-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ବରପାଲି ମହାବିଦ୍ୟାଳୟରେ ଇତିହାସ ବିଭାଗ ପାଠଚକ୍ର

25-Oct-2025



ବରପାଲି (ସୁଦାମ ଦୀପ)
ବରପାଲି ମହାବିଦ୍ୟାଳୟ ପରିସରରେ ଇତିହାସ ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ନେଇ ଏକ ପାଠଚକ୍ର ଆୟୋଜିତ ହୋଇଯାଇଛି । ବିଭାଗ ମୁଖ୍ୟ ଅଧ୍ୟାପକ ଅଶୋକ କୁମାର ପଧାନଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ମହାବିଦ୍ୟାଳୟ ଅଧ୍ୟକ୍ଷା ସୁଶ୍ରୀ ଜୟନ୍ତୀ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ପାଠଚକ୍ରର ବିଷୟ ରଖାଯାଇଥିଲା: 
"Histrorical Geography of Kalinga" ।  ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଶ୍ରୀମତୀ ପଦ୍ମିନୀ ଦାଶ ମୁଖ୍ୟବକ୍ତା ଭାବରେ ଯୋଗଦେଇ ପାଠଚକ୍ରର ବିଷୟ ଉପରେ ସାରଗର୍ଭକ ଆଲୋଚନା କରିଥିଲେ । ଇତିହାସ ବିଭାଗର ଅଧ୍ୟାପକ ଡ.ଭଗବାନ ମହାନନ୍ଦ , ଡ.କାହ୍ନୁ ମେହର ଓ ଡ. ବାଳକୃଷ୍ଣ ପଟେଲ ମଞ୍ଚାସିନ ଥିଲେ। ପାଠଚକ୍ରରେ ଛାନ୍ଦଲିସା ତାଣ୍ଡି, ମୁନା ମେହେର, ରାଜେଶ କର୍ମୀ, ତାରାକାନ୍ତ ପାତ୍ର, ରାଜା ବାରିକ, ଶ୍ରାବଣୀ ନଈ ପ୍ରମୁଖ ନିଜଦ୍ଵାରା ପ୍ରସ୍ତୁତ ପ୍ରବନ୍ଧ ଉପସ୍ଥାପନ କରିଥିଲେ । ପରିଶେଷରେ ଛାତ୍ର ତାରାକାନ୍ତ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like