-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ରାଜ୍ୟ

ଜିଲ୍ଲା ବ୍ରାହ୍ମଣ ମହାସଭାର ପଦ ମଣ୍ଡନ ସମାରୋହ

26-Oct-2025



ବଲାଙ୍ଗୀର(ପ୍ରେରଣା ଖବର):  ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗୀରର ନବନିଯୁକ୍ତ କର୍ମକର୍ତ୍ତାମାନଙ୍କର ପଦ ମଣ୍ଡନ ସମାରୋହ ମହାସଭାର ଅଧ୍ୟକ୍ଷ ଧନଞ୍ଜୟ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ।  ଆଜିକାର ସଭା ନବ ନିର୍ବାଚିତ ବ୍ରାହ୍ମଣ ସଭାର ପ୍ରଥମ ବୈଠକ । ସଭାର ପ୍ରାରମ୍ଭ ଅଧ୍ୟକ୍ଷଙ୍କ ଓଁକାର ଧ୍ୱନି ସହିତ ଆରମ୍ଭ ହୋଇ ନବନିଯୁକ୍ତ ସଭ୍ୟମାନଙ୍କର ବ୍ରାହ୍ମଣ ସମାଜ ଏବଂ ଭାରତ ମାତାଙ୍କ ପ୍ରତି ଐକାନ୍ତିକ ଆନୁଗତ୍ୟ ଶପଥପାଠ ମୁଖ୍ୟ ଅତିଥି ମହନ୍ତ ଶ୍ରୀବ୍ରଜମୋହନ ଶରଣ ଦେବ, ଉପଦେଷ୍ଟା ବ୍ରହ୍ମଶ୍ରୀ ଗିରିଧାରି ଶତପଥି, ବିଜ୍ଞ ବରେଣ୍ଯ ଶ୍ରୀଯୁକ୍ତ ଧର୍ମସିଂହ ମିଶ୍ର, ବିଜ୍ଞ ବରେଣ୍ଯ ଶ୍ରୀଯୁକ୍ତ ଗୋପବନ୍ଧୁ ପୁରୋହିତ ଙ୍କ ଗହଣରେ ପ୍ରବଳ ଜନ ସମାଗମ ମଧ୍ଯରେ ଅନୁଷ୍ଠିତ ହୋଇଥିଲା । ସଂପାଦକ ପଣ୍ଡିତ ଶ୍ୟାମ ସୁନ୍ଦର ଦାଶଙ୍କ ସଂଚାଳନ ରେ ହୋଇଥିବା ଏହି ସଭାରେ ସମସ୍ତ କର୍ମକର୍ତ୍ତାଙ୍କୁ ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିର  ଅଙ୍କିତ ଉପଢୈାକନ ଏବଂ କବିତା ଆକାରରେ ଲିଖିତ ସମ୍ମାନ ସନନ୍ଦ ଶ୍ରୀ ଶ୍ରୀ ମହନ୍ତ ମହାରାଜ ଏବଂ ଉପଦେଷ୍ଟା ମଣ୍ଡଳିଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା । ପରେ ଉପସ୍ଥିତ ସମସ୍ତ ସଭ୍ୟ ତଥା ବ୍ରାହ୍ମଣ ଦେବତାମାନଙ୍କର ଭଗବାନ ଶ୍ରୀ ଶ୍ରୀ ଲକ୍ଷ୍ମୀନୃସିଂହଙ୍କୁ ମନ୍ତ୍ର ପୁଷ୍ପାଞ୍ଜଳି ଏବଂ ଭଜନ ଆରତି ସମର୍ପଣ ରେ ସମଗ୍ର ମନ୍ଦିର ପ୍ରାଙ୍ଗଣ ଗୁଞ୍ଜରିତ ହୋଇଥିଲା ।  କର୍ମକର୍ତ୍ତା ବୃନ୍ଦ ପୁନଃ ମଂମଂଚାସୀ ହୋଇ ବ୍ରାହ୍ମଣ ମହାସଭାର ଉନ୍ନତି କଳ୍ପେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ସଭାରେ ବିରଂଚି ନାରାୟଣ ତ୍ରିପାଠି, ଗୋପବନ୍ଧୁ ଶତପଥୀ, ପଂଚାନନ ବେଦବାକ,ରାମକୃଷ୍ଣ ସତପଥି,ଚନ୍ଦ୍ର କୁମାର ପୁରୋହିତ, ରାମ ଶଙ୍କର ଶତପଥୀ, ଅଶୋକ ମିଶ୍ର, ଷଡାନନ ହୋତା, ଶୁଶାନ୍ତ କୁମାର ପଣ୍ଡା, ଲକ୍ଷ୍ମୀ ପ୍ରସାଦ ଚାନ୍ଦ, ପ୍ରଭୁଦତ୍ତ ଶତପଥି,  ବିଶ୍ୱନାଥ ମିଶ୍ର, ବାଳକୃଷ୍ଣ ଷଡଙ୍ଗି, କବିରାଜ ହୋତା, ଜୟବିହାରି ବେଦବାକ, ଗୋପବନ୍ଧୁ ପୁରୋହିତ, ଗିରିଧାରି ଶତପଥୀ, ଧର୍ମସିଂହ ମିଶ୍ର, ଶ୍ୟାମ ସୁନ୍ଦର ଦାଶ ଓ ସଭାପତି ଧନଞ୍ଜୟ ମିଶ୍ର ନିଜ ନିଜ ବକ୍ତବ୍ୟ ରଖିଥିଲେ । ଆଗାମୀ ଦିନ ମାନଙ୍କରେ  ମହାସଭା ତରଫରୁ ବ୍ରାହ୍ମଣ ସମାଜର ବିଭିନ୍ନ ଉନ୍ନତିମୂଳକ ଆଲୋଚନା କରାଯାଇଥିଲା।ଆଜିକାର ସଭା ପରିଚାଳନା ରେ ସର୍ବଶ୍ରୀ ସଂକୀର୍ତ୍ତନ ତ୍ରିପାଠୀ,ରାଜ କିଶୋର ଦାଶ,ସଂଜୟ କୁମାର ପୁରୋହିତ ଏବଂ ବିଭୁ ପ୍ରସାଦ ସତପଥି ସହଯୋଗ କରିଥିଲେ। ସର୍ବ ଶେଷରେ ସଂପାଦକଙ୍କଦ୍ବାରା ଧନ୍ୟବାଦ ଅର୍ପଣ କଲାପରେ ସଭପତି ସଭାସାଙ୍ଗ ଘୋଷଣା କରିଥିଲେ।
  


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like