-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଟାଉନ ବାଳିକା ଉଚ୍ଚବିଦ୍ୟାଳୟର ଡାଇମଣ୍ଡ୍ ଜୁବୁଲି ଅବସରରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

26-Oct-2025



ବଲାଙ୍ଗୀର(ପ୍ରେରଣା ଖବର) ଆଜି ସଂଧ୍ୟାରେ ବଲାଙ୍ଗୀର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ତାର ଡାଇମଣ୍ଡ ଜୁବୁଲି ପାଳନ କରିବାକୁ ଯାଉଛି। ଶରତ ପାଣିଗ୍ରାହୀ ଫାଉଣ୍ଡେସନ ଓ ଟାଉନ ବାଳିକା ଉଚ୍ଚବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଉତ୍ସବ ଅବସରରେ ଆଜି ସକାଳ ୧ଠଟା ସମୟରେ ସ୍କୁଲ ପରିସରରେ ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଓ ମାଗଣା ଔଷଧ ବଂଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡାଇବେଡିସ, ବଡ୍ଲପ୍ରେସର ଆଖି, କାନ ଜନିତ ବିଭିନ୍ନ ରୋଗର ପରୀକ୍ଷା କରାଯାଇ ରୋଗୀ ମାନଙ୍କୁ ଔଷଧ ପ୍ରଦାନ

କରାଯାଇଥିଲା । ଏଥିରେ ପ୍ରାୟ ୨ଠଠଜଣ ପୁରୁଷ ଓ ମହିଳା ଯୋଗ ଦେଇ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଏହି ଶିବିରକୁ ସଫଳ କରିବାରେ ସ୍କୁଲର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡ. ଚିତ୍ତରଂଜନ ମିଶ୍ର, ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ଏମ୍‌ଡି ଡ. ଦେବାଶିଷ ରଥ, ଡ. ଏନ୍‌.ଟି ମିଂଜ, ବୁର୍ଲା ଭୀମସା ର ଡ. ସ୍ମିତା ପଣ୍ଡା, ଡ. ଡ. ଟି.କେ ପାଲିତ, ଡ. ସୌରଭ 

ତ୍ରିପାଠୀଙ୍କ ସମେତ ଅନ୍ୟାନ୍ୟ ମେଡିକାଲ ଷ୍ଟାଫ୍ ଯୋଗ ଦେଇ ଲୋକ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ଜେ.ବି ଫାର୍ମାର ମେଡିକାଲ ରିପ୍ରରେଜେଣ୍ଟିଭ ପଦ୍ମନିଧି ପଟେଲ, ମାଇକ୍ରୋ ଲ୍ୟାବ୍ ର ଅନୀଲ କୁମାର ନାୟକ, ଏମ୍‌ଏମ୍‌ସି ଫାର୍ମାର ଶୁଭମ ନାୟକ ଓ ପ୍ରୀତମ୍ ଫାର୍ମାର ସଲୋମାନ ସୁନା ପ୍ରମୁଖ ବିଶେଷ ସହଯୋଗ କରିଥିଲେ । ସ୍କୁଲର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ରଙ୍କ ତତ୍ତ୍ୱାବଧାନରେ ଏହି ସ୍ୱାସ୍ଥ୍ୟ ଶିବିର ପରିଚାଳିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like