-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

*ରାଇସ ମିଲ କୁ ବିରୋଧ କରି ନଙ୍ଗଳ କଟା ଠାରେ ଲୋକଙ୍କ ରାସ୍ତା ରୋକ*- : *ଜିଲ୍ଲାପାଳ ଓ ଏସପି ଙ୍କ ହସ୍ତକ୍ଷେପ ପରେ ରାସ୍ତା ରୁ ହଟିଲେ ଲୋକେ* -

25-Oct-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ନଙ୍ଗଳକଣ୍ଟା ଗ୍ରାମବାସୀ ରାଇସ ମିଲ ବନ୍ଦ ଦାବୀ ରେ ଆଜି ସକାଳ ୬ ଟା ରୁ ଡୁଙ୍ଗୁରିପାଲି- ରାମପୁର  ମୁଖ୍ୟ ରାସ୍ତା ନଙ୍ଗଳକଟା ଠାରେ ରାସ୍ତା ରୋକ କରିଥିଲେ l ଏହି ଗ୍ରାମ ର ରାସ୍ତା ପାର୍ଶ୍ବରେ ଏକ ରାଇସମିଲ ନିର୍ମାଣ ଓ ଏହା କୁ  କାର୍ଯ୍ୟକାରୀ କରିବାକୁ ଚେଷ୍ଟା ଚାଲିଛି l  ଯା ଦ୍ବାରା କି ନିକଟସ୍ଥ  ଡ଼ାକ୍ତରଖାନା ସେବା  କାର୍ଯ୍ଯ ରେ ବ୍ୟାଘାତ ହେବା ଓ ଏହା ଜନ ଗହଳି ପୂର୍ଣ୍ଣ ରାସ୍ତା ଥିବା ଯୋଗୁଁ ବଡ ଗାଡି ମଟର ଯାତାୟାତ ଓ ବାୟୁ ଜଳ ପରିବେଶ ପ୍ରଦୂଷଣ ଦ୍ଵାରା ଜନ ସାଧାରଣ ଅନେକ ଅସୁବିଧା ଭୋଗିବା ଆଶଙ୍କା ନେଇ ସଧାରଣ ଲୋକେ ନାନା ଅସୁବିଧା ଭୋଗିବେ ବୋଲି ପ୍ରକାଶ କରିଛନ୍ତି ସ୍ଥାନୀୟ ଲୋକେ l ତେଣୁ  ଏହି ରାଇସମିଲ ନିର୍ମାଣ କୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ ଦାବି କରି ଗ୍ରାମବାସୀ ରାସ୍ତାରୋକ କରିବା ସହ ଧାରଣାରେ ବସିଥିଲେ  l ଯାହା ଫଳରେ ଆଜି ରାସ୍ତା ର ଉଭୟ ପାର୍ଶ୍ୱରେ ଶହ ଶହ  ଗାଡ଼ି ମଟର ଅଟକି ରହିଥିଲା । ଏ ଖବର ପାଇବା ପରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ .ନୃପରାଜ ସାହୁ ଓ ଏସପି ନାରାୟଣ ନାୟକ ଘଟଣା ସ୍ଥଳରେ ପହଞ୍ଚି ସମାଧାନ ର ବାଟ ଲାଗି ଆନ୍ଦୋଳନକାରୀଙ୍କ  ସହ ଆଲୋଚନା କରିଥିଲେ। ରାସ୍ତା ରେ ଟେଣ୍ଡ ଗାଡିବା ଏକ ଜଘନ୍ୟ ଅପରାଧ ବୋଲି ଜିଲ୍ଲାପାଳ ଏସପି ପ୍ରକାଶ କରି ସାତ ଦିନ ଭିତରେ ଏ ସମସ୍ୟା ର ସମାଧାନ ପାଇଁ ପ୍ରତିଶୃତି ଦେବା ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିବା ସୂଚନା ମିଳିଛି l ପ୍ରକାଶ ଥାଉ କି ଯେ ଏହା ର ନିର୍ମାଣ ଆରମ୍ଭରୁ ଜିଲ୍ଲା ପ୍ରଶାସନ କୁ ଅନେକ ଥର ସ୍ଥାନୀୟ ଲେକେ ଓ ବୁଦ୍ଧିଜୀବୀ ଅଭିଯୋଗ କଲା ପରେ ବି କୌଣସି ସୁଫଳ ମିଳି ନ ଥିବା ବେଳେ ନୂତନ ଜିଲ୍ଲାପାଳ ଙ୍କ ହସ୍ତକ୍ଷେପ ପରେ ଏହାର କିଛି ସମାଧାନ ର ବାଟ ଫିଟିବ ବୋଲି ଏ ଅଞ୍ଚଳ ବାସୀ ଆଶାବାଦୀ ଅଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like