-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଠାରେ ଚିତ୍ରଗୁପ୍ତ ପୂଜା ମହାସମାରୋହ ରେ ପାଳିତ*

25-Oct-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ଚିତ୍ରଗୁପ୍ତ କଲ୍ୟାଣ ସମିତି  ଆନୁକୁଲ୍ୟରେ କରଣ ସମାଜର ଇଷ୍ଟଦେବ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ମହାପ୍ରଭୁଙ୍କ ପୁଜା ଓ ଜିଲ୍ଲା କରଣ ସମାଜର ବାର୍ଷିକ ଉତ୍ସବ ଆଜି ମହାସମାରୋହରେ ସ୍ଥାନୀୟ ଘୋଡ଼ଘାଟପଡା ସ୍ଥିତ ଚିତ୍ରଗୁପ୍ତ କଲ୍ୟାଣ ସମିତି ଗୃହ ପରିସରରେ ପାଳିତ ହୋଇଯାଇଛି l ଏହି ଅବସରରେ ପୂର୍ବ ଦିନ ଏକ ବିରାଟ କଳସ ଶୋଭାଯାତ୍ରା ବାହାରି ସହର ର ଘୋଡ଼ାଘାଟପଡା ସ୍ଥିତ ମହାନଦୀର କଦମ୍ବ ଘାଟକୁ ଯାଇ ପୁଜକ ଦାମୋଦର ନାଏକଙ୍କ ଦ୍ୱାରା ପୁଜା କରାଯାଇ ପୁର୍ଣ୍ଣ କଳସ ଅଣାଯାଇଥିଲା l ଏହିି ପୂଜାରେ କର୍ତ୍ତାଭାବରେ ପ୍ରଭାତ କିଶୋର ଦାନୀ ଓ ତାଙ୍କ ପତ୍ନୀ ମଲ୍ଲିକା କାର୍ଯ୍ୟ ନିର୍ବାହ କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ବ୍ଲକ ତଥା ପଡୋଶୀ ବଉଦ ଜିଲ୍ଲା ରୁ ଛଅ ଶହରୁ ଉର୍ଦ୍ଧ କରଣ ସମାଜର ସଭ୍ୟସଭ୍ୟା ଯୋଗ ଦେଇଥିଲେ l ମଧ୍ୟାହ୍ନରେ କରଣ ସମାଜର ଏକ ମହାସଭାରେ ସମାଜର ସଭାପତି ପ୍ରକାଶ ଚନ୍ଦ୍ର ବେବର୍ତ୍ତା ସଭାପତିତ୍ୱ କରିଥିବା ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିରଞ୍ଚି ମହାନ୍ତି, ମୁଖ୍ୟବକ୍ତା ଭାବରେ ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ଯୁକ୍ତ ଦୁଇ ଇଂରାଜୀ ଅଧ୍ୟାପିକା ସରସ୍ଵତୀ ଦାସ ଯୋଗଦେଇ ଯେଉଁ ଜାତି ଯେତେ ଉଚ୍ଚ ହୋଇଥାଏ ସେଠାରେ ମହିଳାଙ୍କ ଭୂମିକା ମୁଖ୍ୟ ରହିଥାଏ କହିବା ସହିତ ମାଦଳା ପାଞ୍ଜି ରେ କରଣ ଶବ୍ଦର ବହୁବାର ଉଲ୍ଲେଖ ରହିଥିବା ପ୍ରକାଶ କରିଥିଲେ l ଏପରିକି କରଣ ଙ୍କ ଉତ୍ପତି ଦୁଇ ହଜାର ବର୍ଷ ପୂର୍ବ ବୋଲି ଜଣାଯାଏ l ଜାତୀୟ ପତାକା ତଳେ ଯେପରି ଅଶୋକ ଚକ୍ର ଚିହ୍ନ ରହିଥାଏ କରଣ ସମାଜର ତଳେ କଲମ ଓ ଦୁଆତ ର ଚିହ୍ନ ରହିଥାଏ l ସଭ୍ୟ ମାନଙ୍କୁ ଆହ୍ୱାନ ଦେଇ ଯେତେ ବାଧା ବିଘ୍ନ, ପ୍ରତିବନ୍ଧକ ଆସିଲେ ମଧ୍ୟ ଆଗକୁ ବଢିବାକୁ ହେବ ବୋଲି ଆହ୍ୱାନ ଦେଇଥିଲେ l କରଣ ସମାଜର କୋଷାଧକ୍ଷ ଜ୍ୟୋତି ରଂଜନ ପଟ୍ଟନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ l ଏହା ସହିତ ଆସନ୍ତା ବର୍ଷ ର କର୍ତ୍ତା ଭାବରେ ଶ୍ରୀକାନ୍ତ ମହାନ୍ତି ଓ ସନ୍ତୋଷିନି ପଟ୍ଟନାୟକ ଙ୍କୁ ଚୟନ କରାଯାଇଥିଲା l ସମସ୍ତ କାର୍ଯ୍ୟକ୍ରମକୁ ଦେବାଶିଷ ପଟ୍ଟନାୟକ ସଂଯୋଜନା କରିଥିଲେ l ପୂଜାର ମହାଆଳତୀ ପରେ ସାମୁହିକ ପ୍ରସାଦ ସେବନ କରାଯାଇ ଥିଲା । ଏହା ପରେ ସମାଜ ତରଫରୁ ରଙ୍ଗୋଲି, ନାଚ, ମ୍ୟୁଜିକ ଚେଆର, ଚିତ୍ରାଙ୍କନ, କୌତୁକ ଆଦି ବିଭିନ୍ନ ପ୍ରତିଯୋଗିତା ର ଆୟୋଜନ ହୋଇଥିଲା l ଅନୁଷ୍ଠାନର ଦ୍ୱିତିୟ ଅଧିବେସନରେ ମୁଖ୍ୟ ଅତିଥି ଅବସର ପ୍ରାପ୍ତ ଅଧ୍ୟାପିକା କିରଣବାଳା ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିବା ସହିତ କରଣ ସମାଜର ଗର୍ବ ଓ ଗୌରବ ସୋନପୁର ବ୍ଲକ ସିଆଲଜୁରି ଗ୍ରାମର କୃଷ୍ଣ ପ୍ରସାଦ ବହିଦାର ଓ ଶିକ୍ଷା କ୍ଷେତ୍ରରେ ଅର୍ପିତା ମହାନ୍ତି ଙ୍କୁ ଉପଢୌକନ ଓ ମାନପତ୍ର ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like