-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ଜିଲ୍ଲା

୧୧ତମ ଭୀମପାହାଡ ମହୋତ୍ସବ-୨୦୨୫ ଉଦ୍‌ଯାପିତ... ଐତିହ୍ୟ, ପରମ୍ପରାକୁ ସୁରକ୍ଷା ଦେବା ଆମସମସ୍ତଙ୍କର କର୍ତ୍ତବ୍ୟ-ବିଧାୟକ କଳିକେଶ

26-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରୀ ପର୍ଯ୍ୟଟନ ସ୍ଥଳୀ ଠାରେ ଗତ ୫ଦିନ ଧରି ଚାଲିଥିବା ୧୧ତମ ଭୀମପାହାଡ ମହୋତ୍ସବ ଶନିବାର ସଂଧ୍ୟାରେ ଉଦଯାପିତ ହୋଇଯାଇଛି । ପ୍ରତ୍ୟହ ଏଠାରେ ନାମସଂକିର୍ତ୍ତନ ସହିତ କଂସଦରବାର ଓସାଂସ୍କୃତିକସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲୁରହିଥିଲା । ଶନିବାର ରାତିର ଶେଷରଜନୀରେ କଂସବଧ ସହିତ ମହୋତ୍ସବ ଉଦଯାପିତ ହୋଇଥିଲା । ଶେଷ ସଂଧ୍ୟାରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ଯୋଗଦେଇ ମହୋତ୍ସବ ଆୟୋଜକ କମିଟିକୁ ପ୍ରଶଂସା କରିବା ସହିତ ଐତିହ୍ୟ ଓ ପରଂମ୍ପରାକୁ

ସୁରକ୍ଷାଦେବା ଆମସମସ୍ତଙ୍କର କର୍ତ୍ତବ୍ୟ ବୋଲି କହିଥିଲେ । ଏହା ସହିତ ଭୀମପାହାଡର ବିକାଶ ପାଇଁ ଆଗକୁ ନିଆଯାଉଥିବା ପଦକ୍ଷେପ ବିଷୟରେ ମଧ୍ୟ ଜନସାଧାରଣଙ୍କୁ କହିଥିଲେ । ମହୋତ୍ସବ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେରଙ୍କ ସଭାପତିତ୍ୱ ଓ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ପୂର୍ବତନ ବିଡିସିସି ସଭାପତି ସୁଶୀଳକୁମାର ଚାନ୍ଦ,ମୁରିବାହାଲ ବ୍ଲକର ପୂର୍ବତନ ଅଧ୍ୟକ୍ଷ ହଂସଲାଲ ଜୈନ ଯୋଗଦେଇଥିଲେ । କମିଟିର ଉପଦେଷ୍ଟା ଶୈଳେନ୍ଦ୍ରକୁମାର ସାହୁ ସ୍ୱାଗତ ଅଭିଭାଷଣ ରଖିଥିବା ବେଳେ କମିଟିର ସଭାପତି ପ୍ରମୋଦ ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ କଂସଭୂମିକାରେ ଅଭିନୟ କରୁଥିବା କଳାକାର ରବିନ୍ଦ୍ର ସାହୁ,ମହୋତ୍ସବ କମିଟିର ରାଜେଶ ନାଏକ ଓ ଦୟାସାଗର ନାଏକଙ୍କୁ ମେମେଣ୍ଟୋ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ମହୋତ୍ସବ କମିଟିର

ସଂପାଦକ ଗୋବର୍ବ୍ଧନ ସାହୁ, କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ,ନନ୍ଦିକିଶୋର ନାଏକ,ରୂପାଧର ପୁଟା,ପିତାମ୍ବର ପଧାନ,ସାର୍ଥକ ଭୋଇ,ଭୋଜରାଜ ରଣା,ମହମ୍ମଦ ରଣା ପ୍ରମୁଖଙ୍କ ସହ ବହୁସଂଖ୍ୟାରେ କର୍ମକର୍ତ୍ତା ମହୋତ୍ସବର ସଫଳତାରେ ସହଯୋଗ କରିଥିଲେ । ମହୋତ୍ସବ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେର ଭୀମଡୁଙ୍ଗୁରୀ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ଅଞ୍ଚଳବାସୀଙ୍କ ସହଯୋଗକୁ ପ୍ରଶଂସା କରି ଆଗାମୀଦିନରେ ମହୋତ୍ସବ ଜରିଆରେ ଅଞ୍ଚଳର ସାମାଜିକ ଓ ଅର୍ଥନୈତିକ ବିକାଶ କରାଯାଇ ପାରିବ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like