-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ପିତାମ୍ବର ପଧାନ ମେମୋରିଆଲ ଫୁଟବଲ ଟୁଣ୍ଟାମେଣ୍ଟ : ବଳେନପାଲି ଚମ୍ପିୟାନ

26-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଶଙ୍କରା ବୀରସୁରେନ୍ଦ୍ର ସାଏ ଖେଳପଡିଆ ଠାରେ ୟଙ୍ଗଷ୍ଟାର ଫୁଟବଲ ଆସୋସିଏସନ ଆନୁକୂଲ୍ୟରେ ୧୩ତମ ପିତାମ୍ବର ପଧାନ ମେମୋରିଆଲ ଫୁଟବଲ ଟୁଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଶଙ୍କରା ସରପଞ୍ଚ ଅଶୋକ ପୃଷ୍ଟି ,ପୂର୍ବତନ ସମିତି ସଭ୍ୟ ଦାଶରଥି ନନ୍ଦ,ଶିକ୍ଷାବିତ ଧୃବ ଚରଣ ନାଏକ,ସରୋଜ ଦାଶ, ସତ୍ୟ ଦାଶ ପ୍ରମୁଖ ଯୋଗ ଦେଇ ଉଦଘାଟନ କରିଥିଲେ l ଟୁଣ୍ଟାମେଣ୍ଟରେ ମେଘେଲା, କଦଳିପାଲି,ପପଙ୍ଗା,ଚରଦା, ବଳେନପାଲି,ସାରସମାଲ,ବିଏମପୁର, କଦଳିପାଲି ପ୍ରମୁଖ ଦଳ ଅଂଶ ଗ୍ରହଣ କରିଥିଲେ l ପ୍ରଥମ ସେମି ଫାଇନାଲ ମେଘେଲା ଓ ପପଙ୍ଗା ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏଥିରେ ମେଘେଲା ଦଳ ବିଜୟୀ ହୋଇ ଫାଇନାଲରେ ପ୍ରଵେଶ କରିଥିଲା l ଦ୍ଵିତୀୟ ସେମି ଫାଇନାଲ ଖେଳ ବଲେନପାଲି ଓ ବିଏମପୁର ମଧ୍ୟରେ ଅନୁଷ୍ଠିତ ହୋଇ ବଲେନପାଲି ଦଳ ଫାଇନାଲରେ ପ୍ରଵେଶ କରିଥିଲା l ଶେଷରେ ମେଘେଲା ଓ ବଲେନପାଲି ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏଥିରେ ଟ୍ରlଇବ୍ରେକର ଜରିଆରେ ବଲେନପାଲି ଦଳ ଚମ୍ପିୟାନ ହୋଇଥିଲା l ଖେଳ ଗୁଡ଼ିକୁ ନରସିଂହ ସେଠୀ,ଆନନ୍ଦ ବଢେଇ,ବାବୁଲାଲ ସାହୁ,ଅଜିତ ଠେଲା, ଆଶିଷ ପଣ୍ଡା,ଜୀତେନ୍ଦ୍ର ଥନାପତି  ପରିଚାଳନା କରିଥିବା ବେଳେ ସଞ୍ଜୟ ପଟ୍ଟନାୟକ ଖେଳର ଧାରାବିବରଣୀ ପ୍ରଦାନ କରିଥିଲେ l ସ୍ବର୍ଗତ ପିତାମ୍ବର ପ୍ରଧାନଙ୍କ ସୁପୁତ୍ର ତଥା ଯୁବ ଆଇନଯିବି ଜୟପ୍ରକାଶ ପଧାନଙ୍କ ସଭାପତିତ୍ତ୍ଵରେ ଆୟୋଜିତ ଉଦଯାପନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡ ରାଜେନ୍ଦ୍ର ପାତ୍ର, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦିନବନ୍ଧୁ ନାୟକ,ଶଶିଭୂଷଣ ଶତପଥୀ, ଚନ୍ଦ୍ରଶେଖର ପଣ୍ଡା ପ୍ରମୁଖ ଯୋଗଦେଇ ବିଜେତା ଓ ଉପବିଜେତା ଦଳକୁ ଟ୍ରଫି ସହ ପୁରସ୍କୃତ କରିଥିଲେ l ଏଥିରେ ଭାଗିରଥି ବାଗ,ଶଙ୍କର ପଣ୍ଡା,ପ୍ରସନ୍ନ ସାହୁ,ନନ୍ଦକିଶୋର ବାଗ,ସଞ୍ଜୀବ ସାହୁ, ଲୁକୁ ମୁଣ୍ଡା,ସନ୍ତୋଷ ମୁଣ୍ଡା,ପ୍ରମୋଦ ବାଗ,ସୁମନ୍ତ ପାଣ୍ଡେ ପ୍ରମୁଖଙ୍କ ସମେତ ଆସୋସିଏସନର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like