-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ଜିଲ୍ଲା

ନକଲି ୪ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ,୩ଗିରଫ

26-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସମ୍ପ୍ରତି ବିନିକା ଅଞ୍ଚଳରେ ଠକାମୀ ବଡ଼ି ଚାଲିଛି ।ଜେନେତେନେ ପ୍ରକାରରେ ଦୃର୍ବୁତ୍ତ ମାନେ ଟଙ୍କା କମେଇବାର ଲୋଭ ନେଇ ଲୋକଙ୍କୁ ଠକି ଚାଲିଛନ୍ତି। ଦୁପ୍ଲିକେଟ ଟଙ୍କାକୁ ଅର୍ଜିନାଲ ଭଳିଆ ତିଆରି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରି ଲୋକଙ୍କୁ ଭକୁଆ ବନାଉଥିବା ପରିଲକ୍ଷିତ ହେଉଛି। ଯାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଖୋଦ୍ ବିନିକା ଅଞ୍ଚଳରେ ।ପୋଲିସ କୌଣସି ସୂତ୍ରରୁ ଖବର ପାଇ ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ କରି ନକଲି ୪ଲକ୍ଷ ୧୫ଶହ ଟଙ୍କା ଜବତ କରିଛି ।ଏଥିରେ ସଂପୃକ୍ତ ଥିବା ଫୁଲମୁଠି ଗ୍ରାମର ଅଭିଷେକ ହୋତା(୨୩),ବିନିକା ବେତେରାପଡ଼ାର ଅଶୋକ ନାଏକ(୨୮) ଏବଂ ନକଲି ଟଙ୍କା ଦେଇଥିବା ଲଛିପୁର ଥାନା ରେଙ୍ଗାଲି ଗ୍ରାମର ଜୟ ନାରାୟଣ ବସ୍ତିଆ(୨୭)ଙ୍କୁ ଗିରଫ କରାଯାଇଛି ।ଏନେଇ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ବିନିକା ଥାନାରେ ଏକ ସାମ୍ବାଦିକ ସମ୍ମିଳନୀ କରି ଘଟଣାର ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରିଛନ୍ତି।ତାଙ୍କ ସୂଚନା ଅନୁସାରେ ୮୦୩ଖଣ୍ଡ ୫୦୦ସହ ଟଙ୍କିଆ ନକଲି ନୋଟ ଜବତ କରାଯାଇଛି ।ତେବେ ଏଥିରେ ସଂପୃକ୍ତ ଅଭିଷେକ ଓ ଅନିଲ କୁଆଡେ ଉକ୍ତ ନକଲି ଟଙ୍କାକୁ ଅନ୍ୟ କାହାକୁ ଦେବାପା ପାଇଁ ଫୁଲମୁଠି ଗ୍ରାମ ନିକଟରେ ଅପେକ୍ଷା କରି ରହିଥିଲେ । ଠିକ ସେହି ସମୟରେ ପୋଲିସ ପହଞ୍ଚି ସେମାନଙ୍କୁ କାବୁ କରି ନକଲି ଜାଲ ଟଙ୍କା ଜବତ କରିଥିଲା ଓ ତାଙ୍କ ଠାରୁ ୩ଟି ମୋବାଇଲ ମଧ୍ୟ ଜବତ କରାଯାଇଛି।ଅଭିଯୁକ୍ତ ମାନଙ୍କୁ କୋଟ ଚଲାଣ କରାଯାଇଥିବା ଏସପି ସୂଚନା ଦେଇଥିଲେ । ସମ୍ବିଲନୀରେ ବିନିକା ଥାନା ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like