-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୁଲ୍ୟରେ ଟେଲେନ୍ଟ ହଣ୍ଟ ପ୍ରତିଯୋଗିତା ଅନୁଷ୍ଠିତ

25-Oct-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ମିଶନଶକ୍ତି ହଳ ଠାରେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୁଲ୍ୟରେ ଟେଲେନ୍ଟ ହଣ୍ଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମ ରେ ସି ଡି ପି ଓ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ଙ୍କ ତତ୍ତ୍ୱ।ବଧାନ ରେ ଅନୁଷ୍ଠିତ ବୈଠକ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ, ସମ୍ମାନିତ ଅତିଥି ଭାବେ ଏବିଡିଓ  ରୁଦ୍ର ପ୍ରସାଦ ସୁନା ମଂଚାସୀନ ଅତିଥି ଭାବେ ଯୋଗଦେଇ ଥିଲେ । ଏହି କାର୍ଯ୍ୟକ୍ରମ ରେ କିଶୋରୀ ମାନଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ ହେବ ବୋଲି ଅତିଥି ମାନେ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ l ଏହି ଅବସରରେ ନୃତ୍ୟ , ପ୍ରବନ୍ଧ ଲିଖନ, ରିଲିଭ ଭିଡିଓ , ବ୍ୟବସାୟ , ସ୍ବାସ୍ଥ୍ୟ ସଚେତନତା  ପ୍ରତିଯୋଜିତ ହୋଇଥିଲା l

ଏହି ପ୍ରତିଯୋଗିତା ରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ମାନପତ୍ର ଟ୍ରଫି , ବ୍ୟାଚ ପ୍ରଦାନ କରିଥିଲେ l ଏହି ପ୍ରତିଯୋଗିତାରେ ଅଶୋକ କୁମାର ମିଶ୍ର , ଗୋବିନ୍ଦ ସାହୁ , ସୁଜିତ୍ କୁମାର ଶତପଥୀ ବିଚାରକ ଭାବେ ଯୋଗ ଦେଇଥିଲେ l ଆଗଲପୁର ବ୍ଲକ ର 182 ଟି ଅଙ୍ଗନବାଡ଼ି କେନ୍ଦ୍ର ରୁ 60 ଟି କିଶୋରୀ ପ୍ରତିଯୋଗୀ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଶିଶୁ ବିକାଶ ପ୍ରକଳ୍ପ ର ସମସ୍ତ କର୍ମଚାରୀ ସହଯୋଗ କରିଥିବା ବେଳେ ବ୍ଲକ ର ସମସ୍ତ ଅଙ୍ଗନବାଡ଼ି କର୍ମୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like