-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ରାଜ୍ୟ

ପାରମ୍ପରିକ ଲୋକକଳା ଢାପନୃତ୍ୟ ଓ ଦୁଲଦୁଲିରେ ଝୁମିଲେ ଦର୍ଶକ

25-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ପର୍ଯ୍ୟଟନସ୍ଥଳୀରେ ଚାଲିଥିବା ୧୧ତମ ଭୀମପାହାଡ ମହୋତ୍ସବ  ଶୁକ୍ରବାର ଥିଲା ତୃତୀୟ ସଂନ୍ଧ୍ୟା । ଏହି ସଂନ୍ଧ୍ୟାରେ  ମହୋତ୍ସବ କମିଟୀ ଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ବଲାଙ୍ଗିର ପୈାରାଧ୍ୟକ୍ଷା ଲିକା ସାହୁ , ମୁଖ୍ୟବକ୍ତା ଭାବେ ବରିଷ୍ଠ ସଂସ୍କୃତି ଗବେଷକ ଗୁରୁଶ୍ରୀ ଡ. ଘାସିରାମ ମିଶ୍ର ଓ ସମ୍ମାନୀତ ଅତିଥି ଭାବେ କଣ୍ଟାମାଳର ପୂର୍ବତନ ବିଧାୟକ ମହିଧର ରଣା, ସ୍ଥାନୀୟ ପୂର୍ବତନ ବ୍ଲକ ଅଧ୍ୟକ୍ଷା ରୀନା ମେହେର ପ୍ରମୁଖ  ଯୋଗଦେଇଥିଲେ । ଅଞ୍ଚଳର ସାମଗ୍ରୀକ ବିକାଶରେ  କଳା, ସାହିତ୍ୟ ଓ ସଂସ୍କୃତି ର ଅବଦାନ ଅନେକ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।  ଏ ଅବସରରେ ବୈାଦ୍ଧ ଜିଲ୍ଲା ଟପର୍ଣ୍ଣାର ମୃଦଙ୍ଗ ବାଦକ ପ୍ରହଲ୍ଲାଦ ରଣା ଓଗୈାରଗୋଠ ରାମଜୀ ପଡାର ଶ୍ରୀରାମ କଳାପରିଷଦକୁ  ଭୀମପାହାଡ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ପରେ ମଧୁସୂଦନ ନାଏକଙ୍କ ସଂଯୋଜନାରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଟିଟିଲାଗଡର ଦୀପକ ଜାଲ ଓ ସାଥିଙ୍କ ଦ୍ୱାରା ଢାପ ନୃତ୍ୟ, ବଲାଙ୍ଗିରର ସଂଜ୍ୟୋତ କଳାକେନ୍ଦ୍ର ଓ ଢୋଳମହୁରୀ କଳାପରିଷଦର କଳାକାର ମାନେ ପାରମ୍ପାରିକ ଲୋକନୃତ୍ୟ ପରିବେଷଣ କରିଥିଲେ ।  ବରିଷ୍ଠ କଳାକାର ରବିନ୍ଦ୍ର କୁମାର ସାହୁ ଓ ସାଥିଙ୍କ ଦ୍ୱାରା କଂସ ଦରବାର ମଞ୍ଚସ୍ଥ ହୋଇଥିଲା । ଗିରି ଗୋବର୍ଦ୍ଧନ ପୂଜା କମିଟୀ ଆନୁକୁଲ୍ୟରେ

ଚାଲିଥିବା ପୂଜା ଉପଲକ୍ଷେ ୨୪ ପ୍ରହରୀ ନାମଯଜ୍ଞ ଓ ମୀନା ବଜାର କାର୍ଯ୍ୟକ୍ରମ ଚାଲିଛି । କମିଟୀର ଉପଦେଷ୍ଟା ଶୈଳେନ୍ଦ୍ର କୁମାର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ ସ୍ଥାନୀୟ ସମିତି ସଭ୍ୟ ଅଭିମନ୍ୟୁ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।  ଭୀମପାହାଡ ମହୋତ୍ସବ କମିଟୀ ସଭାପତି ପ୍ରମୋଦ କୁମାର ବହିଦାର,  ଗୋବର୍ଦ୍ଧନ ସାହୁ, ନନ୍ଦିକିଶୋର ନାଏକ, ପୂର୍ବତନ ସରପଞ୍ଚ ବାଳକ ପଧାନ, ରୁପାଧର ପୁଟା, ଦୟାସାଗର ନାଏକ, ପିତାମ୍ବର ପ୍ରଧାନ, ସାର୍ଥିକ ଭୋଇ, ରାଜେଶ ନାଏକ ପ୍ରମୁଖ ମହୋତ୍ସବ ପରିଚାଳନାରେ ସହଯୋଗ କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲା ସମେତ ସୁବର୍ଣ୍ଣପୁର,ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରେ ହଜାର ହଜାର ଲୋକ ସମ୍ମିଳିତ ହେଉଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like