-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ହୀରକ ଜୟନ୍ତୀ ଉତ୍ସବ ପାଳନ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*

25-Oct-2025



ବଲାଙ୍ଗୀର,(ମନୋରଞ୍ଜନ ତ୍ରିପାଠୀ): ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ହୀରକ ଜୟନ୍ତୀ ସମାରୋହ ତଥା ବିଦ୍ୟାଳୟର ପ୍ରତିଷ୍ଠାତା ଶରତ  ଚନ୍ଦ୍ର ପାଣିଗ୍ରାହୀ ଜନ୍ମ ଶତ ବାର୍ଷିକୀ ଉତ୍ସବ ତା ୨୬.୧୦.୨୫ ତାରିଖ ରବିବାର ଦିନ ସନ୍ଧ୍ୟା ୬ ଘଣ୍ଟା ସମୟରେ କରିବାକୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ଉତ୍ସବରେ ଓଡ଼ିଶା ସରକାରଙ୍କ ମାନ୍ୟବର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମୁକେଶ ମହଲିଙ୍ଗ ମୁଖ୍ୟ ଅତିଥି, ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ମାନ୍ୟବର ବିଧାୟକ ବଲାଙ୍ଗୀର କଳିକେଶ ନାରାୟଣ ସିଂଦେଓ , ଜିଲ୍ଲାପାଳ ବଲାଙ୍ଗୀର,  ବଲାଙ୍ଗୀର ଜିଲ୍ଲା ଶିକ୍ଷାଧିକାରୀ, ପୌରଧ୍ୟକ୍ଷା ବଲାଙ୍ଗୀର ସମ୍ମାନିତ ଅତିଥି ରୂପେ ଯୋଗ ଦେବାକୁ ସ୍ଥିର କରାଯାଇଛି। ଉକ୍ତ ସାମ୍ବାଦିକ ସମ୍ମିଳନୀ ରେ କମିଟିର ଉପଦେଷ୍ଟା ଗୋପାଲଜୀ ପାଣିଗ୍ରାହୀ, ସଭାପତି ଡ଼. ଶ୍ରୀକାନ୍ତ ପାଣିଗ୍ରାହୀ, ବିଦ୍ୟାଳୟ ର ପ୍ରଧାନଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର, ଆଲୁମିନି ସଭାପତି ଆନନ୍ଦିନୀ ଦର୍ଜି,  ଏସ୍ ଏମ୍ ସି ସଭାପତି ଶ୍ରୀମତୀ ସନ୍ଧ୍ୟା ବିଶୋଇ, ଶରତ ଚନ୍ଦ୍ର ପାଣିଗ୍ରାହୀ ଫାଉଣ୍ଡେସନରୁ ଧର୍ମବ୍ରତ ରଥ, ପ୍ରସନ୍ନ ମିଶ୍ର, କୃଷ୍ଣ ଚନ୍ଦ୍ର ମହାକୁର, ଡ଼. ସୁଶାନ୍ତ ପଣ୍ଡା, SMC କମିଟି, ଆଲୁମିନି କମିଟି, ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଉପସ୍ଥିତ ରହିଥିଲେ। ୨୬.୧୦.୨୫ ସକାଳ ୮ଟା ରୁ ୧୨ଘ. ପର୍ଯ୍ୟନ୍ତ ଏହି ଉପଲକ୍ଷେ ବରିଷ୍ଠ ଡ଼ାକ୍ତର ମାନଙ୍କ ଏଠାରେ ସ୍ବାସ୍ଥ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ  ହେବାକୁ ସ୍ଥିରୀକୃତ ହୋଇଛି। ଉତ୍ସବରେ ଭିଡ କୁ ଦୃଷ୍ଟି ରଖି ପୋଲିସ ପ୍ରଶାସନ ପକ୍ଷରୁ ଓ ଜୟନ୍ତୀ ଉତ୍ସବ କମିଟି ପକ୍ଷରୁ ଶାନ୍ତି ଶୃଂଖଳା ରକ୍ଷା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇ ଥିବା ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like