-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||     

HOME   ଜିଲ୍ଲା

*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ବ୍ରାହ୍ମଣ ସମାଜର ବୈଠକ*

26-Oct-2025



(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ଡାବୁଗାଁ ବ୍ରାହ୍ମଣ ସମାଜ ର ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବ୍ରାହ୍ମଣ ସମାଜ ବ୍ଲକ ସଭାପତି ଶିବ ପ୍ରସାଦ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବୈଠକରେ  ସୁରେନ୍ଦ୍ର ମିଶ୍ର, ଧିରେନ୍ଦ୍ର ତ୍ରିପାଠୀ, ଦୂର୍ଗା ପ୍ରସାଦ ରଥ, ସତ୍ୟନାରାୟଣ ଚୌଧୁରୀ,ରାଜେନ୍ଦ୍ର ମିଶ୍ର, ରଘୁନାଥ ଷଡ଼ଙ୍ଗୀ, ଲକ୍ଷ୍ମୀକାନ୍ତ ରଥ, ଗୁପ୍ତ ରଥ, ଅଜୟ ବହ୍ଲଭ ପଣ୍ଡା, ଦିନବନ୍ଧୁ ଗନ୍ତାୟତ, ବାବୁଲି ପଣ୍ଡା, ଗୋବିନ୍ଦ ପଣ୍ଡା, ଅଭିରାମ ପାଢ଼ୀ , ସରୋଜ ମିଶ୍ର, ରିଙ୍କୁ ମିଶ୍ର, ତ୍ରୀନାଥ ଦାଶ, କମଳାକାନ୍ତ ରଥ, ହୃଷିକେଶ ପାତ୍ର,ସୁଜିତ କୁମାର ଦାସ,ସୁନିଲ୍ ଦାସ, ପ୍ରଶାନ୍ତ ପଣ୍ଡା,ସୁଶୀଲ ଦାସ, ନରସିଂହ ଗନ୍ତାୟତ ପ୍ରମୁଖ ଉପସ୍ଥିତ ଥିଲେ। ବ୍ରାହ୍ମଣ ସମାଜ ର ବିଭିନ୍ନ କାର୍ଯ୍ୟକ୍ରମ ଓ ସମାଜକୁ ସୁଦୃଢ କରିବା ନିମନ୍ତେ ଆଲୋଚନା କରାଯାଇ ଥିଲା।ବ୍ଲକର ୧୦୦ରୁ ଉର୍ଦ୍ଧ ସମାଜର ସଦର୍ଶଆଜିର ବୈଠକରେ ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026

You Might Also Like