-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ନାଗ ଚତୁର୍ଥୀ ପାଳିତ "ଏହି ପୂଜାର ମୁଖ୍ୟ ବିଧି ହେଲା ହୁଙ୍କା ପୂଜା"

25-Oct-2025



ନବରଙ୍ଗପୁର  (ପ୍ରିୟଦର୍ଶିନୀ ପାତ୍ର)
ନାଗ ଚତୁର୍ଥୀ କାର୍ତ୍ତିକ ଶୁକ୍ଳ ଚତୁର୍ଥୀ ଦିନ ପାଳନ କରାଯାଏ ।ଏହି ପର୍ବଟି ନାଗ ଦେବତାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଇଥାଏ ।ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ପାଳିତ ହେଲା ନାଗ ଚତୁର୍ଥୀ।ଏହି ପର୍ବରେ ନାରୀମାନେ ପରିବାର ତଥା ବିଶେଷ କରି ସନ୍ତାନମାନଙ୍କ ମଙ୍ଗଳ କାମନା କରି ପାଳନ କରିଥାନ୍ତି । ବିଶ୍ୱାସ ରହିଛି ଏହି ପୂଜା କଲେ ସର୍ପ ଦଶଂନର ଭୟ ରହେ ନାହିଁ । ଏହି ପୂଜା ଦୀପାବଳି ଅମାବାସ୍ୟା ପରବର୍ତ୍ତୀ ଚତୁର୍ଥୀ ଦିନ ପରେ ପାଳନ କରାଯାଏ । ଏହି ପୂଜାର ମୁଖ୍ୟ ବିଧି ହେଲା ହୁଙ୍କା ପୂଜା । ନାରୀମାନେ ଏକତ୍ରିତ ହୋଇ ହୁଙ୍କା ଥିବା ସ୍ଥାନରେ ତଥା ହୁଙ୍କାର କିଛି ଅଂଶକୁ ଆଣି ଚଉଁରା ମୂଳେ ରଖି, ନାଗ-ନାଗୁଣିଙ୍କ ତମ୍ବାର ମୂର୍ତ୍ତି ରଖି, ଚିତା ପକାଇ ସିନ୍ଦୁରଦେଇ ଫୁଲରେ ସଜାଇ, ସବୁ ପ୍ରକାରର ପୂଜା ସାମଗ୍ରୀ ଯଥା ଧୂପ ଦୀପ ନଡ଼ିଆ, କଦଳୀ, ଗୁଡ଼ ଚାଉଳ ଚୁନା, ଆଖୁ ଓ ଅନ୍ୟାନ୍ୟ ଫଳ ମୂଳ ଦେଇ ପୂଜା କରିଥାନ୍ତି । କେଉଁ କେଉଁ ସ୍ଥାନରେ କ୍ଷୀର ମଧ୍ୟ ନାଗ ଦେବତାଙ୍କ ସନ୍ତୁଷ୍ଠି ଉଦେଶ୍ୟରେ ଅର୍ପଣ କରାଯାଏ । ହୁଙ୍କା ପୂଜାରେ ଖିର ଓ ସିରିଣି ଦିଆ ଯାଇଥାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like