେ ପାଳିତ

24-Oct-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟା ସ୍ଥିତ ଗାଈଖାଇ ଛକ  ର ଗୋବର୍ଦ୍ଧନ ପୀଠ ରେ ଗିରିଗୋବର୍ଦ୍ଧନ ପୂଜା ମହା ସମାରୋହରେ ପାଳିତ ହୋଇ ଯାଇଛି ।ଏହି ପୂଜା ରେ ସ୍ବର୍ଗତ ବ୍ରହ୍ମାଶଙ୍କର ଙ୍କ ଶ୍ରୁତି ରେ ତାଙ୍କ ସୁପୁତ୍ର ଗଙ୍ଗାଶଙ୍କର ସାହୁ , ସନ୍ତୋଷ ସାହୁ  ସୂରେନ୍ଦ୍ର ଗୁରୁ , ନିରଞ୍ଜନ ମୁଣ୍ଡା ଙ୍କ ତତ୍ୱାବଧାନ ରେ ପୂଜା ଆୟୋଜିତ ହୋଇଯାଇଛି l ଏହା 22 ତାରିଖ ରୁ 24 ତାରିଖ ପର୍ଯ୍ୟନ୍ତ ପୂଜା ଅନୁଷ୍ଠିତ ହୋଇଥିଲା l ପ୍ରଥମ ଦିନରେ ସାଲେଭଟ। ଗ୍ରାମ ରେ ମହିଳା ମାନେ କଳସ ଯାତ୍ରା ଅଭିଯାନ କାର୍ଯ୍ୟକ୍ରମ କରିବା ପରେ ଗୋବର୍ଦ୍ଧନ ପୀଠ ରେ ଜଳପୂର୍ଣ୍ଣ କଳସ ସ୍ଥାପନା କରିଥିଲେ ।ଏହିପରି ଗୋପୁଜନ , ବାଟପୂଜା , ଗୀରିପୂଜନ , ଭାଗବତ ପ ଠ ନ ସହିତ ଭଜନ କୀର୍ତ୍ତନ ସହ ଆଳତି ଦେଇ ବିଭିନ୍ନ ଦେବାଦେବୀ ଙ୍କୁ ସ୍ମରଣ କରି ପୂଜା ଅର୍ଚ୍ଚନା କରି ଶୁଭାରମ୍ଭ କରିଥିଲେ l ଦ୍ଵିତୀୟ ଦିନରେ ପୂଜା କରାଯାଇ ଅଷ୍ଟ ପ୍ରହରୀ ନାମଯଜ୍ଞ କରାଯାଇଥିଲା ।ତୃତୀୟ ଦିନରେ ପୂର୍ଣ୍ଣାହୁତି ସହ ଶ୍ରଦ୍ଧାଳୁ , ଭକ୍ତ ମାନଙ୍କ ପାଇଁ ପ୍ରସାଦ ସେବନ ର ବ୍ୟବସ୍ଥା କରାଯାଇଥିଲା l ଏହି ଗିରି ଗୋବର୍ଦ୍ଧନ ପୂଜା ର ସଭାପତି ଅଶୋକ ବିଶ୍ଵାଳ , ସମ୍ପାଦକ ନବକୃଷ୍ଣ ମିଶ୍ର , କୋଷାଧ୍ୟକ୍ଷ ତ୍ରିଲୋଚନ ନାୟକ  ଙ୍କ ସଂଯୋଜନା ରେ ପୂଜକ ଭାବେ ପ୍ରକାଶ ଦାସ ଓ ମଣ୍ଠୁ ତ୍ରିପାଠୀ ତିନି ଦିନ ବ୍ୟାପି ପୂଜା ଅର୍ଚ୍ଚନା ରେ ସମ୍ପାଦନ କରିଥିଲେ ।ସେହିପରି ପୂଜା କର୍ତ୍ତା ଭାବେ ଜିତେନ୍ଦ୍ରିୟ ସାହୁ ଓ ତାଙ୍କ ସହ ଧର୍ମିଣୀ ଲିଜ। ସାହୁ ତଥା ମୀନକେତନ ଭୋଇ ପୂଜା ଦାୟିତ୍ୱ ନିର୍ବାହ କରିଥିଲେ ।

ଏହି ଅବସରରେ ତଥା ଉଦଯାପନୀ ଉତ୍ସବରେ ଆଗଲପୁର ଯୁବନେତା ଆକାଶ ମିଶ୍ର , ପୂର୍ବତନ ବିଧାନ ସଭା ସଦସ୍ୟ ନିହାର ରଞ୍ଜନ ବେହେରା , ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ , ବିଧାୟକ ପ୍ରତିନିଧି ସୁରେଶ ମହାଲିଂଗ , ବ୍ଲକ ଉପାଧ୍ୟକ୍ଷା ନିରୁପମା ପଧାନ ଉପସ୍ଥିତ ଥିଲେ l ଏହି ପୂଜାରେ ହଜାର ସଂଖ୍ୟାରେ ଦୀର୍ଘ ତିନି ଦିନ ଶ୍ରଦ୍ଧାଳୁ ,ଭକ୍ତ ଙ୍କ ଆଗମନ ଦେଖିବାକୁ ମିଳିଥିଲା l ଏହା ସହିତ ରାମ ଦୋଳି , ମିନାବଜାର ଓ ଅନ୍ୟାନ୍ୟ ମନଲୋଭା ଦୃଶ୍ୟ ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like