-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ଅନ୍ଵେଷାରେ ଏଡମିସନ ବନ୍ଦ: ଭାଜପା ସରକାରଙ୍କ ଆଦିବାସୀ-ଦଳିତ ବିରୋଧୀ ମନୋଭାବ: ସାଂସଦ ନିରଞ୍ଜନ ବିଶି

25-Oct-2025



ନୁଆପଡ଼ା(ପରମେଶ୍ଵର ମେହେର): ରାଜ୍ୟସଭା ସାଂସଦ  ନିରଞ୍ଜନ ବିଶୀ ଓଡ଼ିଶାର ବର୍ତ୍ତମାନ ଭାଜପା ସରକାର ଦ୍ୱାରା ଜାନୁଆରୀ ୨0୨୫ ରୁ ଅନ୍ଵେଷା ଯୋଜନାରେ ଏସଟି ଏସସି ପିଲାମାନଙ୍କ ପ୍ରାଇଭେଟ୍ ଇଂଲିଶ୍ ମିଡିଆମ୍ ସ୍କୁଲରେ ଭର୍ତ୍ତି ବନ୍ଦ କରିବା ନିଷ୍ପତ୍ତିକୁ ତୀବ୍ର ନିନ୍ଦା କରିଛନ୍ତି।
ସେ ଏହାକୁ ଆଦିବାସୀ-ଦଳିତ ବିରୋଧୀ ଓ ଶିକ୍ଷା ବିରୋଧୀ ନୀତି ବୋଲି ଉଚ୍ଚାରଣ କରିଛନ୍ତି।
ଅନ୍ଵେଷା ସାମାଜିକ ନ୍ୟାୟ ଓ ମାନଙ୍କ ଶିକ୍ଷାର ଏକ ଦୃଢ଼ ମଡେଲ୍
ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟିକୋଣରୁ ଆରମ୍ଭ ହୋଇଥିବା ଅନ୍ଵେଷା ଯୋଜନା ଯେଉଁଥିରେ ଏସଟି ଏସସି ଶିଶୁମାନେ ଉଚ୍ଚ ମାନଙ୍କ ଇଂରାଜୀ ମାଧ୍ୟମ ଶିକ୍ଷା ପାଇବାର ଅବସର ପାଇଛନ୍ତି।
ଏହି ଯୋଜନା ୧୭ ଜିଲ୍ଲାରେ ଚାଲିଛି, ଯେଉଁସବୁ ହେଲେ:
ଅନୁଗୁଳ, ନୁଆଁପଡ଼ା,ବରଗଡ଼, ବୋଲାଙ୍ଗୀର, ଦେଓଗଡ଼, ଗଞ୍ଜାମ, ଗଜପତି, କଲାହାଣ୍ଡି, କନ୍ଧମାଳ, କେଉଁଝର, କୋରାପୁଟ, ମାଲକାନଗିରି , ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର।
ଏପର୍ଯ୍ୟନ୍ତ,22,340 ଏସଟି ଏସସି ଛାତ୍ରଛାତ୍ରୀ ଲାଭ ପାଇଛନ୍ତି
୧୬୩ ଟି ଇଂଲିଶ୍ ମିଡିଆମ୍ ସ୍କୁଲରେ ଭର୍ତ୍ତି
୯୮ ଟି ଅନ୍ଵେଷା ହୋଷ୍ଟେଲ୍ ଚାଲିଛି
ହୋଷ୍ଟେଲ୍  ଯୋଜନାର ମୁଖ୍ୟ ଶକ୍ତି
ଏଠାରେ ପିଲାମାନଙ୍କୁ ମିଳୁଛି:
ସୁରକ୍ଷିତ ବସବାସ
ପୌଷ୍ଟିକ ଖାଦ୍ୟ
ପଢ଼ାଶୁଣା ସହାୟତା
ବ୍ୟକ୍ତିତ୍ୱ ଓ ସଂସ୍କୃତିକ ଉନ୍ନତି
ଭାଜପା ସରକାରଙ୍କ ନିଷ୍ପତ୍ତି ଆଦିବାସୀ ଓ ଦଳିତ ଭବିଷ୍ୟତକୁ ଅବରୋଧ
ଶ୍ରୀ ବିଶୀ କହିଛନ୍ତି:“ମନ୍ତ୍ରୀ ଓ ଧନୀ ପରିବାରର ପିଲା ଇଂଲିଶ୍ ସ୍କୁଲରେ ପଢ଼ିପାରିବେ, ତେବେ ଗରିବ ଆଦିବାସୀ-ଦଳିତ ପିଲାମାନେ କାହିଁକି ନୁହେଁ? ଶିକ୍ଷା ଅଧିକାର  ଦାନ ନୁହେଁ।”
ତୁରନ୍ତ ନାମଲେଖା ପ୍ରକ୍ରିୟା ଲାଗୁ କରିବାକୁ ଶ୍ରୀ ବିଶି ଦାବି କରିଛନ୍ତି,ଶିକ୍ଷା ହେଉଛି ସଶକ୍ତୀକରଣ। ଏସଟି ଏସସି ପିଲାଙ୍କୁ ଶିକ୍ଷାରୁ ବଞ୍ଚିତ କରାଇବା ମାନେ ତାଙ୍କର ଭବିଷ୍ୟତ ଅନ୍ଧକାର କରିବା ବୋଲି ସାଂସଦ ନିରଞ୍ଜନ ବିଶି ପ୍ରକାଶ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like