-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ରାଜନୀତି

ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ପୌରାଞ୍ଚଳ ର ୱାର୍ଡ ନମ୍ବର ୯ ଓ ୧୦ ଠାରେ ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଉପସ୍ଥିତିରେ ବିଜୁ ଜନତା ଦଳର ଜନସମ୍ପର୍କ ପଦ ଯାତ୍ରା

26-Oct-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ପୌରାଞ୍ଚଳ ର ୱାର୍ଡ ନମ୍ବର ୯ ଓ ୧୦ ଅନ୍ତର୍ଗତ ବେହେରାପାଲି  ଠାରୁ ସୁଦପଡ଼ା ହନୁମାନ ପଯ୍ୟନ୍ତ ବିଜୁ ଜନତା ଦଳର ସଭାପତି  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ  ଜନସମ୍ପର୍କ ପଦଯାତ୍ରା ଅଭିଯାନ ହୋଇଥିଲା । ଏଥିରେ ବଲାଙ୍ଗିର ବିଧାୟକ  କଳିକେଶ ନାରାୟଣ ସିଂହଦେଓଙ୍କ ସହିତ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, ଉପାଧକ୍ଷା ଗାୟତ୍ରୀ ଭୋଇ ସହ ଏଥିରେ ବରିଷ୍ଠ ବିଜେଡ଼ି ନଗର ସଭାପତି ତଥା ବରିଷ୍ଠ କାଉନସିଲର ସମ୍ଭୁ ନାଗ ଙ୍କ ସଭାପତିତ୍ବ ଅନୁଷ୍ଠିତ ହୋଇଥିଲା  । ଏହି ପଦଯାତ୍ରାରେ ବିଧାୟକ କହିଥିଲେ ଯେଉଁ  ସହରରେ ବିଗତ ଦିନରେ ବଲାଙ୍ଗିର ସହରର ଭୁମୀହିନ ମାନଙ୍କ ଘରଭାଙ୍ଗି ବଲାଙ୍ଗିର ତଥାକଥିତ ନେତା ନିଜ ନାମରେ ସରକାରୀ ଜମୀ କରେଇ ନେଇଛନ୍ତି ଯାହା ବଲାଙ୍ଗିର ପାଇଁ ଦୁର୍ଭାଗ୍ଯର ବିଷୟ । ଏହା ସହିତ ଦଳର ବରିଷ୍ଠ ନେତୃବୃନ୍ଦ ବିଗତ ନବୀନ ସରକାର ଜନହିତକର କାର୍ଯ୍ଯ ଯୋଜନାକୁ ଆଜିର ଏ ଡବଲ ଇଞ୍ଜିନ ସରକାର ଲୋକଙ୍କ ପାଇଁ କିଛି କରୁନାହିଁ।   କେବଳ ରଙ୍ଗମରା ଓ ମିଥ୍ୟା ପ୍ରତିଶୃତିର ବିଜେପି ସରକାର ବୋଲି ଅଭିଯୋଗ କରି କଡା ସମାଲୋଚନା କରି ଥିଲେ। ଏ ପଦଯାତ୍ରା ଅଭିଯାନ ବଲାଙ୍ଗିର ନିର୍ବାଚନ ମଣ୍ଡଳୀର ବ୍ଲକସ୍ତରରୁ ଆରମ୍ଭ ହୋଇ  ବଲାଙ୍ଗିର ପୌରାଞ୍ଚଳର ବିଭିନ୍ନ ୱାର୍ଡ ରେ ଅନୁଷ୍ଠିତ ହେଉଛି। ଏହା ସମସ୍ତ ୱାର୍ଡରେ

ଅନୁଷ୍ଠିତ ହୋଇ ପଥପ୍ରାନ୍ତ ସଭା କରାଯାଇ ଆଜିର ଡବଲ ଇଞ୍ଜିନ ସରକାରଙ୍କ ଦୁର୍ବଳତା ଓ ବିଗତ ସରକାର ସମୟରେ ହୋଇଥିବା ବିକାଶ ଓ ଉନ୍ନନମୂଳକ କାମ ବଲାଙ୍ଗିରବାସୀଙ୍କ ପ୍ରତି ଅବଦାନ ପହଞ୍ଚାଇବ ବଲାଙ୍ଗିର ବିଜୁ ଜନତା ଦଳ । ଏହି ପଦଯାତ୍ରାରେ ବରିଷ୍ଠ ନେତୃବୃନ୍ଦ ପ୍ରଭାସ ପାଣିଗ୍ରାହୀ, ବିଧୁ ଭୂଷଣ ତ୍ରିପାଠୀ, ପାଣ୍ଡବ କୁମ୍ଭାର, ସାଗର ସଙ୍ଗମ ସତପଥି, ଗୁଞ୍ଜ ଖାଁ, ଦମୟନ୍ତୀ ବାଗ, ସୁମନ ନନ୍ଦ, ସନ୍ତୋଷ ଦନ୍ତା, ମୁନୁ ପୋଢ଼, ଭଗବାନ ବଗର୍ତ୍ତୀ, ମୁନା ଖାଁ, ସୁଦାମ ସାହୁ ସାହୁ,  ଅମୃତ ପଣ୍ଡା, ଦୀପକ ପଣ୍ଡା, ପବିତ୍ର ନେପାକ, ମନିସ ସାଏ ,  କାଉନସିଲର ହେଲେ ଇଶ୍ମତ ଆରା ଖାଁ, ମହେନ୍ଦ୍ର ବାଗ,କିଶୋର କୁମ୍ଭାର, ଲଲାଟେନ୍ଦୁ ପଟ୍ଟନାୟକ,  ଗଙ୍ଗା ଚାନ୍ଦ, ଶତ୍ରୁଘ୍ନ ବାଗ,ନନ୍ଦିନୀ ପୋଢ଼ ସନ୍ତୋଷିନୀ କୁଅଁର ,ପିଙ୍କି କବାଟ ଏବଂ ସଞ୍ଜୁଲତା ଦନ୍ତା, ପ୍ରେମଲତା ନାଏକ, ପ୍ରତିମା ଛତ୍ରିଆ  ସହ ଶତାଧିକ ମହିଳା ଓ  ବିଜୁ ଜନତା ଦଳର କର୍ମୀ ମାନେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like