-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ଜିଲ୍ଲା

କଣ୍ଟାମାଳ: ସମଲେଶ୍ଵରୀ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ

27-Oct-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ହାଇସ୍କୁଲ ଖେଳ ପଡ଼ିଆରେ ଚାଲିଥିବା ସମଲେଶ୍ଵରୀ ସ୍ଫୋଟିଙ୍ଗ ଓ ସମଲେଶ୍ଵରୀ ୟୁଥ କ୍ଲ୍କକ୍ ଦ୍ଵାରା ଆୟୋଜିତ ମା' ସମଲେଶ୍ଵରୀ ଫୁଟବଲ ଟୁର୍ନାମେଣ୍ଟ ରବିବାର ଦିନ ଉଦଯାପିତ ହୋଇଯାଇଛି। ବାଲିଖମାର ଦଳ କୁ ହରାଇ ଘଣ୍ଟାପଡ଼ା ଚମ୍ପିଆନ ହୋଇଛି।ପୂର୍ବରୁ ସେମି ଫାଇନାଲକୁ ଉନ୍ନିତ ହୋଇଥିବା ଗ୍ରୁପ୍ ଏରୁ ଘଣ୍ଟାପଡ଼ା ଓ ମାତାକୁପା ମଧ୍ୟରେ

ହୋଇଥିବା ଖେଳରେ ଘଣ୍ଟାପଡ଼ାଦଳ ୩-୦ ଗୋଲରେ ପରାସ୍ତ କରି ଫାଇନାଲ ପ୍ରବେଶ କରିଥିଲା। ସେହିପରି ଗୁପ ବିରୁ ବାଲିଖମାର ଓ ନିମନା ଦଳମଧ୍ୟରେ ହୋଇଥିଲା। ସେଥିରେ ୨-୦ ବାଲିଖମାର ବିଜୟୀ ହୋଇ ଘଣ୍ଟାପଡ଼ା ସହିତ ଖେଳିଥିଲା। ଫାଇନାଲରେ ନିର୍ଦ୍ଧାରିତ ସମୟ ମଧ୍ୟରେ କେହି କାହାରିକୁ ଗୋଲ ଦେଇ ନପାରିବାରୁ ଟ୍ରାଇବ୍ରେକର ମାଧ୍ୟମରେ ୩-୨ ଗୋଲରେ ଘଣ୍ଟାପଡ଼ା ଦଳ ବିଜୟୀ ହୋଇ ଚମ୍ପିଆନ ଆଖ୍ୟା ଅର୍ଜନକରିଛି। ଉକ୍ତ ଟୁର୍ନାମେଣ୍ଟରେ ମୋଟ ୧୬ ଟି ଦଳ ଅଂଶଗ୍ରହଣ କରିଥିଲେ। ଉଦଯାପନୀ ଦିବସରେ ମୁଖ୍ୟ

ଅତିଥିଭାବେ ସ୍ଥାନୀୟ କଣ୍ଟାମାଳର ପୂର୍ବ ବିଧାୟକ ମହିଧର ରଣା, ବୌଦ୍ଧ ଜିଲ୍ଲା ଶିକ୍ଷକ ସଂଘ ସଭାପତି ନିଳାଚଳ ଭୋଇ, ଆଇନଜୀବୀ ମନୋଜ ଶର୍ମl, ଅବସରପ୍ରାପ୍ତ ଶିକ୍ଷକ ମନ୍ଦର ଧର ବେହେରା,  ଶ୍ରୀପତୀ ମଲିକ ପ୍ରମୁଖ ଉପସ୍ଥିତ ରହି ଖେଳାଳୀଙ୍କୁ ଉତ୍ସାହିତ କରିଥିଲେ। ସଂଜୀବ ସାହୁ ଖେଳ ପରିଚାଳନା କରି ଥିବା ସ୍ଥଳେ ବିରେନ୍ଦ୍ର ଦେହୁରୀ ଓ ଅଗସ୍ତୀ ମଲିକ ଧାରା ବିବରଣୀ ପ୍ରଦାନ କରିଥିଲେ। ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like