-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||      *କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   (17-Jun-2026)       ||      ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   (17-Jun-2026)       ||      ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||     

HOME   ଜିଲ୍ଲା

ମହିଷାସୁରଙ୍କ ନିଧନ ସହ ଶେଷହେଲା ୩୭ତମ କଲରାକୋଠା କାଳୀପୂଜା, ଚୁଲବୁଲି ନାୟିକା ସିମରନଙ୍କ ଅଭିନୟ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା

27-Oct-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ୟୁଥ ଫ୍ରେଣ୍ଡସ ଆସୋସିଏସନ କଲରାକୋଠା ଦ୍ୱାରା ଶନିବାର ସଂଧ୍ୟାରେ ଆୟୋଜିତ ୩୭ତମ ଶାରଦୀୟ କାଳୀପୂଜା ଅବସରରେ  ମହିଷାସୁର ଦରବାର ର ଅନ୍ତିମ ସନ୍ଧ୍ୟାର ରଙ୍ଗସଭାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମହିଷାସୁର ଦରବାରରେ ରାଜକୀୟ ମୁଖ୍ୟଅତିଥି ଭାବେ ପୂର୍ବତନ କଣ୍ଟାମାଳ ବିଧାୟକ ଶ୍ରୀଯୁକ୍ତ ମହିଧର ରଣା ଓ ସମ୍ମାନୀତ ଅତିଥି ଭାବେ ବରିଷ୍ଠ ଆଇନଜିବୀ ରାଧାବଲ୍ଲଭ ପ୍ରଧାନ, ସାମ୍ବାଦିକ ପ୍ରଭାତ କୁମାର ସାହୁ, ସମାଜସେବୀ ସନମ ଗୁରୁ, କମିଟି ସଂପାଦକ ପ୍ରକାଶ ରଣା,

କୋଷାଧ୍ୟକ୍ଷ ତରଣୀସେନ ସାହୁ   ପ୍ରମୁଖ ଯୋଗଦେଇ ଦରବାରର ଆୟୋଜନ ଓ ଅଂଚଳର ମହାନ କଳା ସଂସ୍କୃତି ସମ୍ପର୍କରେ ବକ୍ତବ୍ୟ ରଖିଥିଲେ l ସେହିପରି ଚୁଲବୁଲି ନାୟିକା ସିମରନ ଶର୍ମିଷ୍ଠା ଦାସଙ୍କ ନାଚଗୀତରେ ଦର୍ଶକ ଆତ୍ମବିଭୋର ହୋଇଥିଲେ । ଧରଣୀସେନ ସାହୁ ଦରବାର ପରିଚାଳନା କରିଥିଲେ  l  ଏହିଅବସରରେ ମହିଷାସୁର ଙ୍କ ଦ୍ୱାରା ମଂଚାସୀନ ସମସ୍ତ ଅତିଥିଙ୍କୁ ଉପଢୌକନ ଓ ମାନପତ୍ର ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା  l ଅନ୍ତିମ ସନ୍ଧ୍ୟାରେ ମା' ଦୁର୍ଗାଙ୍କ ଦ୍ଵାରା ମହିଷାସୁରଙ୍କ ନିଧନ ପରେ ଦରବାର ଉଦଯାପିତ ହୋଇଯାଇଛି। ମହିଷାସୁର ଭୂମିକାରେ ଅଭିନୟ କରିଥିବା  କଳାକାର ସୁଶୀଲ କୁମାର ମେହେର ଙ୍କ ନିଖୁଣ ଅଭିନୟ ପାଇଁ ପୂଜା କମିଟି ତରଫରୁ ଲାଇଫ ଟାଇମ ଏଚିଭମେଣ୍ଟ ସମ୍ମାନରେ ସମ୍ମାନୀତ କରାଯାଇଥିଲା । କମିଟି ସଭାପତି ପ୍ରଫୁଲ୍ଲ ସାହୁ, ସମ୍ପାଦକ ପ୍ରକାଶ ରଣା ସମେତ ପୂଜା କମିଟି ସଦସ୍ୟ ଓ

ପୋଲିସ ଙ୍କ ଉଦ୍ୟମରେ ଶାନ୍ତିଶୃଙ୍ଖଳାର ସହିତ ଦର୍ଶକମାନେ ବିଳମ୍ୱିତ ରାତ୍ର ପର୍ଯ୍ୟନ୍ତ ମିନାବଜାର ବୁଲିବା ସହ  କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ।ସମସ୍ତ କମିଟି ସଦସ୍ୟ ସହଯୋଗ କରିଥିଲେ। ରବିବାର ସକାଳୁ ଭଷାଣୀ ପର୍ବରେ ଏକ ବିରାଟ ପଟୁଆରରେ ସୁସଜ୍ଜିତ ରଥରେ  ନାଚଗୀତ, ଦୁଲଦୁଲି, ଶଙ୍ଖ ଘଣ୍ଟ ଧ୍ବନୀ ସହ କଲରାକେଠାରୁ କଣ୍ଟାମାଳ ପ୍ରାୟ ୫କି.ମି. ପରିକ୍ରମାରେ ନିକଟସ୍ଥ ତେଲ ନଦୀର ଗର୍ଭରେ ବିସର୍ଜନ କରି ମା'ଶ୍ୟାମାକାଳୀଙ୍କୁ ବିଦାୟ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   17-Jun-2026
  ଜିଲ୍ଲା  
ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   17-Jun-2026
  ଜିଲ୍ଲା  
*ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   17-Jun-2026
  ଜିଲ୍ଲା  
*ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   17-Jun-2026
  ଜିଲ୍ଲା  
*କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   17-Jun-2026
  ରାଜ୍ୟ  
ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   17-Jun-2026
  ଜିଲ୍ଲା  
ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   17-Jun-2026
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026

You Might Also Like