-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||     

HOME   ଜିଲ୍ଲା

ନୂଆପଡ଼ା ଉପନିର୍ବାଚନ: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ୱାୟୀ. ବି. ଖୁରାନିଆ ଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା

26-Oct-2025



ନୂଆପଡ଼ା ଉପନିର୍ବାଚନ ନିକଟବର୍ତ୍ତୀ ହେବା ସହିତ ରାଜ୍ୟ ପୋଲିସ ପ୍ରଶାସନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ନିର୍ବାଚନ ପରିପେକ୍ଷିରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ (DGP) ଶ୍ରୀ ଖୁରାନିଆ ନୂଆପଡ଼ା ଜିଲ୍ଲାକୁ ଗସ୍ତ କରି ସୁରକ୍ଷା ବ୍ୟବସ୍ଥା ଖତିଆନ ନେଲେ।

ସେ ଜିଲ୍ଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ ଓ ଉଚ୍ଚ ଅଧିକାରୀମାନଙ୍କ ସହ ବିଶେଷ ସମୀକ୍ଷା ବୈଠକ କରି ନିର୍ବାଚନ ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଆବଶ୍ୟକ ନିର୍ଦ୍ଦେଶ ଜାରି କରିଛନ୍ତି। ସେହିସହିତ, ମାଓପ୍ରଭାବିତ ଅଞ୍ଚଳରେ ସୁରକ୍ଷା ଯାଞ୍ଚ ବଢ଼ାଇବା ଓ ଅତିରିକ୍ତ ସେନା ନିଯୁକ୍ତି ନେଇ ଆଲୋଚନା ହୋଇଛି।

ଡିଜିପି ଖୁରାନିଆ କହିଛନ୍ତି, “ନିର୍ବାଚନକୁ ଶାନ୍ତିପୂର୍ଣ୍ଣ ଭାବେ ସଂପନ୍ନ କରିବା ଆମ ପ୍ରାଥମିକତା। ମାଓପ୍ରଭାବିତ ଅଞ୍ଚଳଗୁଡ଼ିକୁ ସୁରକ୍ଷା ଛତ୍ରରେ ରଖିବା ପାଇଁ ସମସ୍ତ ଏଜେନ୍ସି ସମନ୍ୱୟରେ କାର୍ଯ୍ୟ କରୁଛି।”

ନୂଆପଡ଼ା ଓ ସିନାପାଲି ଅଞ୍ଚଳରେ ସେ ମାଓପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥାନୀୟ ପୋଲିସ ଶିବିର ଓ ଚେକପୋଷ୍ଟରେ ସୁରକ୍ଷା ବ୍ୟବସ୍ଥା ଅବଲୋକନ କରିଥିଲେ ।

ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେରଙ୍କ  ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026

You Might Also Like