-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନେଇ ପ୍ରସ୍ତୁତି ବୈଠକ, ନଭେମ୍ବର ୫ରୁ ୧୪ ପର୍ଯ୍ୟନ୍ତ କୁଆଖାଇ ନଦୀପଠାରେ ହେବ ଆୟୋଜନ

25-Oct-2025



ଭୁବନେଶ୍ୱର(ପ୍ରେରଣା ଖବର): ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏ ନେଇ ଏକ ପ୍ରସ୍ତୁତି ବୈଠକ ଆଜି ଭୁବନେଶ୍ୱରର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । 

ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ କମିଟି ଏବଂ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ କୁଆଖାଇ ନଦୀପଠାରେ ଆୟୋଜିତ ହେବାକୁ ଥିବା ଏହି ମହୋତ୍ସବର ବିଭିନ୍ନ ରୂପରେଖ ସଂପର୍କରେ ଆଲୋଚନା କରି ଶ୍ରୀ ମହାନ୍ତି କହିଲେ ଯେ ବାଲିଯାତ୍ରା ହେଉଛି ଆମ ଅସ୍ମିତାର ପରିଚୟ । ଏହି ମହୋତ୍ସବକୁ ସଫଳ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ ପ୍ରଦାନ କରାଯିବ । 

ବୈଠକର ଆଲୋଚନାରୁ ଜଣାପଡ଼ିଛି ଯେ ଚଳିତ ବର୍ଷ ରାଜ୍ୟର ବିଭିନ୍ନ ଉତ୍ପାଦ ଏଠାରେ ବିକ୍ରୟ କରାଯିବା ନେଇ ବ୍ୟବସ୍ଥା କରାଯିବ । ଏଥି ସହ ରାଜ୍ୟର ଐତିହ୍ୟ, ପରମ୍ପରା ଓ ଅସ୍ମିତାର ସ୍ୱତନ୍ତ୍ର ପ୍ରଦର୍ଶନ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ । ଏଥିପାଇଁ ଆଲୋକୀକରଣ, ସଂଯୋଗୀ ସଡ଼କ ମରାମତି, ପାର୍କିଂ, ପୁଲିସ ମୁତୟନ,ପାନୀୟ ଜଳ ଓ ଶୌଚାଳୟ, ଖାଦ୍ୟ ମାନ ଯାଞ୍ଚ, ଆଶୁ ଚିକିତ୍ସା ବ୍ୟବସ୍ଥା, ସୁରକ୍ଷା ଓ ଟ୍ରାଫିକ୍‌ ଆଦି ସଂପର୍କରେ ଆଲୋଚନା ହୋଇ ସଂପୃକ୍ତ ବିଭାଗମାନଙ୍କୁ ଏ ଦିଗରେ ବିହିତ ପଦକ୍ଷେପ ନେବାକୁ କୁହାଯାଇଥିଲା । 

ଉକ୍ତ ବୈଠକରେ ଯୋଗଦେଇ କମିଟିର ଉପଦେଷ୍ଟା ଶ୍ରୀ ଗୋଲକ ମହାପାତ୍ର ମହୋତ୍ସବ ଆୟୋଜନର ସର୍ବସଫଳତା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ । ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରାର ସଫଳ ପରିଚାଳନା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ପ୍ରାରମ୍ଭରେ କମିଟିର କାର୍ଯ୍ୟକାରୀ ସଭାପତି ଶ୍ରୀ ଯଶୋବନ୍ତ ଓଝା ମହୋତ୍ସବ ପାଳନର ରୂପରେଖ ସଂପର୍କରେ ଧାରଣା ଦେଇଥିଲେ । ଉପଜିଲ୍ଲାପାଳ ଡ. ମନୋରଞ୍ଜନ ସାହୁ, ଜିଲ୍ଲା ପରିଷଦ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀମତୀ କସ୍ତୁରୀବାଳା ଜେନା, ଭୁବନେଶ୍ୱର ବିଡିଓ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ବିଭିନ୍ନ ବିଭାଗୀୟ ଅଧିକାରୀ ଏବଂ କମିଟିର ସଂପାଦକ ଶ୍ରୀ ସୁବାଷ ପାତ୍ର, ଉପଦେଷ୍ଟା ଶ୍ରୀ ଜୀବନ ବଡ଼ୁ, ଶ୍ରୀ ଅଭୟ ବଡ଼ଜେନା, ଅନ୍ନପୂର୍ଣ୍ଣା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like