-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||     

HOME   ଜିଲ୍ଲା

ନୁଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ l ୭୩ଲକ୍ଷ ୧୪ ହଜାର ୧୪୨ ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୫ ବାଇକ୍ ଓ ଏବଂ ଏକ ଚାରିଚକିଆ ଯାନ ଜବତ l

26-Oct-2025



ନୂଆପଡା (ଚିନ୍ତାମଣି ନେତାମ)
ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ  ତଲାସୀ ଅଭିଯାନ  ଚାଲିଛି l ଗତ ୨୫ ତାରିଖ ରେ ବିଭାଗୀୟ ଅଧିକାରୀ ଯାଞ୍ଚ କରି ୭୦ ଲି ହାତ ରନ୍ଧା ମଦ, , ୨୨୦୦   କେଜି ମହୁଲ ପୋଚ ଏବଂ  ୨୨ କେଜି ଗଞ୍ଜା  ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୩ ଲକ୍ଷ ୪୪   ହଜାର  ଟଙ୍କା ହେବ l ଅଦ୍ୟାବଧି ଅବକାରୀ ବିଭାଗ ୬୯ଲି ବିଅର୍, ୩୮ଲି ବିଦେଶୀ ମଦ, ୪୨୪୦  ଲି ହାତ ରନ୍ଧା ମଦ,୧୦୬୨ ଲି ବାହାର ଭାଟି ମଦ ,୨୬ କେଜି ଗଞ୍ଜେଇ ଏବଂ ୧୦୦୬୦୦ କେଜି ମହୁଲ ପୋଚ ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୭୩  ଲକ୍ଷ ୧୪  ହଜାର ୧୪୨ ଟଙ୍କା ହେବ l ଏହା ସହିତ ପାଞ୍ଚ ଗୋଟି ବାଇକ୍ ଏବଂ ଏକ ଚାରିଚକିଆ ଯାନ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି l  ବର୍ତ୍ତମାନ ସୁଦ୍ଧା ୧୩୫   ଟି ଅବକାରୀ କେଶ୍ ରୁଜ୍ଜୁ ହୋଇଛି ଓ ୮୩   ଜଣଙ୍କୁ ଗିରଫ କରାଯାଇଥିବା ଅବକାରୀ ଅଧିକ୍ଷକ ଜଣାଇଛନ୍ତି l 
ନିର୍ବାଚନ ସମୟରେ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026

You Might Also Like