-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

“ଅଞ୍ଚଳର ବିକାଶରେ ପର୍ଯ୍ୟଟନର ଭୂମିକା ” ଶୀର୍ଷକ ଆଲୋଚନାଚକ୍ର: ପର୍ଯ୍ୟଟନର ବିକାଶ ହେଲେ ନିଯୁକ୍ତି ସୃଷ୍ଟିହୋଇ ଅର୍ଥନୈତିକ ବିକାଶ ହୋଇଥାଏ

25-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ଦେଓଗାଁ ବ୍ଲକ ଅନ୍ତର୍ଗତ ମକୁନ୍ଦପୁର ପଞ୍ଚାୟତର ଭୀମଡୁଙ୍ଗୁରୀ ପର୍ଯ୍ୟଟନ ସ୍ଥଳୀଠାରେ ଚାଲିଥିବା ୧୧ ତମ ଭୀମପାହାଡ ମହୋତ୍ସବ ଅବସରରେ ଅଞ୍ଚଳର ବିକାଶରେ ପର୍ଯ୍ୟଟନର ଭୂମୀକା ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଭୀମଡୁଙ୍ଗୁରୀର କଲ୍ୟାଣମଣ୍ଡପ ସଭାକକ୍ଷରେ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱ ଓ ସଂଯୋଜନାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ହରପ୍ରସାଦ ଭୋଇ, ସମ୍ମାନୀତଅତିଥି ଭାବରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଇତିହାସ ବିଭାଗର ମୁଖ୍ୟ ଡ.ସଂଗୀତାରାଣୀ ବେଦବାକ, ଗୁରୁଶ୍ରୀ ଘାସିରାମ ମିଶ୍ର ଓ ଆଲୋଚକ ଭାବରେ ବଲାଙ୍ଗୀର ବିଇଡିକଲେଜର ଅଧ୍ୟାପକ ଡ.ଜଗନ୍ନାଥ ସାହୁ, ସଂସ୍କୃତି ଗବେଷକ ରାଜୀବ ସାଗରିଆ, କେଭି କଲେଜ କଣ୍ଟାବାଞ୍ଜିର ଅଧ୍ୟାପକ ଡ.ସଂଜୟକୁମାର ମିଶ୍ର ଓ ଐତିହାସିକ ସାଲେଗ୍ରାମ ହୋତା ପ୍ରମୁଖ ଯୋଗଦେଇଥିଲେ । ପର୍ଯ୍ୟଟନ ଆଜି ଶୀଲ୍ପ ହେବାକୁ ଯାଉଛି ଓ ଏହା ଯୋଗୁଁ  ପରୋକ୍ଷ ଓ ପ୍ରତ୍ୟକ୍ଷଭାବରେ ନିଯୁକ୍ତ ସୃଷ୍ଟି ହୋଇ ଅଞ୍ଚଳର ଅର୍ଥନୈତିକ ବିକାଶ ହୋଇଥାଏ ବୋଲି ବକ୍ତାଗଣ ମତବ୍ୟକ୍ତ କରିଥିଲେ । ଆଲୋଚକ ଡ.ଜଗନ୍ନାଥ ସାହୁ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ,

ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରୁ ଆୟ ବଢୁଛି । ବର୍ଷକୁ ପ୍ରାୟ ୧୦ହଜାର କୋଟି ଟଙ୍କା କେବଳ ପର୍ଯ୍ୟଟନରୁ ଆୟ ହେଉଛି । ଠିକ ସେହିପରି ଆମେରିକା ପରି ଉନ୍ନତ ଦେଶରେ ପର୍ଯ୍ୟଟନକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଆମେରିକାରେ ବର୍ଷକୁ ପ୍ରାୟ ୨.୫ ଟ୍ରିଲିୟନ ଡଲାର ଆୟ ହେଉଥିବା ସେ ତଥ୍ୟ ରଖିଥିଲେ । ଭାରତ କାଶ୍ମୀର,ରାଜସ୍ଥାନ,ଗୁଜରାଟ,ଉତ୍ତାଖଣ୍ଡରେ ଶୀଲ୍ପର ବିକାଶ କରାଯାଇ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଯାଉଛି । ଓଡିଶା ତଥା ବଲାଙ୍ଗୀରରେ ମଧ୍ୟ ପର୍ଯ୍ୟଟନର ଯଥେଷ୍ଟ ସମ୍ଭାବନା ରହିଛି ଓ ଏହି କ୍ଷେତ୍ରକୁ ବିକଶିତ କଲେ ନିଯୁକ୍ତି ସୃଷ୍ଟି ହେବ ଓ ଲୋକଙ୍କର ଅର୍ଥନୈତିକ ବିକାଶ ହେବ ବୋଲି ଡ.ସାହୁ ମତବ୍ୟକ୍ତ କରିଥିଲେ । ଠିକ ସେହିପରି ରାଜୀବ ସଗରିଆ ତାଙ୍କ ବକ୍ତବ୍ୟରେ କହିଲେ ଯେ,ଚାଣକ୍ୟଙ୍କ ଅର୍ଥଶାସ୍ତ୍ର,ଚୀନ ପରିବ୍ରାଜକ ହୁଏନସାଂ,ଫାହିୟାନ ଙ୍କ ବୃତାନ୍ତରେ ଆଜିର ପଶ୍ଚିମଓଡିଶାକୁ ଇନ୍ଦ୍ରବନ କୁ୍‌ହାଯାଇଛି । ଅନ୍ୟାନ୍ୟ ଐତିହାସିକ ପୁସ୍ତକରେ ଏକ ସମୃଦ୍ଧ ଅର୍ଥନୀତିକ ଅଞ୍ଚଳ ଭାବରେ ପରିଚିତ ଥିବା ଆମ ଅଞ୍ଚଳ ପରିବର୍ତ୍ତି ସମୟରେ ଭୁକର ଭୂଗୋଳ ପାଲଟିଯାଇଛି । ମାରାଗୁଡା ଭଳି ଉନ୍ନତସଭ୍ୟତା ଅଞ୍ଚଳକୁ ପୂର୍ବକାଳରେ ମହେଞ୍ଜୋଦାରୋ ସଭ୍ୟତା ସହିତ ତୁଳନା କରାଯାଏ । ଆମ ଅଞ୍ଚଳରେ ହୀରା,ନିଳା,ମୋତି ମାଣିକ୍ୟ ଭଳି ଦୁର୍ମୁଲ୍ୟ ଧାତୁ ରହିଆସିଛି । ଆମ ଜିଲ୍ଲାର ରାଣୀପୁର ଝରିଆଳ,ହରିଶଙ୍କର,ନରସିଂହ ନାଥ ଇତ୍ୟାଦି ଅଞ୍ଚଳକୁ ଅନ୍ୟାନ୍ୟ ପର୍ଯ୍ୟଟନସ୍ଥଳୀ ସହିତ ଯୋଡିଲେ ଲୋକଙ୍କ ମଧ୍ୟରେ ଭାବଗତ ସଂମ୍ପର୍କ ବଢିବ ଓ ବ୍ୟବସାୟ ବଢି ଅର୍ଥନୈତିକ ବିକାଶ ହେବ ବୋଲି ଶ୍ରୀ ସଗରିଆ ମତ ଦେଇଥିଲେ । ରାଜେନ୍ଦ୍ରବ ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗର ମୁଖ୍ୟ ଡ.ସଂଗୀତାରାଣୀ ବେଦବାକ ତାଙ୍କ ବକ୍ତବ୍ୟରେ ପର୍ଯ୍ୟଟନର ପ୍ରକାରଭେଦ ଉପରେ ଆଲୋଚନା କରିବା ସହିତ ଏହା ଫଳରେ ଅନେକ କ୍ଷେତ୍ର ଯଥା-ଗମନାଗମନ,ସାମାଜିକ ତଥା ଅର୍ଥନୈତିକ ବିକାଶ ହୋଇଥାଏ ବୋଲି କହିଥିଲେ । ରେଜିଷ୍ଟାର ଶ୍ରୀ ଭୋଇ ତାଙ୍କ ବକ୍ତବ୍ୟରେ ଭୀମଡୁଙ୍‌ୁରୀର ଐତିହ୍ୟ ଉପରେ ବିଶ୍ୱବିଦ୍ୟାଳୟ ଗବେଷଣା କରାଇବାକୁ ପଦକ୍ଷେପ ନେବ ବୋଲି କହିଥିଲେ । ଡ.ସଂଜୟକୁମାର ମିଶ୍ର ତାଙ୍କ ବକ୍ତବ୍ୟରେ ପାହାଡ,ନଦୀ,ଗାଁବନ୍ଧ ଇତ୍ୟାଦିକୁ ସ୍ଥାନୀୟ ଅଞ୍ଚଳ ନିଜର ବୋଲି ଭାବିଲେ ତାହାର ଉନ୍ନତି ହେବ ଓ ଏହା ଲୋକଙ୍କର ବିକାଶରେ ସହାୟକ ହେବ ବୋଲି କହିଥିଲେ । ବଲାଙ୍ଗୀର ଜିଲ୍ଲାର ପର୍ଯ୍ୟଟନକ୍ଷେତ୍ର ଗୁଡିକର ବିକାଶ ହେଲେ ଜିଲ୍ଲାର ବିକାଶ ନିଶ୍ଚୟ ହେବ ବୋଲି ମତ ପ୍ରକାଶ ପାଇଥିଲା । ମହୋତ୍ସବ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେର ଅତିଥିଗଣଙ୍କୁ ସ୍ୱାଗତ କରିଥିବା ବେଳେ କମିଟିର ସଭାପତି ପ୍ରମୋଦ ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ । ଆଜିର ଏହି ଆଲୋଚନାଚକ୍ରରେ ବଲାଙ୍ଗୀର ଜିଲ୍ଲାର ରାଜେନ୍ଦ୍ର କଲେଜ, ବଲାଙ୍ଗୀର ସରକାରୀ କଲେଜ,ଉପରଝର ମହିଳା କଲେଜ, ଦେଓଗାଁ,ଜରାସିଂହା,ରୁଷୁଡା,ମହିମୁଣ୍ଡା କଲେଜ, ଗୌରଗୋଠ କଲେଜ ଓ କଣ୍ଟାବାଞ୍ଜି କେଭି କଲେଜର ଦେଢଶହରୁ ଅଧିକ ଛାତ୍ରଛାତ୍ରୀ ଓ ଅଧ୍ୟାପକ/ଅଧ୍ୟାପିକା ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମହୋତ୍ସବ କମିଟିର ଗୋବର୍ଦ୍ଧନ ସାହୁ, ଅଭିମନ୍ୟୁ ମାଝୀ,ରୂପାଧର ପୁଟା,ମହମ୍ମଦ ରଣା,ଭୋଜରାଜ ରଣା ପ୍ରମୁଖଙ୍କ ସହିତ ବହୁସଂଖ୍ୟାରେ ଲୋକ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like