-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||     

HOME   ଜିଲ୍ଲା

ବାଘଛାଲ ଡିଲ ବେଳେ ମାଡ଼ିବସିଲା ଏସଟିଏଫ ଟିମ, ୨ଅଭିଯୁକ୍ତ ଗିରଫ

27-Oct-2025



କଣ୍ଟାମାଳ(ଜୟ କୁମାର ମହାରଣା): ମନମୁଣ୍ଡା ଥାନା ଅଞ୍ଚଳରେ ବାଘ ଛାଲ ବିକ୍ରି ପାଇଁ ଡିଲ ଚାଲିଥିବା ବେଳେ ମାଡ଼ି ବସିଲା କ୍ରାଇମ ବ୍ରାଞ୍ଚର ଏସଟିଏଫ ଟିମ l  ବାହାର ରାଜ୍ୟକୁ ବାଘ ଛାଲ ଚୋରା ଚାଲାଣ ଘଟଣାରେ ୨ମାଫିଆ ଗିରଫ  l  ମିଳିଥିବା ସୂଚନାନୁସାରେ ରବିବାର ଭୋର ୭ଘଣ୍ଟା ସମୟରେ

ସୁବର୍ଣ୍ଣପୁର ଜିଲ୍ଲା ଅର୍ଜୁନପୁର ଛକ ନିକଟରେ ବାଘ ଛାଲ ଡିଲ ଚାଲିଥିବା ନେଇ କୌଣସି ସୂତ୍ରରୁ କ୍ରାଇମବ୍ରାଞ୍ଚ ର ଏସଟିଏଫ ଟିମ ଖବର ପାଇଥିଲା l  ବାଘଛାଲ ଡିଲ ସମୟରେ ଉକ୍ତ ସ୍ଥାନରେ ଏସଟିଏଫ ଟିମ ଚଢ଼ାଉ କରି ଏକ ଏୟାର ବ୍ୟାଗରୁ ବାଘ ଛାଲ ଜବତ କରିବା ସହ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିଲା  l  ଗିରଫ ଦୁଇ ବାଘ ଛାଲ ମାଫିଆମାନେ ହେଲେ ମନମୁଣ୍ଡା ଥାନା ଅଂଚଳ ଟୁନିଖମନ ଗ୍ରାମର ପ୍ରକାଶ କହଁର ଓ  ବୁଢ଼ିଖମନ ଗ୍ରାମର ରଞ୍ଜିତ ଭୁକ୍ତା ବୋଲି ତଦନ୍ତରୁ ଜଣା ପଡିଥିଲା   l  ଏନେଇ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରହିଥିବା ଜଣାପଡିଛି   l


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026

You Might Also Like