-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ରାଜ୍ୟ

ମାଲ୍ୟବନ୍ତ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

25-Oct-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଡିସେମ୍ବର ୧୪ ରୁ ୧୮ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍ ୫ ଦିନ ବ୍ୟାପି ସ୍ଥାନୀୟ ଡିଏନକେ ଖେଳ ପଡିଆ ଠାରେ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବ- ୨୦୨୫ ଅନୁଷ୍ଠିତ ହେବ। ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ମାଲ୍ୟବନ୍ତ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକରେ ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ସୋମେଶ କୁମାର ଉପାଧ୍ୟାୟ ଅଧ୍ୟକ୍ଷତା କରିଥିବା ବେଳେ  ଜିଲ୍ଲା ପରିଷଦ ଅଧ୍ୟକ୍ଷା, ସମାରୀ ତାଙ୍ଗୁଲ, ଉପାଧ୍ୟକ୍ଷ, ପତିତ ପାବନ ବୈଦ୍ୟ, ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ବନଖଣ୍ଡ ଅଧିକାରୀ ସାଇ କିରଣ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ, ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ୍,
ସାଂସଦ ପ୍ରତିନିଧି  ସଞ୍ଜୟ ସରକାର, ମାଲକାନଗିରି ବିଧାୟକ ପ୍ରତିନିଧି ନିହାର ରାୟ ଓ ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି  ଗୋବିନ୍ଦ ପାତ୍ର ଯୋଗଦେଇ ଥିଲେ। ପାରମ୍ପରିକ ଲୋକ କଳା ଓ ଲୋକ ନୃତ୍ୟ, ପାରମ୍ପରିକ ଜନଜାତି ଭାଷା ସଂସ୍କୃତି ପରମ୍ପରାକୁ ବଜାୟ ରଖି ଏହି ମହୋତ୍ସବକୁ ପାଳନ କରିବା ପାଇଁ ଜିଲ୍ଲାପାଳ ଗୁରୁତ୍ଵାରୋପ କରିଛନ୍ତି। ଏହି ମହୋତ୍ସବକୁ ଆଡମ୍ବର ଓ ଶାନ୍ତିଶୃଙ୍ଖଳାର ସହ ଆୟୋଜନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଡିସେମ୍ବର ୨,୩ ଓ ୪ ତାରିଖରେ ବ୍ଲକ ସ୍ତରୀୟ ମହୋତ୍ସବ ପାଳନ ନିମନ୍ତେ ଏଠାରେ ନିଷ୍ପତ୍ତି ନିଆଯାଇଛି। ନଭେମ୍ବର ୩୦ ତାରିଖରେ ସାତଟି  ବ୍ଲକ୍ ର ପବିତ୍ର ସ୍ଥାନରୁ କଳସ ଜଳ ସଂଗ୍ରହ କରାଯାଇ ଜିଲ୍ଲା ସଦର ମହକୁମାସ୍ଥିତ ଭୈରବୀ ମନ୍ଦିର ଠାରେ ଏକତ୍ରିତ ହୋଇ ଜଗନ୍ନାଥ ମନ୍ଦିର ଅଭିମୁଖେ ଶୋଭାଯାତ୍ରା କରାଯିବ। ଚଳିତ ବର୍ଷ ନୌକା ଚାଳନା ପ୍ରତିଯୋଗିତା ପାଇଁ ଅନ୍ୟ ଜିଲ୍ଲାକୁ ମଧ୍ଯ ନିମନ୍ତ୍ରଣ କରାଯିବ। ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବ୍ୟକ୍ତି ବିଶେଷଙ୍କୁ ମାଲ୍ୟବନ୍ତ ମହୋତ୍ସବରେ ସମ୍ମାନିତ କରାଯିବ। ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ଯ ସଂସ୍କୃତି ଭବନ ଠାରେ ଦୁଇ ଦିନ ଧରି ଲୋକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେବ।  ପୂର୍ବ ବର୍ଷ ଭଳି ମିନି ମାରାଥନ,  ନୌକା ଚାଳନା ଓ ପଥ ଉତ୍ସବ ଆୟୋଜନ ହେବ। ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା ସ୍ବାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ  ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝି, ପିଏ ଆଇଟିଡିଏ, ହଳଧର ଶବର, ଅର୍ଥ ପରିଚାଳକ ମାନସ ମିଶ୍ରଙ୍କ ସମେତ ସମସ୍ତ ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଦସ୍ୟ, ବିଡିଓ, ତହସିଲଦାର ଓ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like